ରାଜ୍ୟ

ରୋଡ୍‌ ଶୋ’ ସମୟରେ ଦୁର୍ଘଟଣା, ଜଣେ ମୃତ

ବ୍ରହ୍ମଗିରି, ୨୦ା୪(ଡି.ଏନ୍‌.ଏ.): ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ଶୋ’ ସମୟରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି। ସେ ହେଲେ…

7 years ago

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀ ଅଫିସ, ବ୍ରହ୍ମଗିରି, ୨୦ା୪ (ଡି.ଏନ୍‌.ଏ.): ଆସନ୍ତା ୨୩ ତାରିଖରେ ପୁରୀ ଲୋକ ସଭା ଏବଂ ଏହା ଅଧୀନରେ ଥିବା ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ତେଣୁ ଦଳୀୟ ପ୍ରାର୍ଥୀଙ୍କୁ…

7 years ago

ଚୋରା ବନ୍ଧୁକ ରଖିବା ମାମଲା: ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ,୨୦।୪: ଚୋରା ବନ୍ଧୁକ ରଖି ପୋଲିସ ହାତରେ ଗିରଫ ହୋଇଥିବା ସିଏମ୍‌ସିର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଓ ତାଙ୍କ ସହଯୋଗୀ ଆଲୋକ ପୃଷ୍ଟିଙ୍କ ଜାମିନ…

7 years ago

ମହାଶ୍ୱେତା, ଶ୍ରୀତମଙ୍କ ରୋଡ୍‌ ଶୋ

ପାଲଲହଡ଼ା, ୨୦ା୪(ଡି.ଏନ.ଏ.)- ପାଲଲହଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଅଶୋକ ମହାନ୍ତିଙ୍କ ପାଇଁ ଶୁକ୍ରବାର ରୋଡ୍‌ ଶୋ କରିଛନ୍ତି ଓଲିଉଡ କଳାକାର ମହାଶ୍ୱେତା ରାୟ ଓ ଶ୍ରୀତମ…

7 years ago

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାକୁ…

7 years ago

ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର

ଅନୁଗୋଳ ଅଫିସ/ବଇଣ୍ଡା/ଛେଣ୍ଡିପଦା ୨୦।୪ (ଡି.ଏନ୍‌.ଏ/ସ୍ବ.ପ୍ର.)- ନିର୍ବାଚନୀ ପ୍ରଚାର ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି। ଜିଲାର ୪ଟି…

7 years ago

ଭାଜପାର ବିଜୟ ସଂକଳ୍ପ ସମାବେଶ: କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

କଟକ ସଦର, ୨୦।୪ (ଡି.ଏନ୍‌.ଏ.): କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରିପାରୁ ନ ଥିବା ରାଜ୍ୟ ସରକାର ଓଡ଼ିଶାର ପ୍ରଗତିରେ ମୁଖ୍ୟ ପ୍ରତିବନ୍ଧକ ସାଜିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ…

7 years ago

ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦…

7 years ago

ନଦୀ ପାର ଦନ୍ତାର ନରସଂହାର

ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ ପୁଣି…

7 years ago

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ  ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ରାଜ୍ୟ ରାଜନୀତିର ପ୍ରମୁଖ ଦଳ ଭାଜପା,…

7 years ago