ଭୁବନେଶ୍ୱର, ୮।୮(ବ୍ୟୁରୋ): ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଗୁରୁବାର ଆହତ ହୋଇଛନ୍ତି। ଝୁଣ୍ଟିପଡ଼ିବାରୁ ତାଙ୍କ ଆଣ୍ଠୁରେ ଗୁରୁତର ଆଘାତ ଲାଗିଥିବା ସୂଚନା ମିଳିଛି।
ଭୁବନେଶ୍ୱର, ୮।୮(ବ୍ୟୁରୋ): ବରିଷ୍ଠ ଆଇପିଏସ୍ ଅଧିକାରୀ ବିଜୟ କୁମାର ଶର୍ମା ଗୁରୁବାର ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଡିଜିପି ଥିବା ଡା.…
ସଜନାଗଡ଼, ୮।୮(ଡି.ଏନ.ଏ.)-ଶିଶୁ କନ୍ୟା ପ୍ରତି ଘୃଣା ଭାବ ପୋଷଣ ନ କରିବା ପାଇଁ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ସଫଳ ହୋଇପାରିନି।…
ବରଗଡ଼ ଅଫିସ/ଅତାବିରା,୮ା୮: ଜଣେ ଜୀବିତ ଲୋକଙ୍କୁ ପୋଲିସ ମୃତ ଭାବିବା ଓ ବ୍ୟବଚ୍ଛେଦ ପାଇଁ ପଠାଇବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ବ୍ୟବଚ୍ଛେଦ ଗୃହରେ ସମ୍ପୃକ୍ତ…
ଭୁବନେଶ୍ୱର, ୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି ପ୍ରବଳ…
ଅନୁଗୋଳ ଅଫିସ, ୮।୮: ନାଲକୋ ସ୍ମେଲଟର ପ୍ଲାଣ୍ଟ କାଷ୍ଟ ହାଉସ ପରିସରରେ ଗତ ୨୩ରେ ବିଦ୍ୟୁତ ଆଘାତରେ ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ…
କେନ୍ଦୁଝର,୮।୮(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ହର୍ଷପୁର ଗଁ। ରେ ବୁଧବାର ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁଁ ମାଟି ଘର ସବୁ ସନ୍ତସନ୍ତିଆ ହୋଇଯାଇଛି। ଫଳରେ…
ସୋନପୁର/ତରଭା,୮ା୮(ନି.ପ୍ର./ଡି.ଏନ୍.ଏ.): ୨୦୧୮ ସର୍ଭେ ଅନୁଯାୟୀ ଭାରତର ୧୦ ଶ୍ରେଷ୍ଠ ଥାନା ତାଲିକାରେ ସୁବର୍ଣ୍ଣପୁର ଜିଲାର ତରଭା ଥାନା ସ୍ଥାନ ପାଇଛି। ଏଥିପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ…
ଭୁବନେଶ୍ୱର, ୮ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୨ ନୂତନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ସଚିବାଳୟରୁ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ମୁଖ୍ୟମନ୍ତ୍ରୀ ୧୦ଟି ପ୍ରକଳ୍ପର…