ରାଜ୍ୟ

ସୁଧୁରୁଛି ବନ୍ୟା ପରିସ୍ଥିତି :ଆଜି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର,୯।୮(ବ୍ୟୁରୋ) : ଧୀରେ ଧୀରେ ରାଜ୍ୟରେ ସୁଧୁରୁଛି ବନ୍ୟା ପରିସ୍ଥିତି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଦୁର୍ବଳ ହୋଇ ଛତିଶଗଡ଼ ଆଡ଼କୁ ମୁହାଁଇଛି। ଏହାର ପ୍ରଭାବରେ ଗୁରୁବାର…

7 years ago

ଟାଟା: ଖଣି ହାତେଇବାକୁ ବ୍ୟାକୁଳ

କଟକ ଅଫିସ,୮ା୮(ଲାଲା ସୁନୀଲ କୁମାର ରଥ/କୁମାରଶ୍ରୀ ସାହୁ):ଟାଟା ସାମ୍ରାଜ୍ୟର ଜନ୍ମ ଓଡ଼ିଶାର ପ୍ରାକୃତିକ ସମ୍ପଦରୁ ହୋଇଛି। ଆମ ମଧ୍ୟରେ କ୍ୱଚିତ୍‌ ଥିବେ ଯେଉଁମାନେ ଟାଟା ଶିଳ୍ପ ଇତିହାସ…

7 years ago

ମୁସରଙ୍ଗି ଜଙ୍ଗଲରେ୨ ଛୁଆ ସମେତ ୪ ବାଘ: ଗ୍ରାମବାସୀ ଆତଙ୍କିତ; ଗତିବିଧି ଅନୁଧ୍ୟାନ କରୁଛି ବନବିଭାଗ

ନୂଆପଡା ଅଫିସ,୯ା୮ -ସ୍ଥାନୀୟ ମୁସରଙ୍ଗି ସଂରକ୍ଷିତ ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ରହିଥିବା ଜଣାପଡ଼ିବା ପରେ ସେହି ଅଞ୍ଚଳରେ ଆତଙ୍କ ଖେଳିଯାଇଛି ।…

7 years ago

କର୍ଲାମୁଣ୍ଡା ବ୍ଲକ: ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

କର୍ଲାମୁଣ୍ଡା,୯।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ଲଗାଣ ବର୍ଷା ହୋଇଛି। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି । ବୁଧବାର ୮୭…

7 years ago

ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ

ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ ରାତିରୁ…

7 years ago

ସାତ୍‌ସପନ ହେଇଛେ ପକାଘର:ଭଂଗା କୁରିଆରେ ବିତୁଛେ ୪ ପରାନୀର ଜୀବନ୍‌

ପୁରୁଣାକଟକ, ୯ା୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଲଘୁଚାପ ବରଷା ଲାଗିରହିଛେ। ବରଷାରେ ପୁରୁଣାକଟକ ଗଁାର ତଳସାହିର ବିଶ୍ୱନାଥ ବେହେରାକଁର ଘରର କଁାଥି ଭାଂଗିଯାଇଛେ। ହେଲେ ସଉଭାଏଗ୍‌କେ…

7 years ago

ଜିଲାକୁ ଫାଇଲେରିଆ ମୁକ୍ତ କରିବା ଲକ୍ଷ୍ୟ: ‘ସାମୂହିକ ଔଷଧ ସେବନ ଲାଭଦାୟକ’

ଢେଙ୍କାନାଳ ଅଫିସ, ୯।୮-ଢେଙ୍କାନାଳକୁ ଫାଇଲେରିଆ ମୁକ୍ତ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଗୁରୁବାରଠାରୁ ଆରମ୍ଭ ହୋଇଛି ସାର୍ବଜନୀନ ଔଷଧ ସେବନ କାର୍ଯ୍ୟକ୍ରମ। ଜିଲାପାଳ ଭୂମେଶ ଚନ୍ଦ୍ର…

7 years ago

ସମସ୍ୟା ଘେରରେ ପିବିକେ ଉଚ୍ଚ ବିଦ୍ୟାଳୟ: ୬୪୪ ଛାତ୍ରୀଛାତ୍ରଙ୍କୁ ୮ ଶ୍ରେଣୀଗୃହ

ବଅଁରପାଳ,୯।୮ (ଡିି.ଏନ୍‌.ଏ.)-ବଅଁରପାଳ ବ୍ଲକ ଅଫିସ ନିକଟରେ ଥିବା ପିବିକେ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ସମସ୍ୟାରେ ଗତି କରୁଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନ ଥିବା ବେଳେ ଆବଶ୍ୟକ…

7 years ago

ବିଦ୍ୟାଳୟ ମିଶ୍ରଣକୁ ୨ ମାସ ବିତିଲା: ଶିକ୍ଷକ ଅଭାବ, ନିଯୁକ୍ତି ନାହିଁ

ଛେଣ୍ଡିପଦା, ୯।୮(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୁଶକିଳା ଗ୍ରାମରେ ଥିବା ପାନ୍ଥେଶ୍ବରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ କୁଶକିଳା ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣକୁ ୨ ମାସ ବିତିଲାଣି। ହେଲେ…

7 years ago

ଗଳୁଛି ପାଣି, ଛତାଧରି ପଢ଼ିଲେ ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ, ୯ା୮- କନ୍ଧମାଳ ଜିଲା କ. ନୂଆଗଁ। ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବେ ଅସୁରକ୍ଷିତ। ସାମାନ୍ୟ ବର୍ଷା ହେଲେ ଶ୍ରେଶୀ…

7 years ago