ଭୁବନେଶ୍ୱର, ୨।୭(ବ୍ୟୁରୋ) ପୋଲାଭରମ ପ୍ରକଳ୍ପର କାର୍ଯ୍ୟ ବନ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଚିଠି…
ଭୁବନେଶ୍ୱର, ୨।୭(ବ୍ୟୁରୋ): ଦୂରଦର୍ଶନରେ ଆସନ୍ତା ୪ତାରିଖ ଦିନ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରାର ସିଧା ପ୍ରସାରଣ ହେବ। ଡିଡି ଓଡ଼ିଆରେ ସକାଳ ୮ଟା ୩୦ରୁ ରଥଟଣା ଶେଷ…
ଭୁବନେଶ୍ୱର,୨।୭ (ବ୍ୟୁରୋ): ନିମ୍ନମାନର ରାସ୍ତା କାମକୁ ନେଇ ବିଭାଗୀୟ କନିଷ୍ଠ ଯନ୍ତ୍ରୀ (ଜେଇ)ଙ୍କୁ ରାସ୍ତା ଉପରେ ବସ୍ଉଠ୍ କରାଇବା ମାମଲାରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେରଙ୍କ…
ଭୁବନେଶ୍ୱର, ୨।୭(ବ୍ୟୁରୋ): ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ରବିବାରଠାରୁ ଆରମ୍ଭ ହୋଇଥିବା ବର୍ଷା କେତେବେଳେ ଛେଚୁଛିି ତ’ ଆଉ…
କଟକ ଅଫିସ,୨।୭: ଆସନ୍ତା ୮ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଏଥିପାଇଁ ଆଡମିଟ୍ କାର୍ଡ ମଙ୍ଗଳବାରଠାରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ର ୱେବସାଇଟ www.bseodisha.ac.inରେ ଉପଲବ୍ଧ…
ଆରଡ଼ି, ୨।୭ (ଡି.ଏନ.ଏ.) - ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତସ୍ଥିତ ବୋଡ଼କ ଓ ଷାଠିବାଙ୍କୁଡା ନିକଟରେ ବୈତରଣୀ ନଦୀରୁ ଭୁଟୁଭୁଟି ସାହାଯ୍ୟରେ ବେଧଡ଼କ…
ଖଇରା, ୨।୭(ଡି.ଏନ.ଏ.)-ଭଦ୍ରକ ଏଆରସିଏସ୍୍ (ଆସିଷ୍ଟାଣ୍ଟ ରେଜିଷ୍ଟର କୋ-ଅପରେଟିଭ ସୋସାଇଟି) ଅଧୀନରେ ଥିବା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମାଣିତ୍ରୀ ସେବା ସମବାୟ ସମିତିରେ ଅଚଳାବସ୍ଥା ଲାଗି…
ନିଆଳି, ୨ା୭(ଡି.ଏନ୍.ଏ.): ନିଆଳି ଥାନା ଅନ୍ତର୍ଗତ ବିନିଶିପୁର ପଞ୍ଚାୟତ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟରେ ସୋମବାର ପୂର୍ବାହ୍ନରେ ପାଠପଢ଼ା ଚାଲିଥିବାବେଳେ ଆତଙ୍କ ଖେଳିଯାଇଥିଲା। କାରଣ ବିଭୂତି ମହାନ୍ତି(୪୩) ନାମକ…
ବ୍ରହ୍ମପୁର ଅଫିସ୍,୨ା୭-ଗଞ୍ଜାମ ଏବଂ ଏହାର ଆଖାପାଖ ଜିଲାଗୁଡ଼ିକରେ ବିଗତ କିଛି ବର୍ଷ ହେଲା କିଡ୍ନୀ ରୋଗୀଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇଛି। ଦକ୍ଷିଣ ଓଡ଼ିଶାର ଏକ…
କଟକ ଅଫିସ,୨।୭: ୨୦୧୫ ଅଗଷ୍ଟ ଶେଷ ସପ୍ତାହରେ କଟକ ଶିଶୁଭବନ ଜାତୀୟ ଗଣମାଧ୍ୟମର ଆକର୍ଷଣରେ ରହିଥିଲା। କାରଣ ଗୋଟିଏ ସପ୍ତାହରେ ଏହି ପ୍ରିମିୟର ସ୍ବାସ୍ଥ୍ୟାନୁଷ୍ଠାନରେ ୫୦ରୁ ଊର୍ଦ୍ଧ୍ୱ…