ରାଜ୍ୟ

ଟ୍ରକରୁ ୫୦୦ କେଜି ଗଞ୍ଜେଇ ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୧୨।୬- ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଗୋଇଲୁଣ୍ଡି ଛକରୁ ଗଞ୍ଜେଇ ଭର୍ତ୍ତି ଟ୍ରକ ଜବତ କରିଛି। ଟ୍ରକରେ ୨୦ଟି ଜରି ଅଖାରେ ୫୦୦ କେଜି ଗଞ୍ଜେଇ…

7 years ago

ଦୂଷିତ ପାଣି ପିଉଛନ୍ତି ଲୋକେ

ତେଲକୋଇ, ୧୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ମୁଖ୍ୟାଳୟର ହାଲପୋଡି ଗ୍ରାମରେ ଉକତ୍ଟ ଜଳ ସମସ୍ୟା ଦେଖାଦେଇଛି । ଗଭୀର କୂପ ଓ ପୋଖରୀ ଶୁଖି ଯାଇଥିବା ବେଳେ…

7 years ago

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ଅଭିଯୁକ୍ତ ଗିରଫ

ରୂପ୍‌ସା,୧୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ତାଙ୍କର ଜଣେ ଦୂର ସମ୍ପର୍କୀୟ ବିବାହର ପ୍ରତିଶ୍ରୁତିି ଦେଇ ପ୍ରତାରଣା କରିଥିବା ଅଭିଯୋଗ…

7 years ago

ବାଙ୍କତିରା ଜଳସେଚନ ପ୍ରକଳ୍ପ ନିର୍ମାଣରେ ଅନିଶ୍ଚିତତା: କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱର ସଦର ବ୍ଲକ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀରେ ବାଙ୍କତିରା ଜଳସେଚନ ପ୍ରକଳ୍ପ ନିର୍ମାଣ ନେଇ ଅନିଶ୍ଚିତତା ଲାଗି ରହିଥିବାରୁ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ…

7 years ago

ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନ ପାଇଲା କବି ବ୍ରଜନାଥ ରଥଙ୍କ ତୈଳଚିତ୍ର

ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱରର ବିଶିଷ୍ଟ କବି ବ୍ରଜନାଥ ରଥଙ୍କର ତୈଳଚିତ୍ର ମଙ୍ଗଳବାର ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନୀତ ହୋଇଛି।  ଏହି ଅବସରରେ ଆୟୋଜିତ ସଭାରେ ଉତ୍କଳ ସାହିତ୍ୟ…

7 years ago

ଘରପଟ୍ଟା, ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ଦାବି: ପୌରସଂସ୍ଥା ଘେରିଲା ଭାଜପା

ଜୟପୁର,୧୨ା୬(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ସହରର ବସ୍ତି ଅଞ୍ଚଳରେ ଘରପଟ୍ଟା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କ ଗୃହ ଯୋଗାଣ ଦାବି ନେଇ ବୁଧବାର ପୌରସଂସ୍ଥା କାର୍ଯ୍ୟାଳୟ ଘେରିଛି ନଗର…

7 years ago

ଅସ୍ବାଭାବିକ ମୁଣ୍ଡ ସହ ବଞ୍ଚୁଛନ୍ତି ଶିବଶଙ୍କର: ଚିକିତ୍ସା ପାଇଁ ଦିଲ୍ଲୀ ଏମ୍‌ସ ପଠାଯିବ

ଜୟପୁର,୧୨ା୬(ଡି.ଏନ୍‌.ଏ.): ଜୟପୁର ବ୍ଲକ ରଣ୍ଡାପାଲି ପଞ୍ଚାୟତ ବୈରାଗୀମଠ ଗ୍ରାମର ଦିନ ମଜୁରିଆ ଟୁନା ପରଜାଙ୍କ ପୁଅ ଶିବଶଙ୍କର (୧୪)ଙ୍କ ପିଲାଟି ଦିନରୁ ମୁଣ୍ଡ ଅସ୍ବାଭାବିକ ଭାବେ ବୃଦ୍ଧି…

7 years ago

ସମ୍ଭାବ୍ୟ ବନ୍ୟା ପରିସ୍ଥିତି ମୁକାବିଲା, ମକ୍‌ଡ୍ରିଲ କୌଶଳ ପ୍ରସ୍ତୁତି ବୈଠକ

ବୌଦ୍ଧ,୧୨।୬(ସ୍ବ.ପ୍ର): ମୌସୁମୀ କେରଳ ଛୁଇଁ ଥିବା ବେଳେ ଏହା ଓଡ଼ିଶାକୁ ଖୁବ ଶୀଘ୍ର ପ୍ରବେଶ କରିବ। ମୌସୁମୀ ପୂର୍ବରୁ ଜିଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ଓ…

7 years ago

ଏନଏସିର ପଲିଥିନ ଚଢ଼ାଉ ଅଭିଯାନ

ବିଜେପୁର, ୧୨।୬ (ଡି.ଏନ.ଏ): ବିଜେପୁର ଏନଏସି ପକ୍ଷରୁ ବୁଧବାର ସ୍ଥାନୀୟ ସହରର ବ୍ୟବସାୟିକ ପ୍ରତିଷ୍ଠାନରେ ପଲିଥିନ ଚଢ଼ାଉ କରାଯାଇଥିଲା । ଏଥିରେ ୧୦ କେଜି ଓଜନର ପଲିଥିନ…

7 years ago

ଅଂଶୁଘାତରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗ

ବେଗୁନିଆପଡା,୧୨।୬(ଡି.ଏନ୍‌.ଏ.)- କ୍ଷେତ୍ର ପରିଦର୍ଶନ କରି ଫେରୁଥିବାବେଳେ ବୁଧବାର ବେଗୁନିଆପଡା ବ୍ଲକ କନିଷ୍ଠ ଯନ୍ତ୍ରୀ ସୁଧୀର କୁମାର ହୋତାଙ୍କ ମୃତ୍ୟୁ ଘଟିଛି। ଅଂଶୁଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ…

7 years ago