ରାଜ୍ୟ

ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ, ପାଣି ପାଇଁ ଲୋକେ ହିନସ୍ତା: ହାଣ୍ଡି, ବାଲ୍‌ଟି ରଖି ରାସ୍ତା ଅବରୋଧ

ବଡବିଲ, ୨୩ା୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ପିଏଚ୍‌ଡି ରୋଡସ୍ଥିତ ଗୋପବନ୍ଧୁ ସ୍କୁଲ ନିକଟବର୍ତ୍ତୀ ଅଞ୍ଚଳରେ ପାନୀୟଜଳ ଅଭାବ ଦେଖାଦେଇଛି। ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ଯୋଗୁ ଏହି ଅଞ୍ଚଳକୁ…

7 years ago

ରୋଡ୍‌ଶୋ ବେଳେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭଦ୍ରକ ଅଫିସ, ୨୩।୪ - ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜଳଙ୍ଗା ଗ୍ରାମରେ ସୋମବାର ପୂର୍ବାହ୍ନରେ ପ୍ରଦୀପ ଦୀକ୍ଷିତ(୨୭) ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି।…

7 years ago

ମତସାବ୍ୟସ୍ତ କଲେ ତଥାଗତ

ଢେଙ୍କାନାଳ ଅଫିସ, ୨୩।୪-ଢେଙ୍କାନାଳ ଜିଲାରେ ଆରମ୍ଭ ହୋଇଛି ମତଦାନ। ଏଠାରେ ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ଅନଷ୍ଠିତ ହେଉଥିବାବେଳେ ସବୁଠି ବ୍ୟାପକ ଉତ୍ସାହ ପରିଲକ୍ଷିତ ହୋଇଛି। କୁଞ୍ଜକାନ୍ତସ୍ଥିତ ୧୭୧ନଂ.…

7 years ago

ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମତଦାନ ଜାରି

ଭୁବନେଶ୍ୱର,୨୩।୪: ତୃତୀୟ ପର୍ଯ୍ୟାୟ ର୍ନିବାଚନରେ ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମଙ୍ଗଳବାର ସକାଳୁ ମତଦାନ ଆରମ୍ଭ ହୋଇଛି। ୬ ଲୋକସଭା ଆସନରେ…

7 years ago

୨୦୫ ରେଳ ପ୍ରକଳ୍ପର ଖର୍ଚ୍ଚ ବଢୁଛି

ନୂଆଦିଲ୍ଲୀ,୨୨-୪: ବିଭିନ୍ନ କାରଣ ଯୋଗୁ ଦେଶର ରେଳ ପ୍ରକଳ୍ପଗୁଡିକ ଆଗେଇ ପାରୁ ନାହିଁ । ଏଥି ଲାଗି ରେଲଓ୍ବେର ମୋଟ ୩୪୪ ପ୍ରକଳ୍ପ ମଧ୍ୟରୁ ଏକ ପଞ୍ଚମାଂଶ…

7 years ago

ଭାଜପା ପ୍ରାର୍ଥୀଙ୍କ କାର୍‌କୁ ବୋମାମାଡ଼ : ଅଳ୍ପକେ ବର୍ତ୍ତିଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର,୨୨ା୪ (ବ୍ୟୁରୋ)- ଭୁବନେଶ୍ୱର-ମଧ୍ୟ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଉପରେ ପୁଣି ଆକ୍ରମଣ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ କାର ଉପରକୁ ବୋମାମାଡ଼ କରିଛନ୍ତି। ତେବେ ଏଥିରେ…

7 years ago

କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

ରଣପୁର,୨୨ା୪(ସ୍ବ.ପ୍ର.)-ରଣପୁର ତ୍ରିସ୍ତରୀୟ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ରାଜ୍ୟସ୍ତରୀୟ ବରିଷ୍ଠ ନେତୃବୃନ୍ଦଙ୍କୁ ଏଠାକୁ ଆଣି ଦଳର ପ୍ରଚାର ସହ ଭୋଟ ଭିକ୍ଷା କରୁଛନ୍ତି। ରବିବାର…

7 years ago

ସରିଲା ନିର୍ବାଚନ ପ୍ରଚାର: ଶେଷଦିନରେ କମ୍ପିଲା ଗାଁଠୁ ସହର

ଢେଙ୍କାନାଳ ଅଫିସ, ୨୨।୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ଶେଷ ହୋଇଛି ପ୍ରଚାର। ଅନ୍ତିମ ଦିବସରେ ପ୍ରମୁଖ ରାଜନୈତିକ ଦଳ ମଇଦାନରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ମାରାଥନ…

7 years ago

ଧର୍ମେନ୍ଦ୍ର, ତାରାଙ୍କ ରୋଡ୍‌ ଶୋ

ଅନୁଗୋଳ ଅଫିସ/ପାଲଲହଡ଼ା, ୨୨।୪: ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ରବିବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ…

7 years ago

ସମୁଦ୍ର ସୀମାକୁ ସୁରକ୍ଷା ଦେବ ଆଇଏନ୍‌ଏସ୍‌ ଇମ୍ଫାଲ

ସନୂଆଦିଲ୍ଲୀ,୨୧।୪: ଭାରତୀୟ ନୌସେନାରେ ବିଧ୍ୱଂସକ ଜାହଜ ଆଇଏନ୍‌ଏସ୍‌ ଇମ୍ଫାଲକୁ ସାମିଲ କରାଯାଇଛି। ମୁମ୍ବାଇର ମଝଗାଁଓ ଉପକୂଳରେ ଏହାକୁ ସମୁଦ୍ର ମଧ୍ୟରେ ପ୍ରବେଶ କରାଯାଇଛି। ରାଡରକୁ ଚକ୍‌ମା ଦେଇ…

7 years ago