ଛତ୍ରପୁର,୧୭ା୧୨(ଡି.ଏନ.ଏ)-କାଳିଆ ଯୋଜନାରେ ରାଜ୍ୟ ସରକାର ଲୋକଙ୍କୁ ଠକିଥିବା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନଁ। ରେ ଠକେଇ, ବିଶ୍ୱାସଭଙ୍ଗ ଓ ବିଶ୍ୱାସଘାତକ…
ଛତ୍ରପୁର,୧୭ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମୁଖ୍ୟ ରାସ୍ତାରେ ଟ୍ରାଫିକ୍ ସମସ୍ୟା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଫଳରେ ଦୀର୍ଘ ସମୟ ଧରି ଟ୍ରାଫିକ୍ ଜାମ୍ ରହୁଛି।…
ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.) ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ରୋଜଗାର ଆଶାରେ ମାତ୍ର ୧୫ ବର୍ଷ ବୟସରେ ଘରୁ ଗୋଡ଼ କାଢ଼ିଥିବା ଛେଣ୍ଡିପଦା ବ୍ଲକ ସାଲୁଇଖମଣ ଗ୍ରାମର…
ଅନୁଗୋଳ ଅଫିସ, ୧୭।୧୨ ଷ୍ଟାର ପ୍ଲସର ରିଏଲିଟି ଶୋ’ ମାଷ୍ଟର୍ସ ସେଫ୍ର ଶ୍ରେଷ୍ଠ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଅନୁଗୋଳର ଲଳନା ସ୍ମୃତିଶ୍ରୀ ସିଂହ (୨୬)।…
ଅନୁଗୋଳ ଅଫିସ, ୧୭।୧୨- ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥର ଦୋହରୀକରଣ କାର୍ଯ୍ୟକୁ ନେଇ ଏବେ ବଢ଼ୁଛି ଅସନ୍ତୋଷ। ଏହି କାର୍ଯ୍ୟ କରୁଥିବା ଠିକାସଂସ୍ଥା…
ଅନୁଗୋଳ ଅଫିସ/ତାଳଚେର/ପାଲଲହଡ଼ା/ବଇଣ୍ଡା, ୧୭।୧୨ ଅନୁଗୋଳ ଜିଲାର ୩ଟି ବ୍ଲକ ଅଞ୍ଚଳରେ ସୋମବାର ଧାନମଣ୍ଡି ଉଦ୍ଘାଟିତ ହୋଇଛି। ପାଲଲହଡ଼ା ବ୍ଲକ ନିଜିଗଡ଼ରେ ଜିଲାପାଳ ମନୋଜ କୁମାର ମହାନ୍ତି ମଣ୍ଡି…
ଢେଙ୍କାନାଳ ଅଫିସ,୧୭ା୧୨ବନ ବିଭାଗର ଚରମ ଅବହେଳା, ଆନୁଷଙ୍ଗିକ ବ୍ୟବସ୍ଥା ନ ଥିବାରୁ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ ଜିଲାର କପିଳାସ ଚିଡ଼ିଆଖାନା। ଏ ନେଇ ନୂଆଦିଲ୍ଲୀସ୍ଥିତ ସେଣ୍ଟ୍ରାଲ…
ଚନ୍ଦ୍ରପୁର, ୧୭।୧୨ (ଡି.ଏନ୍.ଏ.) - ଗୁଣାତ୍ମକ ଶିକ୍ଷା ପାଇଁ ଅନେକ ସରକାରୀ ଯୋଜନା ରହିଛି। ସେଗୁଡିକର ଫାଇଦା କିନ୍ତୁ ସବୁଠି ମିଳୁନି। କେଉଁଠି ଆବଶ୍ୟକ ସଂଖ୍ୟକ ଶିକ୍ଷକ…
ଲାଞ୍ଜିଗଡ଼, ୧୭।୧୨ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଁଚେତ୍ ଅଧୀନ ଜଙ୍ଗେରଗୁଡ଼ା ଗଁାର ସ୍ବର୍ଗତ କାଲା ମାଝି ଆର ମନାଙ୍ଗ ମାଝି(୬୫)କଁର ପୁଓ…
ତଳଗଁ।, ୧୭।୧୨ (ଡି.ଏନ୍.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଅନେକ ସରକାରୀ ଯୋଜନା ବାଟ୍ବନା ହେଉଥିବାର ଦେଖ୍ବାକେ ମିଲିଛେ। ଅଧ୍କାରୀ, କରମ୍ଚାରୀକଁର ଅଁାତରିକତା ଅଭାବୁ ଅନେକ…