ରାଜ୍ୟ

ନିଅଣ୍ଟିଆ ବର୍ଷା: ଚିନ୍ତାରେ ଚାଷୀ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। କେଉଁଠି ଅସରାଏ ବର୍ଷା ହେଉଛି ତ କେଉଁଠି ଟାଇଁ ଟାଇଁ ଖରା। ଯେତିକି ବର୍ଷିବା…

6 years ago

ଭଗବାନ ନୀଳମାଧବ ନୋଡାଲ ହାଇସ୍କୁଲ: ଛାତଘର ପାଲଟିଛି ଗୋଦାମ, ଅସୁରକ୍ଷିତ ଟିଣଛାତ ତଳେ ପାଠପଢା

ଖଣ୍ଡପଡ଼ା,୧୦ା୭(ସ୍ବ.ପ୍ର.): ଶିକ୍ଷାର ବିକାଶ ତଥା ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ସରକାର ମାଗଣା ପୋଷାକ, ସାଇକେଲ, ମଧ୍ୟାହ୍ନ ଭୋଜନ ଆଦି ବ୍ୟବସ୍ଥା କରିଛନ୍ତି। ଭିତ୍ତିଭୂମି…

6 years ago

ମହାପ୍ରଭୁଙ୍କ ନିର୍ଦ୍ଦେଶ କ୍ରମେ ଦକ୍ଷିଣ ମୋଡ଼ ହେଲା ତିନିରଥ

ରଣପୁର,୧୦ା୭ (ସ୍ବ.ପ୍ର.): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରାର ମଙ୍ଗଳବାର ଷଷ୍ଠ ଦିବସରେ ରଣପୁର ବି.ସି. ହାଇସ୍କୁଲ ଛାତ୍ରମାନେ ରଥଖଳାରେ ଥିବା ତିନିରଥକୁ ଦକ୍ଷିଣ ମୋଡ଼ କରିଛନ୍ତି। ସକାଳ ୯ଟାରେ…

6 years ago

ରାସ୍ତାକଡ଼ରେ ନିମ୍ବ ଚାରା ରୋପଣ

ଭାପୁର,୧୦ା୭(ଡି.ଏନ୍‌.ଏ)-ଭାପୁର ବ୍ଲକ କଇଁଫୁଲିଆ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଶା ଓ ଭରସା ଟ୍ରଷ୍ଟ ଓ ଛାତ୍ରୀଛାତ୍ରଙ୍କ ପକ୍ଷରୁ ମଙ୍ଗଳବାର ରାସ୍ତାକଡ଼ରେ ୩ ଶହରୁ ଊର୍ଦ୍ଧ୍ୱ ନିମ୍ବ ଚାରା ରୋପଣ…

6 years ago

କେନାଲରେ ଆସୁନି ପାଣି, ପଛେଇଗଲାଣି ଚାଷ

ବାଲିଆ,୧୦।୭: ଜୁଲାଇ ମାସ ଅଧା ହେଲାଣି, ଅଥଚ ଚାଷଜମିକୁ ପାଣି ପହଞ୍ଚତ୍ପାରିନାହିଁ। ମୁଖ୍ୟ କେନାଲ ସମେତ ଶାଖା କେନାଲରେ ଏ ପର୍ଯ୍ୟନ୍ତ ପାଣି ଆସିନାହିଁ। ଫଳରେ ଚାଷୀମାନେ…

6 years ago

ସରକାରୀ ପୋରଛାହନ୍‌ର ଘୋର ଅଭାବ:ବୁଡ଼ିଯାଉଛେ ପାରମ୍ପରିକ ମାଟି କାରିଗରୀ

କଲମପୁର, ୧୦।୭ (ଡି.ଏନ୍‌.ଏ): ସରକାର କୁଟୀର ଶିଳ୍ପର ବିକାଶ ଲାଗି ଅନେକ ଯୋଜନାରେ କାରିଗରମାନକୁ ପୋରଛାହନ୍‌ ଯୁଗେଇ ଦେଉଛନ୍‌। ହେଲେ ଆମର ସମାଜରେ ବି ଅନେକ ପାରମ୍ପରିକ୍‌…

6 years ago

ହଜି ଯାଉଛି ଅସନପାଟର ପରିଚୟ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲାର କଳା ସଂସ୍କୃତି ନିଆରା। ଏକଦା ଏଠାରେ ସାମରିକ କଳାର ପ୍ରତୀକ ସ୍ବରୂପ ଛଉ ନୃତ୍ୟର ପ୍ରସିଦ୍ଧି ରହିଥିଲା। ଝୁମ୍ପୁରା ବ୍ଲକ…

6 years ago

ହାର୍‌ ମାନିନାହାନ୍ତି କନକଲତା

ଭଦ୍ରକ ଅଫିସ, ୧୦।୭- ଭଦ୍ରକ ସହର ତଳିର ଏକ ଗଁା ଓକାଳ। ଗଁାରେ ରହିଛି ଏକ ୫ ଫୁଟ ଉଚ୍ଚର ବଖରାଏ ନୂଆଣିଆ ନଡ଼ା ଛପର ଘର।…

6 years ago

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ହେଲ୍‌ପର ଗିରଫ

ପୁରୀ ଅଫିସ, ୯ା୭ : ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡ଼ିଥିବାବେଳେ ଘଟିଛି ଲଜ୍ଜାଜନକ ଘଟଣା। ସୋମବାର ରାତିରେ ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ ବସ୍‌…

6 years ago

ରାଜ୍ୟରେ ୪୦୭୩ ବି.ଟେକ୍‌ ସିଟ୍‌ ହ୍ରାସ

ଭୁବନେଶ୍ୱର, ୯ା୭(ବ୍ୟୁରୋ)- ପ୍ରତିବର୍ଷ ରାଜ୍ୟରେ ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ବି.ଟେକ୍‌ ସିଟ୍‌ ଖାଲି ପଡ଼ୁଛି। କେବଳ ଘରୋଇ ନୁହେଁ, ସରକାରୀ କଲେଜରେ ମଧ୍ୟ ସିଟ୍‌ ପୂରଣ ହୋଇପାରୁ…

6 years ago