ବାଲିଆପାଳ,୩୧।୭(ସ୍ବ.ପ୍ର.): ବାରମ୍ବାର ଦାବି ସତ୍ତ୍ୱେ ରାସ୍ତା ମରାମତି ଓ ପ୍ରଶସ୍ତୀକରଣ ନ ହେବାରୁ ବୁଧବାର ପୂର୍ବାହ୍ନରୁ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ମାନ୍ଧାତା ପଞ୍ଚୁପାଲି ରାସ୍ତାର ପଞ୍ଚୁପାଲି…
ରଣପୁର,୩୧ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ଅନ୍ତର୍ଗତ ତାଳକଣି ଗ୍ରାମର ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଗାଁ ପୋଖରୀ ପାହାଚରୁ ବୁଧବାର ଉଦ୍ଧାର କରାଯାଇଛି।…
ଭୁବନେଶ୍ୱର,୩୧।୭(ବ୍ୟୁରୋ): କେନ୍ଦ୍ର ସରକାର ମଙ୍ଗଳବାର ପାର୍ଲାମେଣ୍ଟରେ ‘ତିନି ତଲାକ୍ ବିଲ୍’ ପାସ୍ କରିଛନ୍ତି। ଏହି ବିଲ୍କୁ ସମର୍ଥନ କରିବା ପାଇଁ ବିଜେଡି ହୁଇପ୍ ଜାରି କରିଥିଲା। ଏଠାରେ…
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟର ୪ଟି ଜିଲା କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ସୁନ୍ଦରଗଡ଼କୁ ଅଣ-ସବ୍ସିଡି କିରୋସିନ ଯୋଗାଇ ଦିଆଯାଉଛି। ଅନ୍ୟ ଜିଲାଗୁଡ଼ିକରେ କେତେ ଅଣ-ସବ୍ସିଡି କିରୋସିନ ଦରକାର ସେନେଇ…
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ୪୪୧ଟି ବାଳିକା ବିଦ୍ୟାଳୟ ଏବଂ ୧୪୮୫ଟି ସ୍କୁଲରେ ଛାତ୍ରଙ୍କ ପାଇଁ ଶୌଚାଳୟ ନାହିଁ। ୨୦୧୭-୧୮ ତଥ୍ୟ ଅନୁଯାୟୀ, ରାଜ୍ୟରେ ମୋଟ ୫୪,୨୯୮ଟି ସରକାରୀ ସ୍କୁଲ…
ଅନୁଗୋଳ ଅଫିସ,୩୧।୭: ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣାକୁ ନେଇ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ରୁଦ୍ଧଦ୍ବାର ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ…
କୋରୁକୋଣ୍ଡା,୩୧।୭(ଡି.ଏନ୍.ଏ.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡୀ ବୁଧବାର ମାଲକାନଗିରି ଗସ୍ତରେ ଯାଇ ବନ୍ୟା ଜନିତ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଗତ ୪ ଦିନ ଧରି ଲଗାଣ ବର୍ଷାରେ…
କୋରୁକୋଣ୍ଡା,୩୧।୭(ଡି.ଏନ୍.ଏ.): ମାଲକାନଗିରି ଜିଲା ଏମ୍ଭି-୪୨ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗ୍ୟାସ ଲିକ୍ରୁ ନିଆଁ ଲାଗିବା ଯୋଗୁ ସ୍ବାମୀସ୍ତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପ୍ରତାପ…
ପୁରୀ ଅଫିସ, ୩୧ା୭: ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଶ୍ରୀମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀମନ୍ଦିର ସମେତ ପୁରୀ ସହରର ଆଖପାଖ ଏବଂ ଜିଲାର…
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଗତ ନିର୍ବାଚନକୁ ଆଖି ଆଗରେ ରଖି ଓ ଆଇନ ସୁରକ୍ଷାକୁ ନଜର କରି ରାଜ୍ୟ ସରକାର କେତେକ ପୋଲିସ ଅଧିକାରଙ୍କୁ ଅଚାନକ ବଦଳି କରି ଦେଇଥିଲେ।…