ରାଜ୍ୟ

ଉଚ୍ଚଶିକ୍ଷା ବିଭାଗର କଡ଼ା ନିଷ୍ପତ୍ତି:କର୍ମଚାରୀଙ୍କୁ ଜଗିବ ବାୟୋମେଟ୍ରିକ ମେଶିିନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ):କାର୍ଯ୍ୟରେ ଠକୁଥିବା କର୍ମଚାରୀଙ୍କ ପାଇଁ ଉଚ୍ଚଶିକ୍ଷା ବିଭାଗ କଡ଼ା ନିଷ୍ପତ୍ତି ନେଇଛି। କର୍ମଚାରୀମାନେ ଆଉ ଅଳ୍ପ ସମୟ କାମ କରି ପଳାଇ ଯାଇପାରିବେ ନାହିଁ। କାରଣ…

7 years ago

ସବୁ ବ୍ଲକ, ସବ୍‌ଡିଭିଜନରେ ମିଳିବ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ରାଜ୍ୟର ସବୁ ବ୍ଲକ ଏବଂ ସବ୍‌ଡିଭିଜନ ସ୍ତରରେ ଖୋଲିବ ଅସ୍ଥାୟୀ ଲର୍ନିଂ ଲାଇସେନ୍ସ କ୍ୟାମ୍ପ। ସେଠାରେ ଗାଡ଼ିଗୁଡ଼ିକ ପାଇଁ ପ୍ରଦୂଷଣ ସାର୍ଟିଫିକେଟ୍‌ ଦିଆଯିବାର ବ୍ୟବସ୍ଥା ହେବ ବୋଲି…

7 years ago

ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା:୭ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାଛଡ଼ା ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପର ଦେଇ ଏକ ଟ୍ରପଲାଇନ ରହିଛି। ଏଥିସହିତ ଆରବ ସାଗରରେ ସୃଷ୍ଟି ହୋଇଥିବା…

7 years ago

କମିଶନରେଟ୍‌ ପୋଲିସରେ ହେବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଡ୍ରଗ୍ସ ମାଫିଆ, ଜମି ମାଫିଆ, ବନ୍ଧୁକ ବେପାରୀ ଓ ସଂଗଠିତ ଅପରାଧୀ ସାବାଡ଼ ହେବେ। ବଡ଼ ଅପରାଧ ରୋକିବା ପାଇଁ କ୍ରାଇମବ୍ରାଞ୍ଚ ଭଳି କମିଶନରେଟ ପୋଲିସରେ ଗଠନ…

7 years ago

ମରାମତି ହେଲାନି ଇନ୍ଦ୍ରଦ୍ୟୁମ୍ନ କଡ଼ ରାସ୍ତା: ପୁଣି ଦବିଲା, ଲୋକେ ଭୟଭୀତ

ପୁରୀ ଅଫିସ, ୨୪ା୯: ପୁଣି ଦବିଲା ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ କଡ଼ ରାସ୍ତା। ଗତ ୧୫ ତାରିଖରେ ପୂର୍ବ ପାର୍ଶ୍ୱର ରାସ୍ତା ଭୁଶୁଡି ପଡିଥିଲା। ହେଲେ ଏହାର ମରାମତି…

7 years ago

ନୂଆ ପରିଚୟ ପାଇଲେ ଶ୍ରାବଣୀ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ବିଦେଶୀ ଦମ୍ପତି

କଣାସ,୨୪ା୯(ସ୍ବ.ପ୍ର.)- ସମାଜରେ କାହାର ଭାଗ୍ୟ ଯେ କେତେବେଳେ ବଦଳିଯିବ ତାହା କେହି ମଧ୍ୟ କହିପାରିବେ ନାହିଁ। ଅଭାବ, ଅନଟନରେ ପଡ଼ିଥିବା ଜଣେ ନିରାଶ୍ରୟ ଶିଶୁଙ୍କ ଭାଗ୍ୟ ଆଜି…

7 years ago

ପଥର କ୍ୱାରୀରେ ଚଢ଼ାଉ: ବିସ୍ଫୋରକ ଜବତ, ୩ ଗିରଫ

ଗୁଣପୁର,୨୪।୯(ଡି.ଏନ୍‌.ଏ.)- ପଥର ଫୁଟାଇବା ପାଇଁ ବେଆଇନଭାବେ ବିସ୍ଫୋରକ ବ୍ୟବହାର କରାଯାଉ ଥିଲା। ଗୁଣପୁର ପୋଲିସ ଖବର ପାଇ ସନ୍ନ୍ୟାସୀପୁରସ୍ଥିତ ଏକ ପଥର କ୍ୱାରୀରେ ଚଢ଼ାଉ କରି ବିପୁଳ…

7 years ago

ବଡ଼ ଅପରାଧ ରୋକିବାକୁ ନୂଆ ପ୍ରସ୍ତୁତି: କମିଶନରେଟ ପୋଲିସରେ ହେବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଡ୍ରଗ୍ସ ମାଫିଆ, ଜମି ମାଫିଆ, ବନ୍ଧୁକ ବେପାରୀ ଓ ସଂଗଠିତ ଅପରାଧୀ ସାବାଡ଼ ହେବେ। ବଡ଼ ଅପରାଧ ରୋକିବା ସହ ସମ୍ପୃକ୍ତ ଅପରାଧୀଙ୍କୁ ଧରିବା ପାଇଁ…

7 years ago

ଦୁର୍ଗାପୂଜା ପାଇଁ ୧୦ ସ୍ବତନ୍ତ୍ର ଟ୍ରେନ: ନିୟମିତ ଟ୍ରେନ୍‌ରେ କୋଚ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୨୪ା୯(ବ୍ୟୁରୋ): ଦୁର୍ଗାପୂଜା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୧୦ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ଯାତ୍ରୀ ସଂଖ୍ୟା ବୃଦ୍ଧି ସମ୍ଭାବନା ଥିବାରୁ ଚଳାଚଳ କରୁଥିବା ଟ୍ରେନଗୁଡିକର…

7 years ago

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରୁ ମଦ ଦୋକାନ ଉଠାଇବା ଦାବି, ଧାରଣା ଚେତାବନୀ

ବାଲେଶ୍ୱର ଅଫିସ, ୨୪।୯-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ସରକାରୀ ସ୍ବୀକୃତିପ୍ରାପ୍ତ ମଦ ଦୋକାନକୁ ଉଠାଇବା ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବାରମ୍ବାର ଦାବି କରାଯାଇ…

7 years ago