ରାଜ୍ୟ

ଦୁର୍ଘଟଣାଗ୍ରସ୍ତ ଆହତ ବସ୍‌ଯାତ୍ରୀଙ୍କୁ ହସ୍ପିଟାଲରେ ଭେଟିଲେ ଜିଲାପାଳ

ଦିଗପହଣ୍ଡି,(ଡିଏନ୍‌ଏ)/ପାଟପୁର,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ମାରୁତି ଶ୍ରୀ ସାଇ ନାମକ ଯାତ୍ରୀବାହୀ ବସ୍‌ (ଓଆର୍‌ ୦୫- ଏ ବି ୩୫୩୦) ଓଲଟି ପଡିବାରୁ ଘଟଣାସ୍ଥଳରେ ୬ଜଣ…

7 years ago

ବସ୍‌ ଦୁର୍ଘଟଣା: ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ଦିଗପହଣ୍ଡି/ପାଟପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପ୍ରବଳ କୁହୁଡ଼ି ଯୋଗୁ ମାରୁତି ଶ୍ରୀ ସାଇ ନାମକ ଏକ ଯାତ୍ରୀବାହୀ ବସ୍‌ ନଂ. ଓ ଆର୍‌ ୦୫-ଏ ବି…

7 years ago

ମହିଳା ଆଇନଜୀବୀ ଦୀପାଳି ଆତ୍ମହତ୍ୟା ମାମଲା: ଖୋର୍ଦ୍ଧା ଜିଲା ଦୌରାଜଜ୍‌ କୋର୍ଟରେ ପୁରୁଷ ବନ୍ଧୁଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର,୨୯ା୧(ବ୍ୟୁରୋ):ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶନୀ ଜେନା ଆତ୍ମହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଇଥିବା ପୁରୁଷ ବନ୍ଧୁ ବିକ୍ରମ ମିଶ୍ର ମଙ୍ଗଳବାର ଖୋର୍ଦ୍ଧା ଦୌରାଜଜ୍‌ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି।…

7 years ago

ମାଛ, ସୁଜି, ବିଲାତି ଭିତରେ ଆସୁଛି ବ୍ରାଉନସୁଗାର

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଓଡ଼ିଶାରେ ଚାଲିଥିବା ବ୍ରାଉନସୁଗାର ର଼୍ୟାକେଟର ଚେର ବାଂଲାଦେଶକୁ ଲମ୍ବିଛି। କେତେବେଳେ ଭାୟା କଲିକତା ଦେଇ ତ ପୁଣି କେତେବେଳେ ବଙ୍ଗୋପସାଗର ଦେଇ ଓଡ଼ିଶାକୁ ପଶୁଛି ବ୍ରାଉନସୁଗାର।…

7 years ago

ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଲା, ୩୮ ଗୁରୁତର

ବ୍ରହ୍ମପୁର ଅଫିସ,୨୯।୧: ତପ୍ତପାଣି ଘାଟିରେ ବୁଧବାର ବଡି ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଥିବାବେଳେ ୩୮ଜଣ ଗୁରୁତର ଆହତ…

7 years ago

ବ୍ରିଜ୍‌ ତଳକୁ ଖସିଲା ବସ୍‌: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ

ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡିବାରୁ…

7 years ago

ବସ୍‌ରେ ମହିଳାଙ୍କୁ ଦୁର୍ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ: ମହିଳା ସିଟରେ ପୁରୁଷ ବସିଲେ ଜରିମାନା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଘରୋଇ ବସ୍‌ ଓ ମୋ ବସ୍‌ରେ ମହିଳା ଯାତ୍ରୀ ଅନେକ ସମୟରେ ଦୁର୍ବ୍ୟବହାରର ଶିକାର ହେଉଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ନିଯୁକ୍ତ ଏସ୍‌ପିଓମାନେ ପୋଲିସ…

7 years ago

ରକ୍ତ ଦେଇ ଗର୍ଭବତୀଙ୍କ ଜୀବନ ବଞ୍ଚାଇଲେ ଫାର୍ମାସିଷ୍ଟ:ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଆଜି ବି ମାନବିକତା ବଞ୍ଚିରହିଛି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ୟୁଷିତ ମାଲ୍‌କାନଗିରି ଜିଲାରେ। ଜଣେ ଗର୍ଭବତୀ ମହିଳାଙ୍କୁ ରକ୍ତ ଦେଇ ତାଙ୍କ…

7 years ago

ପଞ୍ଚାନନଙ୍କ ଚିତ୍ରକଳା ‘ୱାନ୍‌ନେସ୍‌’ ପୁସ୍ତକରେ ସ୍ଥାନ ପାଇଲା

ପୁରୁଣା ଭୁବନେଶ୍ୱର,୨୯।୧  (ଡି.ଏନ.ଏ.):ପୁଡୁଚେରିର ଆରୋଧନ ଗ୍ୟାଲେରୀ ଦ୍ୱାରା ବିଶ୍ୱର କେତେଜଣ ବିଶିଷ୍ଟ ଚିତ୍ରକର, ମୂର୍ତ୍ତିିକାର, ନୃତ୍ୟଶିଳ୍ପୀ, ଲେଖକ, ଅଭିନେତା, ଫଟୋ ଗ୍ରାଫର ଓ ସଙ୍ଗୀତ ଶିଳ୍ପୀଙ୍କ କୃତୀକୁ…

7 years ago

ସୁରକ୍ଷା ପାଇଁ ଡିଜିପିଙ୍କ ଦ୍ୱାରସ୍ଥ ହେଲେ ପରବିନ୍ଦର

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ପଞ୍ଜାବୀ ଯୁବକ ପରବିନ୍ଦର ପାଲ୍‌ ସିଂଙ୍କୁ ପୋଲିସ ସମ୍ମୁଖରେ ସଂଘବଦ୍ଧ ଆକ୍ରମଣ ଓ ତାଙ୍କ ପଗଡ଼ିକୁ ଗୋଇଠାମାଡ଼ ଘଟଣାରେ ପୋଲିସର ପଦକ୍ଷେପକୁ ନେଇ ନାନା ଚର୍ଚ୍ଚା…

7 years ago