କଟକ ଅଫିସ, ୨୯ା୬: ମଙ୍ଗଳାବାଗ ଥାନା ଠାରୁ ମାତ୍ର ୫୦୦ ମିଟର ଦୁର ଗୋପାଳସାହି ଅଞ୍ଚଳରେ ଥିବା ଭାରତୀୟ ଷ୍ଟେଟ୍ବ୍ୟାଙ୍କରୁ ଚୋରି ଉଦ୍ୟମ ହୋଇଥିବା ଶୁକ୍ରବାର ଅଭିଯୋଗ…
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଶନିବାର ଓ ରବିବାର ଦୁଇଦିନ ବିଧାନସଭା ବନ୍ଦ ରହିବ। ଶୁକ୍ରବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାରେ ଏହି ଘୋଷଣା କରିଥିଲେ। ପୂର୍ବ ନିର୍ଦ୍ଧାରୀତ କାର୍ଯ୍ୟ…
କାକଟପୁର,୨୯ା୬(ଡି.ଏନ୍.ଏ.): କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଥିବା ଦାନହୁଣ୍ଡିକୁ ମନ୍ଦିର ଟ୍ରଷ୍ଟି ତଥା କାକଟପୁର ତହସିଲଦାର ରୋଜିନା ଦାସଙ୍କ ତତ୍ତ୍ୱାବଧାନରେ ମନ୍ଦିର କାର୍ଯ୍ୟାଳୟ ମଧ୍ୟରେ ଶୁକ୍ରବାର ଖୋଲାଯାଇଥିଲା।…
ଭୁବନେଶ୍ୱର,୨୯ା୬(ବ୍ୟୁରୋ): କାଉନସିଲ ଅଫ୍ ହାୟର ସେକେଣ୍ଡାରି ଏଜୁକେଶନ (ସିଏଚ୍ଏସ୍ଇ) କର୍ତ୍ତୃପକ୍ଷଙ୍କ ଭୁଲ ପାଇଁ ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇଯାଇଥିବାର ନଜିର ରହିଛି। ଏବେ ପୁଣି ଜଣେ…
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଘରୋଇ ସ୍କୁଲ ତୁଳନାରେ ସରକାରୀ ବିଦ୍ୟାଳୟଗୁଡ଼ିକରେ ଲଗାତର ଭାବେ ନିରୁତ୍ସାହଜନକ ଫଳାଫଳ ହେଉଛି। ଉପସ୍ଥାନ ହ୍ରାସ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ତେଣୁ…
ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍ପିଆର୍ସି)ର ବଟାନିକାଲ୍ ଗାର୍ଡେନରେ ଶୁକ୍ରବାର ଅର୍କିଡାରିୟମ୍ ଲୋକାର୍ପିତ ହୋଇଯାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ…
କୁଜଙ୍ଗ,୨୯ା୬(ସ୍ବ.ପ୍ର.): କୁଜଙ୍ଗ ବ୍ଲକ ଭୂତମୁଣ୍ଡାଇ ପଞ୍ଚାୟତ ନିକଟବର୍ତ୍ତୀ ଜାତୀୟ ରାଜପଥ ପାର୍ଶ୍ୱରେ ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ନିର୍ମାଣ ହେବାକୁ ଥିବା ଟ୍ରକ ଟର୍ମିନାଲକୁ ବିରୋଧ କରି…
ନାଉଗାଁ,୨୯ା୬(ସ୍ବ.ପ୍ର.): ନାଉଗାଁ ବ୍ଲକରେ ସାଧାରଣତଃ ବର୍ଷା ଉପରେ ନିର୍ଭର କରି ଚାଷୀ ଧାନ ଚାଷ କରିଥାନ୍ତି। ଚଳିତବର୍ଷ ଏ ପର୍ଯ୍ୟନ୍ତ ଆଶାନୁରୂପ ବର୍ଷା ହୋଇନାହିଁ। ତେଣୁ ସ୍ବଳ୍ପ…
ରଣପୁର,୨୯ା୬(ସ୍ବ.ପ୍ର.): ଅନ୍ୟ ଏକ ଗ୍ରାମର ଅସବର୍ଣ୍ଣ ଜାତିର ଲୋକେ ସବର୍ଣ୍ଣଙ୍କ ଗୋଚର ଜମିକୁ ଜେସିବି ଲଗାଇ ସଫା କରିବା ଘଟଣାକୁ ନେଇ ରଣପୁର ଅଞ୍ଚଳରେ ୨ ଗୋଷ୍ଠୀଙ୍କ…
ନୟାଗଡ଼ ଅଫିସ,୨୯।୬: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ କୁରୁଡ଼ଙ୍ଗ ଗ୍ରାମରେ ଦୁବାଇରେ ଫସିଥିବା ୨ ଜଣ ଓଡିଆ ଶ୍ରମିକ ଶୁକ୍ରବାର ଘରକୁ ଫେରିଛନ୍ତି। ସେମାନେ ହେଲେ ପ୍ରତାପ…