ରାଜ୍ୟ

ପୁରୀ: ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୧୦।୭(ବ୍ୟୁରୋ): ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଚାଲିଥିବା ସମୟରେ ବସ୍‌ଷ୍ଟାଣ୍ଡ ଭଳି ଜନଗହଳି ସ୍ଥାନରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଛି ା ଏହା ପୁରୀ ତଥା…

6 years ago

ରାଜ୍ୟ ସରକାରଙ୍କୁ କେନ୍ଦ୍ରର ଚିଠି: ଉପାନ୍ତ ଅଞ୍ଚଳର ଡାକ୍ତରଙ୍କୁ ସ୍ବତନ୍ତ୍ର ସୁବିଧା ଦେବାକୁ ପରାମର୍ଶ

ଭୁବନେଶ୍ୱର, ୧୦ା୭(ବ୍ୟୁରୋ):  ଉପାନ୍ତ ଅଞ୍ଚଳରେ କାର୍ଯ୍ୟରତ ଡାକ୍ତରମାନଙ୍କୁ ସ୍ବତନ୍ତ୍ର ସୁବିଧା ସୁଯୋଗ ଦେବା ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ କହିଛନ୍ତି। ଉପାନ୍ତ ଅଞ୍ଚଳକୁ ଯାଉଥିବା ଡାକ୍ତରମାନେ…

6 years ago

ନିଅଣ୍ଟିଆ ବର୍ଷା: ଚିନ୍ତାରେ ଚାଷୀ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। କେଉଁଠି ଅସରାଏ ବର୍ଷା ହେଉଛି ତ କେଉଁଠି ଟାଇଁ ଟାଇଁ ଖରା। ଯେତିକି ବର୍ଷିବା…

6 years ago

ଭଗବାନ ନୀଳମାଧବ ନୋଡାଲ ହାଇସ୍କୁଲ: ଛାତଘର ପାଲଟିଛି ଗୋଦାମ, ଅସୁରକ୍ଷିତ ଟିଣଛାତ ତଳେ ପାଠପଢା

ଖଣ୍ଡପଡ଼ା,୧୦ା୭(ସ୍ବ.ପ୍ର.): ଶିକ୍ଷାର ବିକାଶ ତଥା ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ସରକାର ମାଗଣା ପୋଷାକ, ସାଇକେଲ, ମଧ୍ୟାହ୍ନ ଭୋଜନ ଆଦି ବ୍ୟବସ୍ଥା କରିଛନ୍ତି। ଭିତ୍ତିଭୂମି…

6 years ago

ମହାପ୍ରଭୁଙ୍କ ନିର୍ଦ୍ଦେଶ କ୍ରମେ ଦକ୍ଷିଣ ମୋଡ଼ ହେଲା ତିନିରଥ

ରଣପୁର,୧୦ା୭ (ସ୍ବ.ପ୍ର.): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରାର ମଙ୍ଗଳବାର ଷଷ୍ଠ ଦିବସରେ ରଣପୁର ବି.ସି. ହାଇସ୍କୁଲ ଛାତ୍ରମାନେ ରଥଖଳାରେ ଥିବା ତିନିରଥକୁ ଦକ୍ଷିଣ ମୋଡ଼ କରିଛନ୍ତି। ସକାଳ ୯ଟାରେ…

6 years ago

ରାସ୍ତାକଡ଼ରେ ନିମ୍ବ ଚାରା ରୋପଣ

ଭାପୁର,୧୦ା୭(ଡି.ଏନ୍‌.ଏ)-ଭାପୁର ବ୍ଲକ କଇଁଫୁଲିଆ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଶା ଓ ଭରସା ଟ୍ରଷ୍ଟ ଓ ଛାତ୍ରୀଛାତ୍ରଙ୍କ ପକ୍ଷରୁ ମଙ୍ଗଳବାର ରାସ୍ତାକଡ଼ରେ ୩ ଶହରୁ ଊର୍ଦ୍ଧ୍ୱ ନିମ୍ବ ଚାରା ରୋପଣ…

6 years ago

କେନାଲରେ ଆସୁନି ପାଣି, ପଛେଇଗଲାଣି ଚାଷ

ବାଲିଆ,୧୦।୭: ଜୁଲାଇ ମାସ ଅଧା ହେଲାଣି, ଅଥଚ ଚାଷଜମିକୁ ପାଣି ପହଞ୍ଚତ୍ପାରିନାହିଁ। ମୁଖ୍ୟ କେନାଲ ସମେତ ଶାଖା କେନାଲରେ ଏ ପର୍ଯ୍ୟନ୍ତ ପାଣି ଆସିନାହିଁ। ଫଳରେ ଚାଷୀମାନେ…

6 years ago

ସରକାରୀ ପୋରଛାହନ୍‌ର ଘୋର ଅଭାବ:ବୁଡ଼ିଯାଉଛେ ପାରମ୍ପରିକ ମାଟି କାରିଗରୀ

କଲମପୁର, ୧୦।୭ (ଡି.ଏନ୍‌.ଏ): ସରକାର କୁଟୀର ଶିଳ୍ପର ବିକାଶ ଲାଗି ଅନେକ ଯୋଜନାରେ କାରିଗରମାନକୁ ପୋରଛାହନ୍‌ ଯୁଗେଇ ଦେଉଛନ୍‌। ହେଲେ ଆମର ସମାଜରେ ବି ଅନେକ ପାରମ୍ପରିକ୍‌…

6 years ago

ହଜି ଯାଉଛି ଅସନପାଟର ପରିଚୟ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲାର କଳା ସଂସ୍କୃତି ନିଆରା। ଏକଦା ଏଠାରେ ସାମରିକ କଳାର ପ୍ରତୀକ ସ୍ବରୂପ ଛଉ ନୃତ୍ୟର ପ୍ରସିଦ୍ଧି ରହିଥିଲା। ଝୁମ୍ପୁରା ବ୍ଲକ…

6 years ago

ହାର୍‌ ମାନିନାହାନ୍ତି କନକଲତା

ଭଦ୍ରକ ଅଫିସ, ୧୦।୭- ଭଦ୍ରକ ସହର ତଳିର ଏକ ଗଁା ଓକାଳ। ଗଁାରେ ରହିଛି ଏକ ୫ ଫୁଟ ଉଚ୍ଚର ବଖରାଏ ନୂଆଣିଆ ନଡ଼ା ଛପର ଘର।…

6 years ago