ଭୁବନେଶ୍ୱର,୫।୨(ବ୍ୟୁରୋ): ସାତକୋଶିଆରୁ ବାଘୁଣୀ ‘ସୁନ୍ଦରୀ’ କାହ୍ନା ଅଭୟାରଣ୍ୟ ଫେରିଯିବା ନେଇ ବିଭିନ୍ନ ପ୍ରକ୍ରିୟା ଚାଲିଥିବା ବେଳେ ଏବେ ଏହା ବିଳମ୍ବ ହୋଇପାରେ। ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟ ଘୋରେଲାରେ…
ଭୁବନେଶ୍ୱର,୫।୨(ବ୍ୟୁରୋ): ପୁଣି ପାଗରେ ପରିବର୍ତ୍ତନ ଘଟିଛି। ବୁଧବାର ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ…
ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟର ସମସ୍ତ ବସ୍ଷ୍ଟାଣ୍ଡଗୁଡ଼ିକର ଉନ୍ନତୀକରଣ କରାଯିବ। ଏପରିକି ପ୍ରମୁଖ ବସ୍ଷ୍ଟାଣ୍ଡଗୁଡ଼ିକୁ ବିମାନ ବନ୍ଦର ଭଳି ଉନ୍ନତ କରାଯିବ। ବସ୍ଷ୍ଟାଣ୍ଡରେ ଶପିଂମଲ ଓ ମଲ୍ଟି ପ୍ଲେକ୍ସ ମଧ୍ୟ…
କଟକ ଅଫିସ,୫।୨: ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍ସି)ର ନୂଆ କମ୍ପ୍ରେନସିଭ୍ ସିଲେକ୍ସନ ମ୍ୟାନେଜମେଣ୍ଟ ସିଷ୍ଟମ (ସିଏସ୍ଏମ୍ଏସ୍) ପୋର୍ଟାଲ ବୁଧବାର ଉଦ୍ଘାଟିତ ହୋଇଯାଇଛି। ଏହି ପୋର୍ଟାଲରେ ଆଶାୟୀ ଛାତ୍ରୀଛାତ୍ରଙ୍କୁ…
ପୁରୀ ଅଫିସ,୫।୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପରିଚାଳନା କମିଟି ବୈଠକ ବୁଧବାର ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ…
ଭୁବନେଶ୍ୱର,୫।୨(ବ୍ୟୁରୋ): କିଡ୍ନୀ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଥିବା ଦିଗପହଣ୍ଡିର ପ୍ରିୟଙ୍କାରାଣୀ ରାଜୁଙ୍କ ପରିବାର ଲାଗି ମୁଖ୍ୟମନ୍ତ୍ରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ପ୍ରିୟଙ୍କାଙ୍କ ଝିଅର…
ବରଗଡ଼ ଅଫିସ,୫।୨: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ବନ୍ଦ ପାଳନ କରାଯାଉଛି। ଏହି ବନ୍ଦ ପାଳନକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଥିବାବେଳେ…
ଭୁବନେଶ୍ୱର,୫-୨(ବ୍ୟୁରୋ):ବିବାହ ଆଳରେ ଯୁବତୀଙ୍କୁ ବଳାତ୍କାର କରି ସିଆର୍ପିଏଫ୍ରେ କାର୍ଯ୍ୟରତ ଜଣେ ଯବାନ ସୋମବାର ଗିରଫ ହୋଇଥିଲେ। ମଙ୍ଗଳବାର ଆଉ ଏକ ଘଟଣା ପଦାକୁ ଆସିଛି। ପୋଲିସ ବାବୁଙ୍କ…
ଭୁବନେଶ୍ୱର,୫-୨(ବ୍ୟୁରୋ):ପ୍ରେମ ବ୍ୟାପାରକୁ ନେଇ ଇନ୍ଫୋସିଟି ଥାନାଞ୍ଚଳରେ ଅପ୍ରୀତିକର ଘଟଣା ଘଟିଛି। ବିବାହ ପାଇଁ ଜିଦ୍ ଧରି ଜଣେ ମୁସଲିମ୍ ସମ୍ପ୍ରଦାୟ ଯୁବତୀ ହାତ କାଟି ଗୁରୁତର ହୋଇଛନ୍ତି।…
ଭୁବନେଶ୍ୱର, ୫-୨:ଗତ ଜାନୁୟାରୀ ୨୮ ଦିନ ଖୋର୍ଦ୍ଧାରୋଡ଼ ଷ୍ଟେସନଠାରେ ରେଳପଥର ପଣ୍ୟବାହୀ ଟ୍ରେନରେ କାର୍ଯ୍ୟରତ ଗାର୍ଡ ପ୍ରଭୁଦତ୍ତ ବେହେରାଙ୍କ ଦେହାନ୍ତ ହୋଇଥିଲା। ତାଙ୍କ ପରିବାରବର୍ଗଙ୍କୁ ୪୮ ଘଣ୍ଟା…