ଭୁବନେଶ୍ୱର,୨୪ା୭(ବ୍ୟୁରୋ): ଜାତୀୟ ସ୍ତରରେ ପୁରସ୍କୃତ ହୋଇଛି ଓଡ଼ିଶାର ମତ୍ସ୍ୟ ଉତ୍ପାଦକ ସ୍ବୟଂ ସହାୟକ ଗୋଷ୍ଠୀ। ଜାତୀୟ ମତ୍ସ୍ୟଚାଷୀ ଦିବସ ଅବସରରେ ଗଞ୍ଜାମ ଜିଲା ସାନଖେମୁଣ୍ଡିର ମା’ ବେହେରା…
ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ମଞ୍ଜୁରୀ କମିଶନ(ୟୁଜିସି) ମଙ୍ଗଳବାର ନକଲି ବିଶ୍ୱବିଦ୍ୟାଳୟ ସଂକ୍ରାନ୍ତ ତଥ୍ୟ ପ୍ରକାଶ କରିଛି। ଦେଶରେ ନିଜସ୍ବ ଢଙ୍ଗରେ ୨୩ ନକଲି ବିଶ୍ୱବିଦ୍ୟାଳୟ କାର୍ଯ୍ୟ କରୁଛି।…
ଭୁବନେଶ୍ୱର,୨୪ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାରେ ଥିବା ଭିତରକନିକା ଲୁଣାଜଙ୍ଗଲ ବନ୍ୟଜୀବ ବନଖଣ୍ଡରେ ଜଙ୍ଗଲ ଓ ପରିବେଶ ବିଭାଗର ମୋଟ ୩ଟି ପରିବେଶ ପର୍ଯ୍ୟଟନସ୍ଥଳ ରହିଛି। ସେଗୁଡ଼ିକ ହେଲା ଡାଙ୍ଗମାଳ,…
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୦୨ ବ୍ୟାଚ ଆଇଏଏସ୍ ଅଧିକାରୀ ତଥା ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ସ୍ବତନ୍ତ୍ର ସଚିବ ଏସ.ଏନ୍. ଗିରିଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଥିବା ସୂଚନା ମିଳିଛି।…
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ପରିମଳ ପରିଚାଳନାକୁ ଦୀର୍ଘସ୍ଥାୟୀ କରିବା ନେଇ ମଙ୍ଗଳବାର ସଚିବାଳୟଠାରେ ଉନ୍ନୟନ କମିଶନର ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ସେପ୍ଟିଜ…
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ରାଜ୍ୟ ସରକାର କୋଇଲା ଉପରୁ କେନ୍ଦ୍ର ସରକାର ଆଦାୟ କରିଥିବା ଅତିରିକ୍ତ ଟିକସ(ଲେଭି) ବାବଦ ୫୬୦ କୋଟି ଟଙ୍କା ଦେବାକୁ ଦାବି କରିଛନ୍ତି। କୋଇଲା…
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ଚଳିତବର୍ଷ ରାଜ୍ୟରେ ସ୍ବାଭାବିକଠାରୁ କମ୍ ବର୍ଷା ହୋଇଛି। ସାରା ଦେଶରେ ୧୫ ସ୍ଥାନରେ ସ୍ବାଭାବିକ ବର୍ଷା ହୋଇଥିବାବେଳେ ୨୧ ସ୍ଥାନରେ ବର୍ଷାର ପରିମାଣ କମ୍…
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍ ଫୋରମ୍ର ଅଧ୍ୟକ୍ଷ ତଥା ସିଇଓ ମୁକେଶ ଅଘିଙ୍କ ସହ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାକ୍ଷାତ କରିଛନ୍ତି। ଏହି ଅବସରରେ…
ରଣପୁର,୨୪ା୭ (ସ୍ବ.ପ୍ର.): ସରକାର ରୋଗୀ ସେବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ପ୍ରଚଳନ କରୁଛନ୍ତି। ହେଲେ କେତେକ ଅସାଧୁ ଅଧିକାରୀ ଓ…
ଖଣ୍ଡପଡା,୨୪ା୭(ସ୍ବ.ପ୍ର.): ଗତ କିଛିଦିନ ହେବ ନୟାଗଡ଼ ଜିଲାରେ ବର୍ଷା ଉଭାନ ହୋଇଯାଇଛି। ଏହାକୁ ନେଇ ଚାଷୀଙ୍କ ମନରେ ହତାଶ ଭାବ ସୃଷ୍ଟି ହୋଇଛି ା ମୌସୁମୀ ଦୁର୍ବଳ…