ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍ବୁଲ’ ପ୍ରଭାବରେ ଉପକୂଳ ଓଡ଼ିଶାର ୬ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଘରଦ୍ୱାର ଭାଙ୍ଗିବା ସହ ଲକ୍ଷ ଲକ୍ଷ ହେକ୍ଟର ଜମିରେ ଫସଲ ଉଜୁଡ଼ି…
ସାକ୍ଷୀଗୋପାଳ,୧୧।୧୧(ଡି.ଏନ.ଏ): ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗର…
ଖପା୍ରଖୋଲ, ୧୨ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ପଞ୍ଚାୟତ ସମିତି ଅଧ୍ୟକ୍ଷା ପୂର୍ଣ୍ଣମାସୀ ବରିହାଙ୍କୁ ସୋମବାର ନିଜ କାର୍ଯ୍ୟାଳୟରେ ଥିବାବେଳେ ଦୁର୍ବ୍ୟବହାର କରାଯାଇଥିବା ଖପ୍ରାଖୋଲ ଥାନାରେ ଅଭିଯୋଗ ହୋଇଛି।…
ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ସ୍ମାର୍ଟସିଟି ଲିମିଟେଡ୍ ପକ୍ଷରୁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ ଯାଏ ନିର୍ମାଣ ହୋଇଥିବା ସ୍ମାର୍ଟ ଭେଣ୍ଡିଂ ଜୋନ୍ ବିଏମ୍ସିକୁ ହସ୍ତାନ୍ତର ହୋଇସାରିଛି। ସେଥିରେ ଥିବା ୧୫୦ଟି ସ୍ମାର୍ଟ…
ନାଉଗଁ।,୧୨ା୧୧(ସ୍ବ.ପ୍ର.): ନାଉଗଁା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସଂଗ୍ରାମକେଶରୀ ମହାପାତ୍ର ଯୋଗଦେଇ ଅଭିଯୋଗ ଗୁଡ଼ିକର…
ବାଲୁଗଁ। ,୧୨ା୧୧(ଡି.ଏନ.ଏ.): ଚିଲିକାର ଏ୍ୟତିହ୍ୟ ନୌବାଣିଜ୍ୟ ପରମ୍ପରା ଓ ସଂସ୍କୃତିକୁ ଉଜ୍ଜୀବିତ ଉଦ୍ଦେଶ୍ୟରେ ବାଲୁଗାଁର ଚିଲିକା ତଟଦେଶରେ ସୋମବାର ସନ୍ଧ୍ୟାରେ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ -୨୦୧୯…
ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୁକ୍ତ ରଙ୍ଗ ମିସ୍ତ୍ରିଙ୍କୁ ପୋଲିସ ଗିରଫ କର ସୋମବାର କୋର୍ଟଚାଲାଣ କରିଛି।…
(ଉପେନ୍ଦ୍ର ରାଉତ) ବଅଁରପାଳ, ୧୨।୧୧ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ଠାରେ ଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହେବ। ଗଡ଼ସନ୍ତ୍ରୀ ଓ…
ଅନୁଗୋଳ ଅଫିସ, ୧୨।୧୧ଖଣି ପ୍ରଭାବିତ ଅଞ୍ଚଳର ଲୋକଙ୍କ ବିକାଶ ଓ କଲ୍ୟାଣ ପାଇଁ ଜିଲା ଖଣିଜ ପାଣ୍ଠିର ସପ୍ତମ ବୋର୍ଡ ଅଫ୍ ଟ୍ରଷ୍ଟି ବୈଠକ ଜିଲାପାଳ ମନୋଜ…
ନିମାପଡ଼ା,୧୨ା୧୧(ଡି.ଏନ୍.ଏ) ପୁରୀ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ ଜିଲା କୃଷି ବିଭାଗର ଅଧିକାରୀମାନେ ସୋମବାର ନିମାପଡ଼ାର ରେଞ୍ଚ ଶାସନ, ହରିପୁର, ଭୋଗଶାଳଦା, ନୁଆରକିରି ଆଦି ଅଞ୍ଚଳରେ…