ଭୁବନେଶ୍ୱର, ୨୮।୮(ବ୍ୟୁରୋ): ସ୍ଥାନୀୟ ବରମୁଣ୍ଡା ବସ୍ଷ୍ଟାଣ୍ଡରେ ହୁତୁହୁତୁ ହୋଇ ଜଳିଗଲା ବସ୍। କଳାହାଣ୍ଡିରୁ ଯାତ୍ରୀ ନେଇ ଭୁବନେଶ୍ୱର ଆସିଥିବା ‘ଚକାଡ଼ୋଳା’ ବସ୍ରେ ବୁଧବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା।…
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଏଣିକି ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ର ଓ ପ୍ରଶ୍ନପତ୍ର ସେଟ୍ ବଢ଼ିବ। ସେହିଭଳି ମୂଲ୍ୟାୟନକାରୀଙ୍କ ପାଉଣା ମଧ୍ୟ ବଢ଼ାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ…
କଟକ ଅଫିସ, ୨୮।୮: କଟକ ଗୋପାଳପୁର-ଲିଙ୍କରୋଡ କାଠଯୋଡି ବ୍ରିଜ୍ ବୁଧବାର ମଧ୍ୟାହ୍ନରେ ଦବିଯାଇଛି। ବ୍ରିଜ୍ ଆରମ୍ଭରୁ ସାମାନ୍ୟ ଦବିଯାଇଛି। ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ଦବିଥିବା ବ୍ରିଜ୍…
ଫୁଲନଖରା,୨୮।୮(ଡି.ଏନ୍.ଏ.): କଟକ ସଦର ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଫୁଲନଖରା ନିକଟ ବମ୍ଫକୁଦଠାରେ ଚାଲିଥିବା ନକଲି ଖାଇବାତେଲ କାରଖାନା ଉପରେ ବୁଧବାର ସକାଳେ ପୋଲିସ ଚଢ଼ାଉ…
କେନ୍ଦୁଝର, ୨୮-୮(ସ୍ବ.ପ୍ର.):ରୁବିକ୍ସ କ୍ୟୁବ୍ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପରଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ ହୋଇଛି ା…
ଭୁବନେଶ୍ୱର,୨୮-୮(ବ୍ୟୁରୋ) :ବିଜେଡି ପକ୍ଷରୁ ଆସନ୍ତା ୨ ତାରିଖରେ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି। କମିଟି…
ଭୁବନେଶ୍ୱର,୨୮-୮: ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଲାଗିଛି ଦୁର୍ନୀତିର ଛିଟା। ଆଡ୍ମିନିଷ୍ଟ୍ରେଟିଭ ବ୍ଲକ୍ ଓ କ୍ୱାର୍ଟର୍ସ ନିର୍ମାଣକୁ ନେଇ ବ୍ୟାପକ ଅନିୟମିତା ହୋଇଥିବା ପଦାକୁ ଆସିଛି। ଖୋଲା ଟେଣ୍ଡର…
ଭୁବନେଶ୍ୱର,୨୮-୮(ବ୍ୟୁରୋ)- ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣାଶୁଣା ଅଭିନେତ୍ରୀ ଅର୍ଚ୍ଚିତା ସାହୁ ୨୦୧୯ ପାଇଁ ଅମ୍ରିଶ ପୁରୀ ଆଓ୍ବାର୍ଡ ଅଫ୍ ଏକ୍ସଲେନ୍ସ ଗ୍ରହଣ କରିଛନ୍ତି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ ସ୍ବତନ୍ତ୍ର…
ଭୁବନେଶ୍ୱର, ୨୮-୮(ବ୍ୟୁରୋ):ରାଜଧାନୀର ରବୀନ୍ଦ୍ର ମଣ୍ଡପ-ବିମାନବନ୍ଦର ରାସ୍ତାକୁ କମିଶନରେଟ ପୋଲିସ ‘ନୋ ଓଭରଟେକିଂ ଜୋନ୍’ ଭାବେ ଘୋଷଣା କରିବା ସହ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ଧରିବାକୁ ପ୍ରଥମଥର ପାଇଁ…
ଭବାନୀପାଟଣା,୨୮।୮(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ସିନ୍ଦିପଦର ପଞ୍ଚାୟତ ବାର୍ଷିକୋଣା ନୂତନ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ରୋହିତ ମାଝି ନିୟମିତ ସ୍କୁଲ ଆସୁ ନ ଥିବା…