ରାଜ୍ୟ

ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା: ପ୍ରେମିକ ଫେରାର ହେବା ପରେ ଅନୁଗୋଳ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଯୁବତୀ

ଅନୁଗୋଳ ଅଫିସ,୧୯।୬: ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳର ଜଣେ ଯୁବତୀ ଓ ତାଙ୍କ ପରିବାରଲୋକେ ବୁଧବାର ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏପରିକି ନ୍ୟାୟ…

7 years ago

ସିଡିଏମ୍‌ଓଙ୍କ ଦୁଇ ଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀ ଆରମ୍ଭ: ଭବିଷ୍ୟତରେ ଓଡ଼ିଶାରେ ଡାକ୍ତର ଅଭାବ ରହିବ ନାହିଁ, ସମସ୍ତଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜ୍ୟରେ ନୂତନ ସ୍ବାସ୍ଥ୍ୟନୀତି ପ୍ରଣୟନ ସହ ଖୁବ୍‌ଶୀଘ୍ର ଭିଜନ-୨୦୨୫ ଅନୁଯାୟୀ ରାଜ୍ୟବାସୀଙ୍କୁ ବିନାମୂଲ୍ୟରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ଏ ଦିଗରେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ…

7 years ago

ଖାଦ୍ୟ, ପାଣି ଆଶାରେ ଗାଁ ମୁହାଁ ବନ୍ୟଜନ୍ତୁ: ଉଦ୍ଧାର ହରିଣକୁ ଜଙ୍ଗଲରେ ଛାଡ଼ିଲା ଅସ୍ତରଙ୍ଗ ବନବିଭାଗ

କାକଟପୁର,୧୯।୬(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ବଡ଼ ସିରେଇ ଗ୍ରାମରୁ ଅସ୍ତରଙ୍ଗ ବନବିଭାଗ ବୁଧବାର ମଧ୍ୟାହ୍ନରେ ଏକ ହରିଣକୁ ଉଦ୍ଧାର କରି ମୁହାଁଣ ମୁହଁ ଜଙ୍ଗଲରେ ଛାଡ଼ିଥିବା…

7 years ago

ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପ୍ରତିଶ୍ରୁତି ପାଇ ପଦଯାତ୍ରା ବନ୍ଦକଲେ ସେବାୟତ

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ସରକାରୀସ୍ତରରେ ଦ୍ବିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ପ୍ରଦାନ ଦାବି ନେଇ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତମାନେ ବୁଧବାର ସକାଳୁ ଭୁବନେଶ୍ୱର ଅଭିମୁଖେ…

7 years ago

ଦୌଲତପୁର ମଦମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଭାଜପାର ବିକ୍ଷୋଭ, ତିହିଡ଼ି ଥାନା ଘେରାଉ

ତିହିଡି,୧୯।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଅଧୀନ ଦୌଲତପୁର ମଦ ମୃତ୍ୟୁ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତମାନଙ୍କୁୁ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ ବୁଧବାର…

7 years ago

୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ। ଅପରାହ୍ନ…

7 years ago

ଅନନ୍ତନାଗରେ ଓଡ଼ିଆ ଯବାନ ଶହୀଦ ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଜମ୍ମୁ କଶ୍ମୀରର ଅନନ୍ତନାଗରେ ଓଡ଼ିଆ ଯବାନ ଅଜିତ ସାହୁ ଶହୀଦ ହେବା ଘଟଣାରେ ଗଭୀର ଶୋକପ୍ରକାଶ କରିଛନ୍ତିମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆତଙ୍କବାଦୀଙ୍କ କାର୍ଯ୍ୟକଳାପକୁ ନିନ୍ଦା କରିବା…

7 years ago

ସରକାରୀ ନିର୍ଦ୍ଦେଶକୁ ଅବମାନନା: ଖରାଛୁଟି ଅବଧି ବୃଦ୍ଧି ସତ୍ତ୍ୱେ ରାଜଧାନୀର କିଛି ଘରୋଇ ସ୍କୁଲ ଖୋଲା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମଙ୍ଗଳବାର ଖରାଛୁଟି ଅବଧିକୁ ବଢ଼ାଇଥିଲେ ରାଜ୍ୟ ସରକାର। ଏହାନୁଯାୟୀ ରାଜ୍ୟର ସମସ୍ତ ସ୍କୁଲଗୁଡ଼ିକୁ ୨୫ ତାରିଖ ଯାଏ ବନ୍ଦ…

7 years ago

ବଜ୍ରପାତ ସମ୍ଭାବନା: ୬ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଗରମ ସହିତ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ପ୍ରବଳ ଗୁଳୁଗୁଳି ଯୋଗୁ ରାଜ୍ୟର ସମସ୍ତ ସ୍କୁଲକୁ ଆସନ୍ତା ୨୫ ତାରିଖ ଯାଏ ଛୁଟି ଘୋଷଣା…

7 years ago

ସର୍ବଦଳୀୟ ବୈଠକରେ ଯୋଗଦେବାକୁ ଦିଲ୍ଲୀ ଗଲେ ନବୀନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି।…

7 years ago