ରାଜ୍ୟ

ମୋ ସରକାର ଅଧୀନକୁ ଆସିବ କୃଷି ବିଭାଗ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଅଧୀନକୁ ଗୁରୁବାର ଆସିବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରେ ପୂର୍ବାହ୍ନ ୧୧ଟା…

7 years ago

କୁଜଙ୍ଗ ବଳାତ୍କାର ଘଟଣା: ୧୮ ସୁଦ୍ଧା ଅଭିଯୁକ୍ତ ଗିରଫ ନ ହେଲେ ରେଳରୋକୋ କରିବ ଭାଜପା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ନାରୀ ନିର୍ଯାତନା, ମହିଳା ଓ ନାବାଳିକା ବଳାତ୍କାର ଭଳି ନିନ୍ଦନୀୟ ଘଟଣା ଦିନକୁ ଦିନ ବୃଦ୍ଧି ପାଇଚାଲିଛି। ରାଜ୍ୟର ବହୁଚର୍ଚ୍ଚିତ ବଳାତ୍କାର ଏବଂ ନିର୍ଯାତନା…

7 years ago

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୁରୁବାର ରିଜର୍ଭ ବ୍ୟାଙ୍କ୍‌ ଗଭର୍ନର ଶକ୍ତିକାନ୍ତ ଦାସ ଲୋକସେବା ଭବନରେ ସାକ୍ଷାତ କରିବେ। ଏହି ବୈଠକ ସୌଜନ୍ୟମୂଳକ ବୋଲି କୁହାଯାଇଛି। ମୁଖ୍ୟମନ୍ତ୍ରୀ-ଗଭର୍ନରଙ୍କ…

7 years ago

୧୩ରେ ବାଚସ୍ପତିଙ୍କ ପୁଣେ ଗସ୍ତ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଡିସେମ୍ବର ୧୩ରେ ପୁନେ ଅଭିମୁଖେ ଯାତ୍ରା କରିବେ। ସେଠାରେ ପାତ୍ର ଏମ୍‌ଆଇଟି ସ୍କୁଲ୍‌ ଅଫ୍‌ ଗଭର୍ନମେଣ୍ଟଠାରେ ଆୟୋଜିତ…

7 years ago

ନିର୍ମାଣ କାମ ପାଇଁ ୧୨ ଟ୍ରେନ୍‌ ବାତିଲ: କେତେକ ସମୟ ସାରଣୀରେ ପରିବର୍ତ୍ତନ

ସମ୍ବଲପୁର/ବାମରା,୧୨।୧୨ (ବୁରୋ/ଡି.ଏନ.ଏ.): ଦକ୍ଷିଣ ପୂର୍ବ ରେଲଓ୍ବେ ଚକ୍ରଧରପୁର ମଣ୍ଡଳ ଝାରସୁଗୁଡା ସେକ୍ସନ ବାମରା ଷ୍ଟେଶନରେ ଉନ୍ନୟନ କାମ ଓ ତୃତୀୟ ରେଳ ଲାଇନର ପ୍ରଗତି କାର୍ଯ୍ୟ ପାଇଁ…

7 years ago

‘ମିଶନ ଶକ୍ତି ମେଳା’ରେ ମୁଖ୍ୟମନ୍ତ୍ରୀ: ୫୦୦ ଟଙ୍କା ଦେଇ କିଣିଲେ ଜୁଏଲାରି ବାକ୍ସ, ବ୍ୟାଗ୍‌

ଭୁବନେଶ୍ୱର,୧୨।୧୨(ବ୍ୟୁରୋ) : ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଚାଲିଥିବା ପ୍ରଥମ ‘ମିଶନ…

7 years ago

୮୮,୨୯୩ ଚାଷୀ ବିକିଲେଣି ୫୯,୮୦,୮୫୫ କୁଇଣ୍ଟାଲ ଧାନ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ୨୦୧୯-୨୦ ବର୍ଷ ନିମନ୍ତେ ଖରିଫ ଧାନ ସଂଗ୍ରହ କାର୍ଯ୍ୟକ୍ରମରେ ବୁଧବାର ସୁଦ୍ଧା ୮୮,୨୯୩ ଚାଷୀଙ୍କଠାରୁ ୫୯,୮୦,୮୫୫ କୁଇଣ୍ଟାଲ ଧାନ କିଣାଯାଇଛି। ଗତବର୍ଷ…

7 years ago

ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୧୦୦ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଗୁଣାତ୍ମକ ଶିକ୍ଷା ପ୍ରତି ଓଡ଼ିଶା ସରକାର ପ୍ରତିବଦ୍ଧ। ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରୋତ୍ସାହନ ଦେବାକୁ ସମଗ୍ର ରାଜ୍ୟରେ ନୂତନ ଢାଞ୍ଚାରେ ୨୧୪ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି।…

7 years ago

ରାଜ୍ୟରେ ଚାଲିଛି ୩୬ ରେଳ ପ୍ରକଳ୍ପ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଓଡ଼ିଶାରେ ବର୍ତ୍ତମାନ ୩୬ ରେଳ ପ୍ରକଳ୍ପ ରହିଛି। କେତେକ ପ୍ରକଳ୍ପର କାର୍ଯ୍ୟ ଚାଲୁଥିବାବେଳେ ଆଉକିଛି ବିଭିନ୍ନ ଅନୁମତି ଅପେକ୍ଷାରେ ରହିଛି। ସେହିଭଳି କେତେକ ପ୍ରକଳ୍ପର ଯୋଜନା…

7 years ago

ନାଗରିକତ୍ୱ ସଂଶୋଧନ ବିଲ୍‌ ପ୍ରସଙ୍ଗ: ବିଜେଡି-ଭାଜପା ସମ୍ପର୍କକୁ କଂଗ୍ରେସର ସମାଲୋଚନା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ବିଲ୍‌କୁ କଂଗ୍ରେସ ପାର୍ଲାମେଣ୍ଟ ଭିତରେ ଏବଂ ବାହାରେ ଜୋରଦାର ବିରୋଧ ପ୍ରଦର୍ଶନ କରିଛି। ଏହି ଅବସରରେ ନିଖିଳ ଭାରତ କଂଗ୍ରେସ…

7 years ago