ରାଜ୍ୟ

ମନ୍ତ୍ରୀଙ୍କଠାରୁ ମିଳିଲା ପ୍ରତିଶ୍ରୁତି: ଚାଷୀ ଆନ୍ଦେଳନ ପ୍ରତ୍ୟାହୃତ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ପ୍ରତ୍ୟାହୃତ ହେଲା ସମ୍ବଲପୁର ଚାଷୀ ଆନ୍ଦୋଳନ। ଚାଷୀ ପ୍ରତିନିଧି ମିଟିଂରେ ଆଲୋଚନା ପରେ ଆନ୍ଦୋଳନ ପତ୍ୟାହାର ହେବା ନେଇ ଗୁରୁବାର ଆବାହକ ଅଶୋକ ପ୍ରଧାନ ଘୋଷଣା…

7 years ago

ଭୁବନେଶ୍ୱରରୁ ରାସ୍‌-ଅଲ୍‌-ଖଇମା ମଧ୍ୟରେ ବିମାନସେବା ଦାବି: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଭୁବନେଶ୍ୱର ଏବଂ ୟୁଏଇସ୍ଥିତ ରାସ-ଅଲ୍‌-ଖଇମା ସହର ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ…

7 years ago

ଟୋକନ୍‌ ବ୍ୟବସ୍ଥା ପ୍ରତ୍ୟାହାର ତାତି: ଭୁବନେଶ୍ୱରରେ ଗର୍ଜିଲେ ଚାଷୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ୍‌ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯିବା ପରେ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବରଗଡ଼,…

7 years ago

ଥାନାରେ ଆତ୍ମହତ୍ୟା କଲେ ହତ୍ୟା ଅଭିଯୁକ୍ତ

ବଡବିଲ,୨୧।୧୧(ସ୍ବ.ପ୍ର): ବଡବିଲ ଥାନାରେ ଜଣେ ହତ୍ୟା ଅଭିଯୁକ୍ତ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ବଡ଼ବିଲ ସେଡିଂ ବସ୍ତିର ସୁରେଶ ନାଏକ। ସ୍ତ୍ରୀ ବାସନ୍ତୀଙ୍କୁ ହତ୍ୟା ଅଭିଯୋଗରେ…

7 years ago

୨୦୨୦ ମାର୍ଚ୍ଚ ସୁଦ୍ଧା ୩୬ଟି ନୂଆ ଆଦର୍ଶ ବିଦ୍ୟାଳୟ ଖୋଲିବ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଓଡିଶା ଆଦର୍ଶ ବିଦ୍ୟାଳୟର ଗଭର୍ଣ୍ଣିଂ ବଡିର ବୈଠକ ଶେଷ ହୋଇଛି। ଲୋକସେବା ଭବନଠାରେ ବସିଥିବା ଏହି ବୈଠକରେ ମାର୍ଚ୍ଚ ୨୦୨୦ ମାର୍ଚ୍ଚ ସୁଦ୍ଧା ୩୬ଟି ନୂଆ…

7 years ago

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି

ବାରିପଦା ଅଫିସ,୨୧।୧୧:ମୟୁରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଏକ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ ହୋଇ ଥିବା ଅଭିଯୋଗ ହୋଇଛି। ଗତ ଶୁକ୍ରବାର ଉକ୍ତ ମହାବିଦ୍ୟାଳୟର ଜଣେ…

7 years ago

ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ମୃତଦେହ ଧରି ଥାନାରେ ଆତ୍ମସମର୍ପଣ

ଜଗନ୍ନାଥ ପ୍ରସାଦ,୨୧।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳ ପଟାଧର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଭାଇ…

7 years ago

ଚାଷୀ ଆନ୍ଦୋଳନ, ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼: ବିରୋଧୀଙ୍କ ହୋ-ହଲ୍ଲା, ଗୃହ ମୁଲତବୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ଧାନ ବିକ୍ରିକୁ ନେଇ ଆରମ୍ଭ କରାଯାଇଥିବା ଟୋକନ ବ୍ୟବସ୍ଥାକୁ…

7 years ago

ମହାପ୍ରଭୁଙ୍କ ମାମୁଘର ବିବାଦ: ଶାସ୍ତ୍ର, ପୁରାଣ, ସ୍ବତ୍ବଲିପିରେ ଉଲ୍ଲେଖ ନାହିଁ

ପୁରୀ ଅଫିସ, ୨୧।୧୧: ମହାପ୍ରଭୁଙ୍କ ମାମୁଘର ନେଇ ସୃଷ୍ଟି ହୋଇଛି ନୂଆ ବିବାଦ। ପ୍ରଥମାଷ୍ଟମୀ ଅବସରରେ ମଙ୍ଗଳବାର ନିଆଳି ମାଧବରୁ ପୋଢୁଅଁ। ଭାର ମହାପ୍ରଭୁଙ୍କ ପାଇଁ ଆସିବା…

7 years ago

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ

ପୁରୀ ଅଫିସ, ୨୧।୧୧: ଶ୍ରୀମନ୍ଦିରରେ ବୁଧବାର ପବିତ୍ର ପ୍ରଥମାଷ୍ଟମୀ ପାଳନ ଅବସରରେ ସ୍ବତନ୍ତ୍ର ପୂଜାବିଧି ଅନୁଷ୍ଠିତ ହୋଇଥିଲା। ଭୋଗ ମଣ୍ଡପ ବଢିବା ପରେ ତିନିବାଡ଼ରେ ମଇଲମ କରାଯାଇ…

7 years ago