ରାଜ୍ୟ

ଜାତୀୟ କୃମିନାଶକ ଦିବସ ପାଇଁ ସମନ୍ବୟ କମିଟି ବୈଠକ: ଅଗଷ୍ଟ ୮ରେ ପିଲାଙ୍କୁ ଦିଆଯିବ କୃମିନାଶକ ଔଷଧ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ): ମାଟିରୁ ଶରୀରକୁ କୃମି ସଂକ୍ରମଣ ହୋଇଥାଏ। ବିଶ୍ୱରେ ୨୪୧ ନିୟୁତରୁ ଅଧିକ ଶିଶୁ କୃମିଦ୍ୱାରା ଆକ୍ରାନ୍ତ ହେଉଛନ୍ତି। ଓଡ଼ିଶାରେ ପ୍ରାୟ ୩୬ ପ୍ରତିଶତ ଶିଶୁ…

6 years ago

ଯୁବତୀଙ୍କ ବେକରୁ ଚେନ୍‌ ଝାମ୍ପି ଫେରାର ହେଉଥିବା ବେଳେ ଦୁର୍ଘଟଣା: ୨ ଲୁଟେରା ଗୁରୁତର, ଭଦ୍ରକ ଚିକିତ୍ସାଳୟରେ ଭର୍ତ୍ତି

ଭଣ୍ଡାରିପୋଖରୀ,୧୨।୭(ଡି.ଏନ୍‌.ଏ.): ସ୍କୁଟିରେ ଯାଉଥିବା ଯୁବତୀଙ୍କ ବେକରୁ ଚେନ୍‌ ଝାମ୍ପି ନେଇ ଫେରାର ହେବାକୁ ଚେଷ୍ଟା କରିବା ବେଳେ ଦୁର୍ଘଟଣାର ଶିକାର ହେଲେ ଦୁଇ ଲୁଟେରା। ଏଭଳି ଏକ…

6 years ago

ନାବାଳିକା ଛାତ୍ରୀ ବଳାତ୍କାର ଘଟଣା: ଛାତ୍ରୀନିବାସରେ ନୁହେଁ ପଡ଼ୋଶୀଙ୍କ ଦ୍ୱାରା ଛାତ୍ରୀ ଗର୍ଭବତୀ ହୋଇଥିବା କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ହେଉଥିବା ସରକାରୀ ଛାତ୍ରୀନିବାସରେ ରହୁଥିବା ଆଦିବାସୀ ଛାତ୍ରୀମାନେ ସୁରକ୍ଷିତ ନାହାନ୍ତି। ବିଭିନ୍ନ ସମୟରେ…

6 years ago

ଆଇକନିକ୍‌ ଡେଷ୍ଟିନେଶନରୁ ଓଡ଼ିଶା ଗାଏବ: ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): କେନ୍ଦ୍ର ସରକାର ସମଗ୍ର ଦେଶରେ ୧୭ଟି ପର୍ଯ୍ୟଟନ ସ୍ଥଳକୁ ଆଇକନିକ୍‌ ଡେଷ୍ଟିନେଶନ ମାନ୍ୟତା ଦେଇଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ବିଶ୍ୱପ୍ରସିଦ୍ଧ ପୁରୀ ଓ…

6 years ago

ପଶ୍ଚିମ ଓଡ଼ିଶାରେ ଧାନର ଅଭାବୀ ବିକ୍ରି ନେଇ ବିଧାନସଭାରେ ଉଦ୍‌ବେଗ: ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଧାନ ଅମଳ ହୋଇ ବାହାରେ ପଡ଼ି ପଡ଼ି ଗଜା ହେଲାଣି। ଧାନ ରଖିବା ପାଇଁ ମଣ୍ଡିର କୌଣସି ବ୍ୟବସ୍ଥା ନାହିଁ। ଚାଷୀଙ୍କଠାରୁ ସରକାର ଧାନ…

6 years ago

ଅଫିସରଙ୍କ ବେଖାତିରକୁ ନେଇ ପ୍ରଶ୍ନ: ବିଧାନସଭାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କଲେ ମୋହନ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଅଫିସର ଆମକୁ ଖାତିର କରୁ ନାହାନ୍ତି। ବସିବା ପାଇଁ ଚେୟାର ଖଣ୍ଡେ ଦେଉନାହାନ୍ତି। ଆମେ କିଛି ପଚାରିଲେ ସେମାନେ ସିଟ୍‌ରୁ ଉଠୁନାହାନ୍ତି। ମୁଁ ତିନିଥର…

6 years ago

ସରକାରୀ ଯୋଜନା ଦିଗହରା: ଭଙ୍ଗା କୁଡ଼ିଆରେ ବିତୁଛି ଦୃଷ୍ଟିହୀନ ଦମ୍ପତି ଚୈତନ୍ୟ-ଅଞ୍ଜନାଙ୍କ ଜୀବନ, ଆଦରିଛନ୍ତି ଭିକ୍ଷାବୃତ୍ତି

ଭବାନୀପାଟଣା, ୧୨।୭(ଡି.ଏନ୍‌.ଏ.): ପ୍ରତି ଗରିବ ପରିବାରକୁ ପକ୍କା ଘର ଯୋଗାଇ ଦେବା ଲାଗି ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା କାମ କରୁଛି। ହେଲେ ପ୍ରକୃତ ହିତାଧିକାରୀଙ୍କ ନିକଟରେ…

6 years ago

ଶ୍ରୀମନ୍ଦିର ବାହୁଡୁଛନ୍ତି ଶ୍ରୀ ଶ୍ରୀ ଦଧିବାମନ: ପ୍ରବଳ ଗୁଳୁଗୁଳି ସତ୍ତ୍ୱେ ଛୁଟିଛି ଭକ୍ତଙ୍କ ସୁଅ

ଭଟଲି,୧୨ା୭(ଡି.ଏନ.ଏ.): ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ଧାମଠାରେ ପ୍ରସିଦ୍ଧ ବାହୁଡ଼ାଯାତ୍ରା ଲକ୍ଷାଧିକ ଭକ୍ତଙ୍କ ଗହଣରେ ଶୁକ୍ରବାର ସମ୍ପନ୍ନ ହୋଇଯାଇଛି।…

6 years ago

ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ…

6 years ago

ବାହୁଡ଼ୁଛନ୍ତି ମହାପ୍ରଭୁ: ବଡ ଠାକୁରଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧୨।୭: ରଥାରୂଢ଼ ଓ ଛେରାପହଁରା ନୀତି ଶେଷ ହେବା ପରେ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ ୧.୧୫ରେ ସର୍ବପ୍ରଥମେ ବଡ ଠାକୁର ବଳଭଦ୍ରଙ୍କ ରଥଟଣା…

6 years ago