ରାଜ୍ୟ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍‌ ଗଲେ ୪ର୍ଥ ଶ୍ରେଣୀ କର୍ମଚାରୀ

ଭଦ୍ରକ ଅଫିସ, ୨୦।୧୧: ଭଦ୍ରକ ଜିଲା ଧାମନଗର ବ୍ଲକ ହସନାବାଦ ଗ୍ରାମର ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗର ୪ର୍ଥ ଶ୍ରେଣୀ କର୍ମଚାରୀ(ଫିଟର) ସତ୍ୟନାରାୟଣ ମଲ୍ଲିକଙ୍କୁ ବୁଧବାର ଭଦ୍ରକ ଭିଜିଲାନ୍ସ ଟିମ୍‌…

7 years ago

୧୨ ଦିନ ପରେ ରାସ୍ତାରୁ ହଟିଲା ବରଗଛ

ରୂପ୍‌ସା,୨୦।୧୧(ଡି.ଏନ.ଏ.):  ‘ବୁଲ୍‌ବୁଲ୍‌’ ବାତ୍ୟା ଓ ବର୍ଷା ପ୍ରଭାବରେ ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅନ୍ତର୍ଗତ ପଦାବଡ଼ଗାଁ ଗ୍ରାମ ରାସ୍ତାରେ ଏକ ପୁରୁଣା ବରଗଛ ଉପୁଡ଼ି ପଡ଼ିଥିଲା।…

7 years ago

ଶାରୀଶୁଆ ପାହାଡ଼ ଖଣି ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟ ବନସଂରକ୍ଷକ, ଜିଲାପାଳ

ଖଇରା,୨୦।୧୧(ଡି.ଏନ.ଏ.):  ଦୁଇ ବନ ସଂରକ୍ଷକ ସନ୍ଦୀପ ତ୍ରିପାଠି ଓ ହରିଶଙ୍କର ଉପାଧ୍ୟାୟ ଏବଂ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବୁଧବାର ଖଇରା ଓ କପ୍ତିପଦା ତହସିଲ…

7 years ago

ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର

ଖଲିକୋଟ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମରେ ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ବସନ୍ତ…

7 years ago

ସାତ ମାସ ହେଲା ମିଳିନି ଦରମା: ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକାଙ୍କୁ ବିରୋଧ; ସିଡିଏମ୍‌ଓ ଅଫିସରେ ତାଲା ପକାଇ ଧାରଣାରେ ବସିଲେ ଠିକା କର୍ମଚାରୀ

ପୁରୀ ଅଫିସ,୨୦।୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଶହେରୁ ଊର୍ଦ୍ଧ୍ୱ ଠିକା କର୍ମଚାରୀ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତଙ୍କୁ ଡିଏଚ୍‌ଏଚ୍‌ରେ ବିରୋଧ କରିଛନ୍ତି। ବୁଧବାର ଅପରାହ୍ନରେ…

7 years ago

ଘରେ ଏକୁଟିଆ ପାଇ ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତକୁ ଗିରଫ କଲା ଦୈତାରୀ ଥାନା ପୋଲିସ

କେନ୍ଦୁଝର,୨୦।୧୧(ସ୍ବ.ପ୍ର.): ଜଣେ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦୈତାରୀ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ସେ ହେଲେ ସିକନ ପିଙ୍ଗୁଆ। ପୋଲିସ ଅଭିଯୋଗ ଆଧାରରେ…

7 years ago

ଛୋଟ ସୁନା ଦୋକାନୀଙ୍କ ଉପରେ ଚଢ଼ାଉ, ବଡ଼ ବଡ଼ିଆଙ୍କୁ ମାଫ୍‌

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା ବଡ଼ ବଡ଼ ସୁନାଦୋକାନ ଉପରେ ଯୋଗାଣ ବିଭାଗ ଅଧିକାରୀ ଚଢ଼ାଉ କରିବାକୁ ସାହସ ଜୁଟାଉନାହାନ୍ତି। କେତେକ ହାତଗଣତି ଛୋଟ ସୁନାଦୋକାନ…

7 years ago

ରାଜ୍ୟରେ ରହିଛି ୬୩ କୃଷି, ୮୫ ଉଦ୍ୟାନ କୃଷି ଫାର୍ମ: ଆଧୁନିକୀକରଣ ପାଇଁ ଖର୍ଚ୍ଚ ହୋଇଛି ୧୨୬୨ଲକ୍ଷ ଟଙ୍କା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୬୩ଟି କୃଷି ଫାର୍ମ ଏବଂ ୮୫ଟି ଉଦ୍ୟାନ କୃଷି ଫାର୍ମ ରହିଛି। ସେଥିରୁ ୪ଟି କୃଷି ଫାର୍ମ ଓ ୫ଟି ଉଦ୍ୟାନ କୃଷି ଫାର୍ମ…

7 years ago

ପୁଣି ଚଳଚଞ୍ଚଳ ହେଲା ଆର୍‌ଟିଓ କାର୍ଯ୍ୟାଳୟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ରାଜଧାନୀର ୨ଟି ଆରଟିଓ କାଯର୍ର୍‌ୟାଳୟ ଚଳଚଞ୍ଚଳ ହୋଇଉଠିଛି। ଡିସେମ୍ବର ୧ରୁ ଆର୍‌ଟିଓ ନିୟମ କଡ଼ାକଡ଼ି କରାଯିବ ବୋଲି ଖବର ପ୍ରକାଶ…

7 years ago

ଟୋକନ ବିବାଦ: ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଚାଷୀ

ବରଗଡ଼ ଅଫିସ,୨୦।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଆରମ୍ଭ ହୋଇଥିବା ଟୋକନ ବ୍ୟବସ୍ଥାକୁ ନେଇ ବିରୋଧ ବଢିବାରେ ଲାଗିଛି। ବୁଧବାର ବରଗଡ ବ୍ଲକ ଅନ୍ତର୍ଗତ କଟାପାଲି…

7 years ago