ନିରାକାରପୁର,୨୦ା୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍ ବିଭାଗ ଅଧୀନ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ଖୁଣ୍ଟରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଶୁୁକ୍ରବାର ପୂର୍ବାହ୍ନ ୧୧ଟାରେ…
ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍ପେଣ୍ଡ ମଧ୍ୟରେ…
କଟକ ଅଫିସ,୧୯।୪- ରେଭେନ୍ଶା ବିଶ୍ୱବିଦ୍ୟାଳୟର କାଠଯୋଡ଼ି ହଷ୍ଟେଲରେ ଘଟିଥିବା ଛାତ୍ରୀ ର଼୍ୟାଗିଂ ଘଟଣାର ତଦନ୍ତ ରିପୋର୍ଟ ଗତ ୫ ତାରିଖରେ ୟୁନିଭର୍ସିଟି ଗ୍ରାଣ୍ଟ କମିଶନ(ୟୁଜିସି) ନିକଟରେ ବିଶ୍ୱବିଦ୍ୟାଳୟର…
ତାଳଚେର,୧୯ା୪(ଡି.ଏନ୍.ଏ): ତାଳଚେର ପୋରାଞ୍ଚଳର ଷଣ୍ଢଗାଁରେ ଗୁରୁବାର ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୪ଜଣଙ୍କ ଜୀବନ ଯାଇଛି। ସେମାନେ ହେଲେ କାଳିଆ ସହର, ସୁନୀତା ସେଠ୍, ସାରଥି ସହର…
ଭୁବନ, ୧୯ା୪(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍ଏସିର ପରିବା ମାର୍କେଟରେ ଥିବା ନାରାୟଣ ପୋଥାଳଙ୍କ ଗ୍ରୋସରୀ ଦୋକାନରେ ବିଦ୍ୟୁତ ସର୍ଟସର୍କିଟରୁ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି…
ପରଜଙ୍ଗ,୧୮ା୪(.) : ଢେଙ୍କାନାଳ ଜିଲା ପରଜଙ୍ଗ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ବିଭୂତି ପ୍ରଧାନ ଓ ଢେଙ୍କାନାଳ ଏମ୍ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣିଙ୍କ ପାଇଁ ଗୁରୁବାର କେନ୍ଦ୍ରମନ୍ତ୍ରୀ…
ବ୍ରହ୍ମପୁର ଅଫିସ,୧୮ା୪: ଗଞ୍ଜାମ ଜିଲାର ଆସିକା ଲୋକ ସଭା ଏବଂ ଏହା ଅଧୀନ ୭ଟି ବିଧାନସଭା ଯଥା ଆସିକା, ହିଞ୍ଜିଳି, ସାନଖେମୁଣ୍ଡି, ସୋର ପୋଲସରା, ଖଲିକୋଟ ଓ…
ଆସିକା,୧୮ା୪(ଡି.ଏନ.ଏ.): ଆସିକା ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୦୯ ବୁଥ୍ରେ ନିର୍ବାଚନ ଶୃଙ୍ଖଳାର ସହ ଚାଲିଛି । ପ୍ରଥମ ୨ ଘଣ୍ଟା ମଧ୍ୟରେ ମତଦାନ ହାର ଆଶାନୁରୂପ ରହି…
ଘଣ୍ଟାପଡ଼ା,୧୮ା୪(ଡି.ଏନ୍.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା। ଫଳରେ ୧ ଘଣ୍ଟା ବିଳମ୍ବରେ…
ରାଜନଗର,୧୮ା୪(ଡି.ଏନ.ଏ): କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ଏବେ ଚଳଚଞ୍ଚଳ ହୋଇଉଠିଛି। ଗତମାସରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍ ରିଡ୍ଲେ କଇଁଛ ବାବୁବାଲି ଦ୍ୱୀପରେ ସମୂହ ଅଣ୍ଡାଦାନ କରିଥିଲେ। ଏବେ…