ରାଜ୍ୟ

କଣାସ : ୧୨ ଗାଁ ଜଳମଗ୍ନ

କଣାସ,୧୨।୯(ସ୍ବ.ପ୍ର./ ଡି.ଏନ୍‌.ଏ.): ଉପରମୁଣ୍ଡରେ ବନ୍ୟାଜଳ ନିଷ୍କାସନ ପରେ ତଳମୁଣ୍ଡର ଅଧିକାଂଶ ଗ୍ରାମ ଜଳମଗ୍ନ ହୋଇଯାଇଛି। ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର ପ୍ରଭାବ…

7 years ago

ଘରେ ପଶିଲା ବନ୍ୟାଜଳ: ଖୋର୍ଦ୍ଧାରେ ୩୦ ହଜାର ଲୋକ ଜଳବନ୍ଦୀ

ଖୋର୍ଦ୍ଧା ଅଫିସ,୧୨।୯: ଖୋର୍ଦ୍ଧା ବ୍ଲକ ଓରବରସିଂ ପଞ୍ଚାୟତର ହିରିମୂଳ, ଡିହଖଳା, ଦୁର୍ଗାପୁର, ଓରବରସିଂ, ମଶାଣିଆ, ତେନ୍ତୁଳିମୂଳ, ରାୟପୁର, ବାଲିକୁଦା, ଲେଖନପୁର, କୃଷ୍ଣପୁର ଆଦି ୧୦ ଗଁ। ଓ…

7 years ago

ଆହତ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଲେ

ସୁନ୍ଦରଗଡ଼,୧୨।୯ (ଡି.ଏନ୍‌.ଏ): ଜଣେ ଗର୍ଭବତୀଙ୍କୁ ମାଡ଼ ମାରିଥିବା ନେଇ ଗତ କିଛିଦିନ ତଳେ ଚର୍ଚ୍ଚାରେ ଥିବା ସୁନ୍ଦରଗଡ଼ ଏସ୍‌ପି ସୌମ୍ୟା ମିଶ୍ରାଙ୍କୁ ମଙ୍ଗଳବାର ଏକ ଭିନ୍ନ ରୂପରେ…

7 years ago

ଶ୍ରେଣୀଗୃହ ବିମ୍‌ରୁ ପ୍ଲାଷ୍ଟର ଖସିଲା

କଟକ ଅଫିସ, ୧୨।୯: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଆଇଟିଏମ୍‌ ବିଭାଗ ଶ୍ରେଣୀଗୃହରେ ଥିବା ବିମ୍‌ର ପ୍ଲାଷ୍ଟର ବୁଧବାର ଖସିପଡିଥିଲା। ହେଲେ ସେହି ସମୟରେ ସେଠାରେ ବସିଥିବା ଜଣେ ଛାତ୍ରୀ…

7 years ago

ବିଗ୍‌ବଜାର ପକ୍ଷରୁ ପ୍ଲାଷ୍ଟିକ ସଚେତନତା: ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ ଆରମ୍ଭ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଫ୍ୟୁଚର ଗ୍ରୁପର ରିଟେଲ ଚେନ୍‌ ବିଗ୍‌ବଜାର ପକ୍ଷରୁ ଭୁବନେଶ୍ୱରରେ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ଆରମ୍ଭ ହୋଇଛି। ୟୁନାଇଟେଡ ନେଶନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ (ୟୁଏନ୍‌ଡିପି)…

7 years ago

ରଙ୍ଗମାଟିଆ ଦୀପକ ହତ୍ୟାକାଣ୍ଡ: ୩୬ ଘଣ୍ଟା ପରେ ପୋଲିସ ହାତ ଖାଲି

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରଙ୍ଗମାଟିଆ ଅଞ୍ଚଳରେ ଦୀପକ ବେହେରା ଓରଫ ଲଣ୍ଡାଙ୍କୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ଅତି ବୀଭତ୍ସ ଭାବେ ହତ୍ୟା କରିଥିଲେ। ପୁଅକୁ…

7 years ago

ଗଙ୍ଗାଧର ମେହେର ପ୍ରତିଷ୍ଠାନର ନୂଅଁ।ଖାଇ ଭେଟ୍‌ଘାଟ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଗଙ୍ଗାଧର ମେହେର ପ୍ରତିଷ୍ଠାନ ଓ ଇନ୍‌ଟାକର ମିଳିତ ଆନୁକୂଲ୍ୟରେ ବୁଧବାର ସ୍ଥାନୀୟ ବୁଦ୍ଧମନ୍ଦିରଠାରେ ନୂଅଁାଖାଇ ଭେଟ୍‌ଘାଟ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଇନ୍‌ଟାକର ଅଧ୍ୟକ୍ଷ…

7 years ago

ବ୍ୟାଗ୍‌ ଓଜନ ଯାଞ୍ଚ କଲେ ସ୍ବତନ୍ତ୍ର ସ୍କ୍ବାଡ୍‌

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜଧାନୀର ବିଭିନ୍ନ ସ୍କୁଲରେ ବୁଧବାର ସ୍ବତନ୍ତ୍ର ସ୍କ୍ବାଡ୍‌ ପକ୍ଷରୁ ଅଚାନକ ପରିଦର୍ଶନ ହୋଇଥିଲା। ସ୍କୁଲ ବ୍ୟାଗ୍‌ ଓଜନ ତଦାରଖ ପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ନେତୃତ୍ୱରେ ଗଠିତ…

7 years ago

‘ମୋ ସରକାର’ ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତି: ଏତଲାକାରୀଙ୍କଠାରୁ ରିପୋର୍ଟ ନେଲେ କମିଶନର

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟ ସରକାର ଅକ୍ଟୋବର ୨ରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି। ଏହି କାର୍ଯ୍ୟକ୍ରମରେ ସବୁ ଜିଲାରେ ରହିଥିବା ଥାନା ଓ ମେଡିକାଲକୁ ଆସୁଥିବା…

7 years ago

ପ୍ରଫେସର ସୁନୀଲ ଷଡ଼ଙ୍ଗୀ ପାଇବେ ବିଶ୍ୱେଶ୍ୱରାୟା ସମ୍ମାନ

କଟକ ଅଫିସ, ୧୨।୯: ଏନ୍‌ଆଇଟି ରାଉରକେଲାର ପ୍ରାକ୍ତନ ନିର୍ଦ୍ଦେଶକ ତଥା ଖାତନାମା ଇଞ୍ଜିନିୟର ପ୍ରଫେସର ସୁନୀଲ କୁମାର ଷଡଙ୍ଗୀ ଚଳିତବର୍ଷର ଜାତୀୟସ୍ତରୀୟ ମର୍ଯ୍ୟାଦାଜନକ ବିଶ୍ୱେଶ୍ୱରାୟା ସମ୍ମାନ ପାଇବାକୁ…

7 years ago