ରୂପ୍ସା/ବସ୍ତା,୧୪।୨(ଡି.ଏନ.ଏ./ସ୍ବ.ପ୍ର.):ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ସାର୍ଥା ଅଞ୍ଚଳରେ ସାମାନ୍ୟ ସିଗାରେଟ କିଣାକୁ କେନ୍ଦ୍ରକରି ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ନିଶାଗ୍ରସ୍ତ ଯୁବକମାନେ ପିଟି ପିଟି ଜଣେ…
କେନ୍ଦୁଝର, ୧୪ା୨(ଡି.ଏନ୍.ଏ.)-କେନ୍ଦୁଝର ଜିଲାରେ ଅନେକଗୁଡିଏ ପର୍ଯ୍ୟଟନସ୍ଥଳ ରହିଛି। ସେଥିମଧ୍ୟରୁ ୧୭ଟି ପର୍ଯ୍ୟଟନସ୍ଥଳୀ ସରକାରୀ ମାନ୍ୟତା ପାଇ ସାରା ରାଜ୍ୟରେ ପ୍ରସିଦ୍ଧିଲାଭ କରିଛି। ଏଥିମଧ୍ୟରୁ ଜିଲାର କେତୋଟି ପର୍ଯ୍ୟଟନସ୍ଥଳୀ…
ଭୁବନେଶ୍ୱର,୧୩।୨(ବ୍ୟୁରୋ): ଛତିଶଗଡ଼ ପୋଲିସ ଦ୍ୱାରା ଅଟକ ରଖାଯିବା ପରେ ଦଳରୁ ବହିଷ୍କୃତ ହେଲେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ ସାଏ। ସଭାପତି ତଥା ମୁଖ୍ୟମନ୍ତ୍ରୀ…
ସମ୍ବଲପୁର, ୧୩।୨ (ବ୍ୟୁରୋ)- ସମ୍ବଲପୁର ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପ୍ରଶ୍ନପତ୍ର ଲିକ୍ ହୋଇଛି। କେମେଷ୍ଟ୍ରି (ରସାୟନ ବିଜ୍ଞାନ) ଓ ଜୁଲୋଜି (ପ୍ରାଣୀ ବିଜ୍ଞାନ) ବିଷୟର ପ୍ରଶ୍ନପତ୍ର ଗୁରୁବାର…
କୋଣାର୍କ,୧୩।୨(ଡି.ଏନ୍.ଏ.): ବିଶ୍ୱ ଐତିହ୍ୟସ୍ଥଳ କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି ନାମରେ କାରୁକାର୍ଯ୍ୟପୂର୍ଣ୍ଣ ପଥରକୁ କାଢ଼ି ସାଦା ପଥର ଲଗାଯିବା ନେଇ ବିଭିନ୍ନ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।…
ପୁରୀ ଅଫିସ,୧୩।୨: ଶ୍ରୀମନ୍ଦିର ସୁରକ୍ଷା ଜୋନ୍ ମଧ୍ୟରେ ଥିବା ଏମାର ମଠର କେତେକ ଅଂଶ ଭଙ୍ଗା ଯାଇଥିଲା। ପରବର୍ତ୍ତୀ ସମୟରେ ସେଠାରେ ଲୋକେ ଦୁଇଚକିଆ ଯାନ ପାର୍କିଂ…
କଟକ ଅଫିସ,୧୩।୨: ଯାଜପୁର ଜିଲା ଧର୍ମଶାଳା ବ୍ଳକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ରୂପେଶ ଭଦ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ…
ଭୁବନେଶ୍ୱର,୧୩।୨(ବ୍ୟୁରୋ): ଛତିଶଗଡ଼ ପୋଲିସ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଅଟକ ରଖିଛି। ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ପୋଲିସ…
ଭୁବନେଶ୍ୱର,୧୩।୨(ବ୍ୟୁରୋ): ଆଗକୁ ମାଟ୍ରିକ୍ ପରୀକ୍ଷା। ଏହା ପୂର୍ବରୁ ବାରିପଦା ଓ ଆସିକାରେ ମାଟ୍ରିକ୍ ଆଡମିଟ୍ କାର୍ଡ ଭାଇରାଲ ହେବା ପ୍ରସଙ୍ଗରେ ଗୁରୁବାର ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ…
ମାର୍ଶାଘାଇ,୧୩।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଗୋସେଇଁବନ୍ଧଠାରେ ହରିଦାସପୁର-ପାରାଦୀପ ନିର୍ମାଣାଧୀନ ରେଳରାସ୍ତା ଗୁରୁବାର ଦୁଇପଟକୁ ୨ଶହ ମିଟର ଧସିଯାଇଛି। ଫଳରେ ୩ ପରିବାର ପ୍ରଭାବିତ ହୋଇଛନ୍ତି। ସେମାନଙ୍କର…