ରାଜ୍ୟ

ଚିକିଛା ଲାଗି ଟଁକା ଅଭାବ: ସରକାରୀ ସୁବିଧାରୁ ବଁଚିତ୍‌ ଦିବ୍ୟାଙ୍ଗ ତୃପ୍ତି

  ଜାମଟିକ୍ରା, ୩୦।୧୧(ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ପତ୍ରାପାଲି କେନାଲ ଛକର ରାଜକିଶୋର ପଧାନ ଆର ସୁଷମା ପଧାନକଁର ଝି’ ତୃପ୍ତି ପଧାନ…

7 years ago

ଦିବ୍ୟାଙ୍ଗ ଶିଶୁ ଖୋଜୁଛି ସହାୟତାର ହାତ

ଖପ୍ରାଖୋଲ, ୩୦ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ଗାଁର ଗୋକୁଳ ନାୟକ ଓ ଭାରତୀଙ୍କ ୪ବର୍ଷର ଝିଅ ଅର୍ଚ୍ଚନା। ଜନ୍ମର କେଇଟା ଦିନ ପରଠୁ…

7 years ago

ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଗୁଳି ଫୁଟି ଗ୍ରାହକ ଆହତ, ବାମ ପାଦରେ ବାଜିଛି ଗୁଳି

ପୁରୀ ଅଫିସ,୨୯।୧୧: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ପୁରୁଣା ସଦର ଥାନାସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସେଠାରେ ନିୟୋଜିତ…

7 years ago

କଳଙ୍କ ଲାଗିଯିବା ଭୟରେ ବିଧାନସଭା ବନ୍ଦ କରି ଦିଆଗଲା: କଂଗ୍ରେସ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ସରକାରଙ୍କ ପକ୍ଷରୁ କ୍ଲିନ୍‌ ଚିଟ୍‌ ଦିଆଯିବା ପ୍ରସଙ୍ଗ ସହ ୧୭ ଦିନ ପୂର୍ବରୁ ବିଧାନସଭା ଶୀତ…

7 years ago

ଗୁରୁଡ଼ିଝାଟିଆ ଆଇଆଇସିଙ୍କୁ ମହିଳାଙ୍କ ଠେଲାପେଲା, ଥାନା ସମ୍ମୁଖରେ ଧାରଣା

ଖୁଣ୍ଟୁଣୀ,୨୯।୧୧(ଡି.ଏନ୍‌.ଏ.): ଗୋଚର ଜମି ଉପରେ ପାଚେରୀ ନିର୍ମାଣକୁ ନେଇ ଗୁରୁବାର ଅପରାହ୍ନରେ ଗୁରୁଡ଼ିଝାଟିଆ ଥାନା ବାଳୀ ଗ୍ରାମର ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଏଥିରେ ଗୋଟିଏ…

7 years ago

ଯୁବତୀଙ୍କ ଅଶ୍ଳିଳ ଭିଡିଓ କରି ବ୍ଲାକ୍‌ମେଲିଂ: ଧରାପଡ଼ିଲେ ହୋଟେଲର ଦୁଇ ଯୁବକ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ନୟାପଲ୍ଲୀ ଥାନା ଏନ୍‌-୧ରେ ଥିବା ଏକ ହୋଟେଲରେ ଏକ ପ୍ରେମୀଯୁଗଳଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ହୋଟେଲ କର୍ମଚାରୀ ଭାଇରାଲ କରିବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି।…

7 years ago

ଭଙ୍ଗାଗଲା ଶ୍ରୀଲିଙ୍ଗରାଜ ମାର୍କେଟ କମ୍ଲେକ୍ସ

ପୁରୁଣା ଭୁବନେଶ୍ୱର,୨୯।୧୧(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ପରେ ଶ୍ରୀ ଲିଙ୍ଗରାଜ ମାର୍କେଟ କମ୍ଲେକ୍ସକୁ ଶୁକ୍ରବାର ଭଙ୍ଗାଯାଇଛି। ପୂର୍ବାହ୍ନରେ ବିଡିଏ ଓ ବିଏମ୍‌ସିର ମିଳିତ ସ୍କ୍ବାର୍ଡ ଏବଂ ଏକ ପ୍ଲାଟୁନ୍‌…

7 years ago

ପ୍ରମିଳାଙ୍କ ତାତ୍ସଲ୍ୟ: କହିଲେ ‘କିଏ କାହା ବନ୍ଧୁବାନ୍ଧବଙ୍କୁ ନେଇ ଯିବା ବେଳେ କ’ଣ ଭାଜପାକୁ ପଚାରିବେ’

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ସହ ମହିଳା ଯିବା ପ୍ରସଙ୍ଗରେ କ୍ଲିନ୍‌ଚିଟ୍‌ ମିଳିବାକୁ ନେଇ ଭାଜପା ସରକାରଙ୍କୁ କଟାକ୍ଷ କରିବାକୁ ନେଇ…

7 years ago

ପର୍ଯ୍ୟଟନ ମନ୍ତ୍ରୀଙ୍କୁ କ୍ଲିନ୍‌ଚିଟ୍‌ ମିଳିବା ପ୍ରସଙ୍ଗରେ ବର୍ଷିଲା ଭାଜପା: ପ୍ରମାଣ ଥିବା ସତ୍ତ୍ୱେ ଚ୍ୟାଲେଞ୍ଜ କରିବାକୁ ଦିଆଗଲା ନାହିଁ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଦୁଇଜଣ ମହିଳାଙ୍କୁ ସରକାରୀ ଅର୍ଥରେ ସାଙ୍ଗରେ ନେଇଥିବା ଅଭିଯୋଗ ହୋଇଥିଲା। ହେଲେ ଗୁରୁବାର ବିଧାନସଭାରେ ସଂସଦୀୟ…

7 years ago

ଡଷ୍ଟବିନ୍‌ରୁ ମିଳିଲା ନରକଙ୍କାଳ, ଲୋକେ ଆତଙ୍କିତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସ୍ଥାନୀୟ ଆଇଆର୍‌ସି ଭିଲେଜ୍‌ ହାଇସ୍କୁଲ ପଛପଟେ ଥିବା ଏକ ଡଷ୍ଟବିନରୁ ଶୁକ୍ରବାର ନରକଙ୍କାଳ ଉଦ୍ଧାର କରାଯାଇଛି। ଜଣେ ସଫେଇ କର୍ମଚାରୀ ସକାଳେ ଡଷ୍ଟବିନ୍‌ ସଫା କରୁଥିବା…

7 years ago