ରାଜ୍ୟ

କଠିନ ପରିଶ୍ରମ କରାଇଛି ସଫଳ: ଦିନ ମଜୁରିଆରୁ ଫ୍ୟାକ୍ଟ୍ରି ମାଲିକ

ବନ୍ତଳା,୩ା୭ - ୩୦ ବର୍ଷ ତଳେ ମଜୁରି ଖଟୁଥିବା ମଣିଷ ଆଜି ଦୁଇ ଦୁଇଟି ଫ୍ୟାକ୍ଟ୍ରିର ମାଲିକ। ୧୫ ଶ୍ରମିକଙ୍କ ସେ ନିଯୁକ୍ତିଦାତା। ଦିନକୁ ଲକ୍ଷାଧିକ ଟଙ୍କାର…

6 years ago

ଛଦେଶ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌ ଫେଲ୍‌: କାମରେ ଆସୁନି ପୁରୁଣା ଯନ୍ତ୍ରପାତି

ଭାପୁର, ୩।୭(ଡି.ଏନ୍‌.ଏ.)-ଢେଙ୍କାନାଳ ସଦର ବ୍ଲକ ଛଦେଶ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌ ସେବା ବିଭ୍ରାଟରେ ସୁଧାର ଆସୁନାହିଁ। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଏହି ଟେଲିକମ୍‌ କମ୍ପାନୀ ନିଜକୁ ଆବଶ୍ୟକତା…

6 years ago

ସକଳେଶ୍ୱର ହାଇସ୍କୁଲ ତାଲା ପକାଇଲେ ଛାତ୍ରୀଛାତ୍ର, ଅଭିଭାବକ

ଖଲ୍ଲିକୋଟ,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବିକ୍ରମପୁର ଗ୍ରାମରେ ଥିବା ସକଳେଶ୍ୱର ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଓ ଅଭିଭାବକ ତାଲା ପକାଇ ଧାରଣା ଦେଇଥିଲେ ।…

6 years ago

୫ ଆଦିବାସୀ ଗ୍ରାମକୁ ପକ୍କାରାସ୍ତା ନାହିଁ

ଚିକିଟିି,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଆଦିବାସୀ ଗ୍ରାମ ରହିଛି। ଏ ପର୍ଯ୍ୟନ୍ତ ସେହି ଗ୍ରାମଗୁଡିକୁ ଭଲ ପକ୍କା ରାସ୍ତାଟିଏ ନିର୍ମାଣ ହୋଇପାରିନାହିଁ। ଫଳରେ ଗମନାଗମନ କ୍ଷେତ୍ରରେ ଲୋକେ…

6 years ago

ବଳକା ଧାନ କିଣୁନି ସମିତି, ଚାଷୀ ଅସନ୍ତୋଷ

ବାଲିଆପାଳ, ୩|୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଚାଷୀଙ୍କଠୁ ସିଧାସଳଖ ଧାନ କିଣିବା ପାଇଁ ସେବା ସମବାୟ ସମିତିକୁ ସରକାର ଦାୟିତ୍ୱ ପ୍ରଦାନ କରିଛନ୍ତି ା ସରକାର ଧାନର…

6 years ago

ପୁଣି କାନ୍ଧରେ ବୁହାହେଲା ମୃତଦେହ

କ.ନୂଆଗାଁ,୨ା୭(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ପୁଣି ମୃତଦେହକୁ କାନ୍ଧରେ ବୋହି ନେଇଛନ୍ତି ପରିବାର ଲୋକେ। ବଣ୍ଡଗୁଡା ଗ୍ରାମ ପଞ୍ଚାୟତରେ ରାତି ଜଗୁଆଳି…

6 years ago

ଅପରାଧ ଯୋଜନା ପଣ୍ଡ: କାର ଛାଡି ଜଙ୍ଗଲକୁ ଦୌଡି ପଳାଇଲେ ଦୁର୍ବୃତ୍ତ

ଦାରିଙ୍ଗବାଡି,୨।୭(ଡି.ଏନ.ଏ.)- କନ୍ଧମାଳ ଜିଲାରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଛି। ବାଲିଗୁଡା ଠାରୁ ଦାରିଙ୍ଗବାଡି, ବାଡାବାଙ୍ଗା, ସିଆଙ୍ଗବାଲି ଦେଇ ଗଞ୍ଜାମକୁ ବ୍ୟାପକ ଗଞ୍ଜେଇ ଚୋରାଚାଲାଣ ହେଉଛି। ସେହିପରି…

6 years ago

ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼, ଭିତରକାଠ ନିକଟରେ ମହିଳାଙ୍କୁ ମାଡ଼ ଅଭିଯୋଗ

ପୁରୀ ଅଫିସ,୨ା୭: ୧୪ଦିନର ଅଣସର ବିଧି ପରେ ମଙ୍ଗଳବାର ନବଯୌବନ ରୂପରେ ଦର୍ଶନ ଦେଇଛନ୍ତି ଦରୁଦିଅଁ। ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବଯୌବନ ରୂପ ଦର୍ଶନ କରି…

6 years ago

ଢେଙ୍କାନାଳଯୋଡା ଶିଶୁଙ୍କ ଚିକିତ୍ସା ପାଇଁ ୭ ଜଣିଆ ଡାକ୍ତରୀ ଟିମ୍‌: ଇକୋ ଟେଷ୍ଟରୁ ଗୋଟିଏ ହୃତପିଣ୍ଡ ଜଣାପଡ଼ିଲା

କଟକ ଅଫିସ, ୨।୭- ଢେଙ୍କାନାଳ ଯୋଡାଶିଶୁଙ୍କ ଚିକିତ୍ସା ପାଇଁ କଟକ ଶିଶୁଭବନରେ ୭ ଜଣିଆ ଡାକ୍ତରୀ ଦଳ ଗଠିତ ହୋଇଛି। ଶିଶୁ ଶଲ୍ୟ ବିଭାଗର ବରିଷ୍ଠ ପ୍ରଫେସର…

6 years ago

ବନ ମହୋତ୍ସବରେ ସଂକଳ୍ପ:ମହାପ୍ରଭୁଙ୍କ ସେବା ପାଇଁ ପ୍ରାଚୀ ତଟରେ ହେବ ପଦ୍ମବନ ପ୍ରକଳ୍ପ

ଗୋପ/କାକଟପୁର, ୨।୭(ଡି.ଏନ୍‌.ଏ.)-୭୦ତମ ବନମୋହତ୍ସବ ଅବସରରେ ପୁରୀ ଜିଲା ଗୋପ ବ୍ଲକ ନୟାହାଟ ସ୍ଥିତ ପ୍ରାଚୀ ତଟରେ ପଦ୍ମବନ ପ୍ରକଳ୍ପ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଶ୍ରୀ ଜଗନ୍ନାଥ ସଂସ୍କୃତିର…

6 years ago