ରାଜ୍ୟ

ପିଇଓ ସ୍ମିତାରାଣୀଙ୍କ ହତ୍ୟା ଘଟଣାକୁ ଆତ୍ମହତ୍ୟା ବୋଲି କହି ମନ୍ତ୍ରୀ ଷଡ଼ଯନ୍ତ୍ରରେ ମୋହର ମାରିଛନ୍ତି: ଭାଜପା

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଯାଜପୁର ଜିଲା ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ଆତ୍ମହତ୍ୟା ବୋଲି ଗୁରୁବାର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ କହିବାକୁ ନେଇ…

7 years ago

ବନ୍ଦ କୋଠରୀରୁ ମହିଳାଙ୍କ ମୃତଦେହ ଉଦ୍ଧାର: ଶିଶୁପୁତ୍ରଙ୍କୁ ନେଇ ସ୍ବାମୀ ଫେରାର

ସମ୍ବଲପୁର, ୧୫।୧୧(ବ୍ୟୁରୋ)- ସମ୍ବଲପୁର ଜିଲା ମୁଦିପଡ଼ା ଘୁଷୁଣୀଯୋଡା ବନ୍ଧ ହିଡରେ ଥିବା ବସ୍ତିର ଏକ ଭଡ଼ାଘରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କର ପରିଚୟ…

7 years ago

କେନ୍ଦ୍ର, ରାଜ୍ୟ ବିରୋଧରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ ୨୩ରେ ରାଜଧାନୀରେ ପ୍ରତିବାଦ ସଭା

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): କଂଗ୍ରେସ ସଂଗଠନକୁ ଜିଲାସ୍ତରରେ କ୍ରିୟାଶୀଳ କରିବାକୁ ପିସିସି(ପ୍ରଦେଶ କଂଗ୍ରେସ କମିଟି) ତରଫରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ…

7 years ago

ବୁଲ୍‌ବୁଲ୍‌ କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌ ଆଜି ସନ୍ଧ୍ୟାରେ ରାଜ୍ୟ ଅଧିକାରୀଙ୍କ ସହ ବୈଠକ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ରାଜ୍ୟର ୬ଟି ଜିଲାରେ ବ୍ୟାପକ କ୍ଷତି ହୋଇଥିବା ଜଣାପଡିଛି। ବାତ୍ୟାରେ ରାଜ୍ୟରେ କ୍ଷୟକ୍ଷତି ଆକଳନ ସକାଶେ କେନ୍ଦ୍ର ସରକାରଙ୍କ ଆନ୍ତଃ-ମନ୍ତ୍ରଣାଳୟ ଟିମ୍‌…

7 years ago

‘ମୋ ସ୍କୁଲ ମୋବାଇଲ ଆପ୍‌’ ଉନ୍ମୋଚିତ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ‘ମୋ ସ୍କୁଲ’ ଅଭିଯାନକୁ ଦୁଇବର୍ଷ ପୂରିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

7 years ago

ଅସୁରକ୍ଷିତ ହୋଇପଡୁଛି ରାଜଧାନୀ: ବାର୍‌ରେ ପଶି ଆତଙ୍କ ଖେଳାଇଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ରାତିର ରାଜଧାନୀ ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି। ନିକଟରେ କେତେଜଣ ଦୁର୍ବୃତ୍ତ ବାର୍‌ରେ ପଶି ଆତଙ୍କ ଖେଳାଇବା ସହ ରାସ୍ତାରେ ବାର୍‌ ଡ୍ୟାନ୍ସରଙ୍କୁ ଅଟକାଇ…

7 years ago

ଖୋଲିଲା ବିଡିଏ ସିଟି ସେଣ୍ଟର: ଅନନ୍ୟ ଥିମ୍‌ ପାର୍କ କରିବ ବିଡିଏ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ଭୁବନେଶ୍ୱରର ଏକମାତ୍ର ଥିମ୍‌ ପାର୍କ ବିଡିଏ ସିଟି ସେଣ୍ଟର (ନିକୋ ପାର୍କ)କୁ ନେଇ ବହୁତ୍‌ କିଛି ଯୋଜନା ରହିଛି। ପାଖାପାଖି ୫୦ କୋଟି ଟଙ୍କା…

7 years ago

ଚେକ୍‌ଡ୍ୟାମ୍‌ ଅଚଳ: ୩୩୨୮ ହେକ୍ଟର ଜମିରେ ଜଳସେଚନ ପ୍ରଭାବିତ, ୧୩୪୦ ଯନ୍ତ୍ରୀ ପଦବୀ ଖାଲି

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ରାଜ୍ୟରେ ସମୁଦାୟ ୧୩,୪୯୬ ଆଡ଼ିବନ୍ଧ ନିର୍ମାଣ କରାଯାଇଛି। ଏଥିପାଇଁ ୩,୨୦,୯୦୪.୮୭ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି। ଏହା ଦ୍ୱାରା ୧,୩୮, ୫୧୦ ହେକ୍ଟର ସେଚାଞ୍ଚଳ…

7 years ago

୨୦୧୪ରୁ ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ୁଛି

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ୨୦୧୪ରୁ ଓଡିଶାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟାରେ କୌଣସି ହ୍ରାସ ଘଟିନାହିଁ। ମାତ୍ର ୨୦୧୪ଠାରୁ ୨୦୧୮ ମଧ୍ୟରେ ଗୋଟିଏ ବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ହ୍ରାସ…

7 years ago

୨୦୧୮-୧୯ ଆର୍ଥିକବର୍ଷରେ ଖର୍ଚ୍ଚ ହୋଇପାରିନି ବିଧାୟକ ପାଣ୍ଠି

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବିଧାୟକମାନଙ୍କ ପାଣ୍ଠି ବୃଦ୍ଧି କରିବା ନେଇ ରାଜ୍ୟ ସରକାର କୌଣସି ଚିନ୍ତା କରି ନାହାନ୍ତି। ଏନେଇ କିଛି ନିଷ୍ପତ୍ତି ନିଆଯାଇନାହିଁ। ବାରମ୍ବାର ବିଧାୟକମାନେ ସେମାନଙ୍କ ପାଣ୍ଠି…

7 years ago