ବଲାଙ୍ଗୀର ଅଫିସ,୧୪ା୯ ବଲାଙ୍ଗୀର ଡିଆରଡିଏ ସମ୍ମିଳନୀ କକ୍ଷରେ ଶୁକ୍ରବାର ଦେଶାନ୍ତର ଶିଶୁ ଓ ଯୁବ ଶ୍ରମିକ ଚାଲାଣକୁ ନେଇ ଏକ ଆଞ୍ଚଳିକ ପରାମର୍ଶ କର୍ମଶାଳା ଅନୁଷ୍ଠିତ ହୋଇଥିଲା…
ଭଣ୍ଡାରିପୋଖରୀ, ୧୩ା୯(ଡି.ଏନ.ଏ.)- ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ପୁରିପଡ଼ା ସ୍କୁଲଠାରୁ ଅନତି ଦୂରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ଏକ ଚଳନ୍ତା…
ଭୁବନେଶ୍ୱର,୧୩।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧୬ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ପ୍ରଧାନଶିକ୍ଷକ, ୪ଜଣ ଇଞ୍ଜିନିୟର, ୨ଜଣ ରେଭିନ୍ୟୁ ଅଫିସର(ଆର୍ଆଇ), ଜଣେ…
ଭୁବନେଶ୍ୱର,୧୩।୯(ବ୍ୟୁରୋ): ଗୁରୁବାର ଏଆଇସିସିର ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଥିବା ବେଳେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଥିଲେ ରାଜ୍ୟ ଛାତ୍ର କଂଗ୍ରେସ ଆବାହକ…
ଭୁବନେଶ୍ୱର,୧୩।୯(ବ୍ୟୁରୋ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆସନ୍ତା ୨୭ ଏବଂ ୨୮ ତାରିଖରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏନେଇ ଶୁକ୍ରବାର…
ଭୁବନେଶ୍ୱର,୧୩।୯(ବ୍ୟୁରୋ): ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ। ସହରର ଭିତ୍ତିଭୂମି ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି।…
ମାଲକାନଗିରି,୧୩।୯(ଡି.ଏନ୍.ଏ): ମାଲକାନଗିରି ଜିଲା ସଦରମହକୁମାରେ ପ୍ଲାଷ୍ଟିକ ଅଣ୍ଡାକୁ ନେଇ ଆତଙ୍କ ଦେଖାଦେଇଛି । ହାଇଟେକ୍ କଲୋନୀର ଦିଗାମ୍ବର ବେହେରା ଶୁକ୍ରବାର ବଜାରରୁ ଅଣ୍ଡା କିଣିଥିଲେ। ତେବେ ଓମ୍ଲେଟ୍…
ବ୍ରହ୍ମପୁର ଅଫିସ,୧୩।୯- ବ୍ରହ୍ମପୁର ରେଳଷ୍ଟେଶନ ସମ୍ମୁଖରେ ଦୀର୍ଘଦିନ ହେଲା ଏକ ନାଲି ରଙ୍ଗର କାର ଛିଡା ହୋଇରହିଛି। ସମ୍ପୃକ୍ତ ଗାଡିର ମାଲିକ କାର୍ଟିକୁ ସେଠାରୁ ନେଉ ନ…
ଭୁବନେଶ୍ୱର, ୧୩।୯(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ଯାହାଦ୍ୱାରା ଗାଡ଼ିଚାଳକ ଏବେ ପୁଣି…
ସମ୍ବଲପୁର, ୧୩ା୯ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍ରୁ ଶୁକ୍ରବାର ୮ଟି ଗେଟ୍ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସକାଳ ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ, ପ୍ରତି…