ରାଜ୍ୟ

୧୫୦ ବର୍ଷ ପରେ ଗୁରୁ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପଡ଼ୁଥିବା ଖବର କ’ଣ ସତ ? ଜାଣନ୍ତୁ ଏହାର ରହସ୍ୟ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ମଙ୍ଗଳବାର ପଡ଼ୁଥିବା ଚନ୍ଦ୍ରଗ୍ରହଣକୁ ନେଇ ସୋସିଆଲ ମିଡିଆ ଏବଂ କିଛି ଗଣମାଧ୍ୟମରେ ପ୍ରଚାର କରାଯାଉଥିବା ଖବର ବିଭ୍ରାନ୍ତିକର । ଜୁଲାଇ ୧୭ରେ ପଡ଼ୁଥିବା ଗ୍ରହଣ ୧୫୦…

6 years ago

ଦଧିବାମନଜୀଉ ମନ୍ଦିରରୁ ରାଧାକୃଷ୍ଣଙ୍କ ମୂର୍ତ୍ତି ଚୋରି: ବର୍ଷକ ତଳେ ମୁଖ୍ୟ ମନ୍ଦିରରୁ ଚୋରି ସୁନା ଚିତାର ଟେର ପାଇନି ପୋଲିସ

ଆନନ୍ଦପୁର,୧୬। ୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁରର ପୁରାତନ ଦଧିବାମନଜୀଉ ମନ୍ଦିର ବେଢ଼ାରୁ ପିତ୍ତଳ ନିର୍ମିତ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ମଙ୍ଗଳବାର ପୂର୍ବାହ୍ନରେ ଚୋରି ହୋଇଯାଇଛି। ଗତ ବର୍ଷ ଜୁନ୍‌ ୧…

6 years ago

ଧରିତ୍ରୀ ପ୍ରଭାବ: ଯୋରାଡବରାଠାରେ ବିଦ୍ୟୁତ୍‌ ସଂଯୋଗ କାମ ଆରମ୍ଭ

କର୍ଲାମୁଣ୍ଡା,୧୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରାବସ୍ତିଠାତେ ଗତ ଜୁନ ୧୫ ତାରିଖରେ ହୋଇଥିବା ଝଡତୋଫାନ ଯୋଗୁ ଟ୍ରାନ୍ସଫର୍ମର ପଡିଯାଇଥିଲା। ଦୀର୍ଘ ୨୮ ଦିନ ବିତିଥିଲେ ହେଁ…

6 years ago

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ବରିଷ୍ଠ ଭାଜପା ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା…

6 years ago

ଇନ୍ଦିରା ଆବାସ, ବିଜୁ ପକ୍କାଘର ଯୋଜନାରେ ଘୋଟାଲା: ୮୩୬ କର୍ମଚାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଗତ ୨୦ବର୍ଷ ହେବ ବିଜେଡି ହାତରେ ରାଜ୍ୟ ଶାସନ ଭାର ରହିଛି। ଲୋକମାନଙ୍କୁ ସ୍ବଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ଦେବା ନେଇ ବିଜେଡି ବାହାବା ନେଉଛି।…

6 years ago

୩୩୨୩ ଗ୍ରାମକୁ ରାସ୍ତା ନାହିଁ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ଯୋଜନା କରୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟରେ ୩୩୨୩ ଗ୍ରାମକୁ ପଞ୍ଚାୟତ କାର୍ଯ୍ୟାଳୟ ସହ ଯୋଡାଯାଇପାରିନାହିଁ। ଅନୁଗୋଳ ଜିଲାର…

6 years ago

ବିଧାନସଭାରେ ବିରୋଧୀ ମୁହାଁମୁହିଁ: ହାଇକୋର୍ଟ ବେଞ୍ଚ ସ୍ଥାପନକୁ ନେଇ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ଦୁଇଫାଳ। ସରକାରଙ୍କୁ ଘେରିବା ପରିବର୍ତ୍ତେ ପରସ୍ପରକୁ ବିରୋଧ କରୁଛନ୍ତି। ଭିନ୍ନ ଭିନ୍ନ ପ୍ରସଙ୍ଗରେ ଉଭୟ କଂଗ୍ରେସ ଓ ଭାଜପା ବିଧାନସଭାରେ ହଟ୍ଟଗୋଳ…

6 years ago

ଅନୁଭବଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଥିବା ମହିଳାଙ୍କ ବୟାନ ରେକର୍ଡ

କଟକ ଅଫିସ,୧୬।୭: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସ ମହାନ୍ତିଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଥିବା ମହିଳାଙ୍କ ବୟାନ କୋର୍ଟରେ ରେକର୍ଡ କରାଯାଇଛି।…

6 years ago

ପଟ୍ଟନାୟିକିଆ ଛକରେ ୩ ଭାଇଙ୍କୁ ହତ୍ୟା ଘଟଣା: ୬ଜଣଙ୍କୁ ଗିରଫ କଲା ସତ୍ୟବାଦୀ ପୋଲିସ

ସାକ୍ଷୀଗୋପାଳ,୧୬।୭(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ୍‌ ମର୍ଡର ଘଟଣାରେ ମଙ୍ଗଳବାର ପୋଲିସ ୬ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ…

6 years ago

ପଟ୍ଟନାୟିକିଆ ଛକରେ ତିନିଭାଇଙ୍କ ହତ୍ୟା ଘଟଣା:ଅଭିଯୁକ୍ତଙ୍କୁ ଧରିବାକୁ ୩ ସ୍ବତନ୍ତ୍ର ଟିମ୍‌ର ଚଢ଼ାଉ

ସାକ୍ଷୀଗୋପାଳ,୧୬।୭(ଡି.ଏନ୍‌.ଏ.):ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ ମର୍ଡର ଘଟଣାରେ ସତ୍ୟବାଦୀ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଥାନାରେ ଅଟକ…

6 years ago