ରାଜ୍ୟ

ଶାଶ୍ୱତ ଯୋଶୀଙ୍କ ବିରୋଧରେ ସୋସିଆଲ ମିଡିଆରେ ଅଭିଯୋଗ ଆଣିଲେ ଶିଷ୍ୟା

ଭୁବନେଶ୍ୱର, ୭ା୯(ବ୍ୟୁରୋ): ଦେଶ ବିଦେଶରେ ଖ୍ୟାତି ଅର୍ଜନ କରିଥିବା ଯୁବ ଓଡ଼ିଶୀ ନୃତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି ତାଙ୍କର ଜଣେ ଶିଷ୍ୟା। ଗୁରୁ…

7 years ago

ଦିଲ୍ଲୀ ପ୍ରଦୂଷଣକୁ ନେଇ ଫିଲ୍ମ ହେବ

ଭୁବନେଶ୍ୱର,୭ା୯(ବ୍ୟୁରୋ): ପରିବେଶ ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ ଚିନ୍ତା ଏବେ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଏକ ଗମ୍ଭୀର ସମମ୍ୟାର ସମାଧାନ ଦିଗରେ…

7 years ago

ଆଜି ଓଡ଼ିଶା ପହଞ୍ଚିବେ ଜଗା-କାଳିଆ

ଭୁବନେଶ୍ୱର/ କଟକ ଅଫିସ୍‌, ୭ା୯(ବ୍ୟୁରୋ): କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡ଼ିଶା ପହଞ୍ଚିବେ। ଶୁକ୍ରବାର ଜଗା-କାଳିଆଙ୍କୁୁ ଦିଲ୍ଲୀ ଏମ୍ସରୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ…

7 years ago

ଟ୍ରାଫିକ ସମନ୍ବୟ ବୈଠକ: ଜାତୀୟ ରାଜପଥରେ ଲେନ୍‌ ବ୍ୟବସ୍ଥା ହେବ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ରାସ୍ତା ସମସ୍ୟା ଓ ଟ୍ରାଫିକ୍‌ ବ୍ୟବସ୍ଥା ସୁଧାରିବା ନିମନ୍ତେ ଶୁକ୍ରବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସିପି ମୁଖ୍ୟାଳୟରେ ଅନୁଷ୍ଠିତ…

7 years ago

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରୁ ବୃଷଭ ମୂର୍ତ୍ତି ଗାଏବ ପ୍ରସଙ୍ଗ: ପୁଣି ସ୍ଥାପନ ପାଇଁ ଗଣାଯାଉଛି ଦିନ

ପୁରୁଣା ଭୁବନେଶ୍ୱର,୭ା୯(ଡି.ଏନ.ଏ.): ଐତିହ୍ୟ ସ୍ଥଳଗୁଡିକରେ ଥିବା ପୁରାତନ କୀର୍ତ୍ତିରାଜିଗୁଡ଼ିକର ଅବକ୍ଷୟ ହେଉଛି। ଏଭଳି ଏକ ଘଟଣା ମାସକ ତଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଘଟିଥିଲା, ଯାହାକୁ ଅଦ୍ୟାବଧି ଏଏସଆଇ…

7 years ago

ନୂଆ ମୋଟର ଆଇନ ଲାଗୁ ପରେ ମଦ ବ୍ୟବସାୟ ମାନ୍ଦା: କମିଛି ୨୫% ବ୍ୟବସାୟ, ଚିନ୍ତାରେ ମାଲିକ

ଭୁବନେଶ୍ୱର, ୭ା୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ଲାଗୁ ହେବା ପରେ ଏହାର ପ୍ରଭାବ ମଦ ବ୍ୟବସାୟ ଉପରେ ପଡ଼ିଛି। କାରଣ ଏହି…

7 years ago

ଭୁଶୁଡ଼ିଲା ବିଦ୍ୟାଳୟର ନବ ନିର୍ମିତ କୋଠା

ରଣପୁର, ୭।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟର ନବ ନିର୍ମିତ କୋଠାର ନିମିଟାଲ ଓ ତାଜା ଶନିବାର ସକାଳେ ହଠାତ୍‌ ଭୁଶୁଡି ପଡ଼ିଛି। ଏହି…

7 years ago

ଆମିକସ୍‌ କ୍ୟୁରିଙ୍କ ଶ୍ରୀମନ୍ଦିର ପରିଦର୍ଶନ

ପୁରୀ ଅଫିସ୍‌.୭।୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ରଞ୍ଜିତ୍‌ କୁମାର ଓ ସଲିସିଟର ଜେନେରାଲ ତୁଷାର ମେହେଟା ଶନିବାର ସକାଳେ ଶ୍ରୀମନ୍ଦିର…

7 years ago

‘ଦୋଳଗୋବିନ୍ଦ ଥିଲେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର’

କଟକ ସଦର, ୭ା୯(ଡି.ଏନ୍‌.ଏ.): ସମାଜ ପାଇଁ ମହାପୁରୁଷମାନେ ନିଜ ଜୀବନକୁ ଉତ୍ସର୍ଗ କରିଥାନ୍ତି। ସେହିପରି ସ୍ବର୍ଗତ ଦୋଳଗୋବିନ୍ଦ ପ୍ରଧାନ ମଧ୍ୟ ଲୋକଙ୍କ ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ।…

7 years ago

ପୋଲିଓ ଖାଇ ଶିଶୁକନ୍ୟାର ମୃତ୍ୟୁ ଅଭିଯୋଗ

ବ୍ରହ୍ମଗିରି,୭ା୯(ଡି.ଏନ୍‌.ଏ.): ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅଢ଼େଇ ମାସର ଶିଶୁକନ୍ୟା ପୋଲିଓ ବୁନ୍ଦା ଖାଇ ଅସୁସ୍ଥ…

7 years ago