ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଆସନ୍ତା ୨୫ତାରିଖରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍କୁ ସିଧାସଳଖ ବିମାନ ସେବା ବନ୍ଦ ହେବ। ଏ ନେଇ ଏୟାର ଏସିଆ କର୍ତ୍ତୃପକ୍ଷ ବିଧିବଦ୍ଧ ଭାବେ ଚିଠି ଲେଖି…
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ତେବେ ଘୂର୍ଣ୍ଣିବଳୟ ଯୋଗୁ କେତେକ ସ୍ଥାନରେ ଅସରାଏ କିମ୍ବା ଦି ଅସରା ବର୍ଷା ହୋଇଯାଉଛି। ଆସନ୍ତା ୨୭ ତାରିଖ ଯାଏ…
ଭେଡ଼େନ,୨୧।୯(ଡି.ଏନ.ଏ.): ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ଚିଚିଣ୍ଡା ଗ୍ରାମ ପଞ୍ଚାୟତର ଚମାର ପଡ଼ାର ଗୋଟିଏ ପରିବାରର ଦୁଇ ଜଣ ଶିଶୁଙ୍କ ଅଜଣା ରୋଗରେ ଶୁକ୍ରବାର ମୃତ୍ୟୁ…
ଭୁବନେଶ୍ୱର,୨୧।୯(ବ୍ୟୁରୋ): ଇସ୍ରୋ ଅଧ୍ୟକ୍ଷ କେ. ଶିବନ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କିଛି ସମୟ ପରେ ସେ ଭୁବନେଶ୍ୱର ଆଇଆଇଟି ଅଷ୍ଟମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ସେଠାରେ…
ପୁରୀ ଅଫିସ,୨୧।୯: ପୁରୀରେ ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ ପାଳିତ ହୋଇଛି। ଶନିବାର ଜିଲାର ପ୍ରାୟ ଶହେ କିଲୋମିଟର ପର୍ଯ୍ୟନ୍ତ ବେଳାଭୂମିକୁ ଏକାସାଙ୍ଗରେ ୧୦ହଜାର ସ୍ବେଚ୍ଛାସେବୀ ସଫେଇ…
ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଭାରତୀୟ ରେଳପଥ ପକ୍ଷରୁ ବିଶେଷ ପଦକ୍ଷେପମାନ ନିଆଯାଉଛି। ଏବେ ‘ସ୍ବଚ୍ଛତା ପଖଓ୍ବାଡ଼ା’ ଚାଲିଛି। ଏହାପରେ…
ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଅର୍ଥତତ୍ତ୍ୱ ଲିଙ୍କ୍ ଅଭିଯୋଗରେ ଗିରଫ ହୋଇ ଝାରପଡ଼ା ଜେଲ୍ରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗୁଡୁଛି।…
କଟକ ଅଫିସ, ୨୧ା୯: କଟକ ବଜ୍ରକବାଟୀ ରୋଡ୍ସ୍ଥିତ ଭାରତୀୟ ସଞ୍ଚାର ନିଗମ ଲିମିଟେଡ (ବିଏସ୍ଏନ୍ଏଲ୍) ଭବନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ କୋଟିଏ ଟଙ୍କାର ଯନ୍ତ୍ରାଂଶ…
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚଳିବ ବର୍ଷ ଅକ୍ଟୋବର ଶେଷ ସୁଦ୍ଧା ଓଡ଼ିଶା ସଚିବାଳୟ ସେବା ସଂଘ(ଓସା) ନିର୍ବାଚନ ପ୍ରକ୍ରିୟା ସମାପ୍ତ କରାଯାଉ। ଏହି ପ୍ରକ୍ରିୟା ଆରମ୍ଭ ସମ୍ପର୍କିତ ଏବ ସବିଶେଷ…
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଙ୍ଗୋଲିଆ ଗସ୍ତ ପରେ ଭାରତ ଓ ମଙ୍ଗୋଲିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜଭୁତ ହୋଇଛି। ଏହି ସମ୍ପର୍କ ଦୁଇ…