ରାଜ୍ୟ

ଫ୍ଲାଟ୍‌ ଦେବା ନାଁରେ ନାଭି ଅଫିସରଙ୍କଠାରୁ ୭୧ଲକ୍ଷ ଠକେଇ

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ଫ୍ଲାଟ ଦେବାକୁ କହି ଏକ ବିଲ୍ଡର ସଂସ୍ଥା ଜଣେ ମର୍ଚ୍ଚାଣ୍ଟ ନାଭି ଅଫିସରଙ୍କଠାରୁ ୭୧ ଲକ୍ଷ ଟଙ୍କା ଠକି ନେଇଛନ୍ତି। ଏନେଇ ‘ଓଡିଶା ହୋମ୍‌…

7 years ago

କଲ୍ୟାଣମଣ୍ଡପ ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ: ମାଲିକ ଆଉ କୋଟିଏ ନ ଦେବାରୁ କରିଥିଲେ ଗୁଳି

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଶହୀଦନଗର ଥାନା ଟଙ୍କପାଣି ରୋଡ୍‌ ସାଇମନ୍ଦିର ନିକଟରେ ଥିବା ଖଟାମିଠା କଲ୍ୟାଣ ମଣ୍ଡପର ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ସଂପୃକ୍ତ…

7 years ago

ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷାଫଳ ପ୍ରକାଶ:କଳା ପାସ୍‌ ହାର ୭୧%, ବିଜ୍ଞାନ ୯୨%, ବାଣିଜ୍ୟ ୮୩%

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କଳାରେ ମୋଟ ୨୨,୭୧୮ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୧,୬୨୮ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। କଳାରେ ପାସ୍‌…

7 years ago

ଓଡ଼ିଆ ରଙ୍ଗମଞ୍ଚକୁ ମହିଳାଙ୍କ ପ୍ରବେଶ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ସମୟର ପରିବର୍ତ୍ତନ ସତ୍ତ୍ୱେ ଆମ ସଂସ୍କୃତିର ମୌଳିକତାକୁ ଅକ୍ଷୁଣ୍ଣ ରଖିବା ଏକ ବଡ଼ ଆହ୍ବାନ। ସଂସ୍କୃତିର ସୁରକ୍ଷା, ବିକାଶ ଏବଂ ସାମଗ୍ରିକ ଅଭିବୃଦ୍ଧି ପାଇଁ ସବୁ…

7 years ago

ବ୍ରହ୍ମାଙ୍କ ତପସ୍ୟା ପୀଠ ବ୍ରହ୍ମଗିରି

ସର୍ବଦା ଭକ୍ତର ଭାବରେ ବନ୍ଧା ପ୍ରଭୁ। ଯୁଗେ ଯୁଗେ ଭଗବାନ ଭକ୍ତ ପାଖରେ ବନ୍ଧା ପଡ଼ିଛନ୍ତି। ଭାରତ ବର୍ଷରେ ଯେତେ ପୂଣ୍ୟଭୂମି ରହିଛି ସେ ସବୁ ଭକ୍ତର…

7 years ago

ସାରଥିଙ୍କ ନିର୍ଦ୍ଦେଶରେ ରଥ ଚଳାନ୍ତି ଅଶ୍ୱ

ପୁରୀ ଅଫିସ,୨୬ା୬: ଅଖିଳ ବ୍ରହ୍ମାଣ୍ଡନାଥ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରତିବର୍ଷ ତିନିରଥ ନିର୍ମାଣ କରାଯାଏ। ପବିତ୍ର ଘୋଷଯାତ୍ରାରେ ଏହି ତିନିରଥ ଶ୍ରୀମନ୍ଦିର ସିଂହଦ୍ୱାରଠାରୁ ଶ୍ରୀଗୁଣ୍ଡିଚା…

7 years ago

ଆଜି ରଥକୁ ଉଠିବ ଚଉଦ ନାହାକା କାଠ

ପୁରୀ ଅଫିସ,୨୬ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ପ୍ରଥମ ଭୂଇଁ ଖଞ୍ଜାଯାଇ ଛ’କାଠ ଉଠିବା ପରେ ଦ୍ୱିତୀୟ ଭୂଇଁଖଞ୍ଜା ଆରମ୍ଭ ହୋଇଥିଲା। ମଙ୍ଗଳବାର ଦ୍ୱିତୀୟ ଭୂଇଁ…

7 years ago

ବିଏସ୍‌କେୱାଇ : ମହିଳାଙ୍କ ବାର୍ଷିକ ସ୍ବାସ୍ଥ୍ୟ ସହାୟତା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସହାୟତା ମିଳିବ। ପୂର୍ବରୁ ଏହି ସୁବିଧା ୭…

7 years ago

୫ ବର୍ଷରେ ୫% ଦାରିଦ୍ର୍ୟ ହ୍ରାସ ଲକ୍ଷ୍ୟ

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଙ୍ଗଳବାର ବିଧାନସଭାରେ ଅଭିଭାଷଣ ଦେଇ ଏକ ନୂତନ, ସଶକ୍ତ ଓଡ଼ିଶା ଗଠନର ଆହ୍ବାନ ଦେଇଛନ୍ତି। ଏଥିସହିତ ରାଜ୍ୟ ସରକାର…

7 years ago

ଆସିଲାଣି ବର୍ଷା ଋତୁ: ମରାମତି ହେଉନି ନଦୀବନ୍ଧ, ବିପଦ ଆଶଙ୍କାରେ ନଦୀକୂଳିଆ ଲୋକେ

ନୟାଗଡ଼ ଅଫିସ,୨୬ା୬- ନୟାଗଡ଼ ଜିଲା ଦେଇ ପ୍ରବାହିତ ହେଉଥିବା ଅନେକ ନଦୀବନ୍ଧ ବର୍ତ୍ତମାନ ମରାମତି ନ ହୋଇ ପଡ଼ିରହିଛି। ବର୍ଷା ଋତୁ ଆସୁଥିବାରୁ ନଦୀଜଳ କୂଳ ଖାଇ…

7 years ago