ଭବାନୀପାଟଣା/କଲମପୁର,୨୩।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରଣମାଳ ପଞ୍ଚାୟତ ଅରେବେଡା ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ଗତି କରୁଛି। ୧୯୪୨ରେ ସ୍ଥାପିତ ଏହି ବିଦ୍ୟାଳୟରେ…
ଢେଙ୍କାନାଳ ଅଫିସ, ୨୩।୮-ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଷଷ୍ଠ ମହଲାରେ ୱାନ୍ ଷ୍ଟପ୍ ସେଣ୍ଟର ‘ସଖୀ’ ସହାୟତା କେନ୍ଦ୍ର ଗୁରୁବାର ଲୋକାର୍ପିତ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର…
ପୁରୀ ଅଫିସ,୨୩ା୮:ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଶୁକ୍ରବାର ଏହି ପବିତ୍ର ତିଥିରେ ଜନ୍ମ ନେବେ ପ୍ରଭୁ ଶ୍ରୀକୃଷ୍ଣ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା…
ଭୁବନେଶ୍ୱର, ୨୩ା୮(ବ୍ୟୁରୋ):ଶିଳ୍ପାୟନର ସ୍ବପ୍ନ ଦେଖାଉଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଆଲୁମିନିୟମ, ଇସ୍ପାତ, ଆଲୁମିନା, ସାର, ପେଟ୍ରୋ କେମିକାଲ, ପ୍ଲାଷ୍ଟିକ ଭଳି ବଡ଼ ବଡ଼ ଶିଳ୍ପ ସାଙ୍ଗକୁ କୃଷି,…
ଭୁବନେଶ୍ୱର,୨୨।୮(ବ୍ୟୁରୋ)-ଚଳିତ ବର୍ଷ ରାଜ୍ୟରେ ଥିବା କଲେଜ ଓ ବିଶ୍ୱବିଦ୍ୟାଳୟଗୁଡିକରେ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି…
ଭୁବନେଶ୍ୱର,୨୨ା୮(ବ୍ୟୁରୋ)- ଗତ ମଙ୍ଗଳବାର ରାଜଧାନୀରେ ଘଟିଥିଲା ଏକ ଲୋମଟାଙ୍କୁରା ଘଟଣା। ଚନ୍ଦ୍ରଶେଖରପୁର ଥାନା ନିଳାଦ୍ରିବିହାର ଅଞ୍ଚଳରେ ଜଣେ ୬ବର୍ଷର ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମଁୁ ବଳାତ୍କାର…
କୁନ୍ଦୁରା,୨୨ା୮(ଡି.ଏନ୍.ଏ.): ବୟସ ପ୍ରାୟ ୭୫ ପାଖାପାଖି । ଚାଲିବାକୁ ଅସମର୍ଥ ହୋଇପଡିଥିବା ସତ୍ତ୍ୱେ ଜୀବନ ଯୁଦ୍ଧରେ ହାରି ନ ଯାଇ ଧଇଁସଇଁ ହୋଇ ବଞ୍ଚତ୍ଛନ୍ତି, ଚାଲିଛନ୍ତି ସାବିତ୍ରୀ। କୋରାପୁଟ…
ଭୁବନେଶ୍ୱର,୨୨।୮(ବ୍ୟୁରୋ)- ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୨୦୧୮-୧୯ ଆର୍ଥିକ ବର୍ଷରେ ୪୨୭ କୋଟି ଟଙ୍କାର ସେସ୍ ସଂଗୃହୀତ କରାଯାଇଛି, ଯାହାକି ବିଗତ ବର୍ଷଗୁଡ଼ିକ ତୁଳନାରେ ସର୍ବାଧିକ।…