ରାଜ୍ୟ

ପାଟନାଗଡ଼ ବିଧାୟକ, ନିର୍ବାହୀଯନ୍ତ୍ରୀଙ୍କୁ ତୁରନ୍ତ ଗିରଫ ଦାବି: ଦାବି ପୂରଣ ନ ହେଲେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ

ଭବାନୀପାଟଣା,୮।୬(ଡ.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟନାଗଡ଼ ନବନିର୍ବାଚିତ ବିଧାୟକ ସରୋଜ ମେହେର ଆଦିବାସୀ ସମ୍ପ୍ରଦାୟର ଜନୈକ କନିଷ୍ଠ ଯନ୍ତ୍ରୀଙ୍କୁ ବେଆଇନ ଭାବେ ସର୍ବସାଧାରଣରେ ଉଠ୍‌ବସ୍‌ କରାଇବା ଓ ଜନସାଧାରଣଙ୍କ…

7 years ago

ବାଲିଅନ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଘଟଣା: ଭାଇରାଲ ଭିଡିଓରୁ ହତ୍ୟାକାରୀ ଚିହ୍ନଟ; ଜମିବାଡ଼ି ବିବାଦକୁ ନେଇ ସାନ ଭାଇଙ୍କୁ ହତ୍ୟା କରିଛନ୍ତି ବଡ଼ ଭାଇ

ଭୁବନେଶ୍ୱର/ବାଲିଅନ୍ତା,୮।୬(ବ୍ୟୁରୋ/ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ଅଟଳାସ୍ଥିତ ପଞ୍ଚମୁଖୀ ବିହାର ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କୁ ଅନ୍ୟ ଜଣେ ଯୁବକ ଅତି…

7 years ago

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍‌, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍‌ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି କାର୍‌ରେ…

7 years ago

ପାଟଣାଗଡ଼ ଜେଇଙ୍କୁ ବିଧାୟକ ଉଠ୍‌ବସ କରିବା ଘଟଣା; ଜୀବନପ୍ରତି ବିପଦ ଅଛି: ଜେଇଙ୍କ ସ୍ତ୍ରୀ

ଭୁବନେଶ୍ୱର, ୮।୬(ବ୍ୟୁରୋ): ପାଟଣାପଡ଼ ଜେଇଙ୍କୁ ବିଧାୟକ ଉଠ୍‌ବସ କରିବା ଘଟଣାରେ ସମ୍ପୃକ୍ତ ଜେଇଙ୍କ ସ୍ତ୍ରୀ ପ୍ରବୀଣା ରାଜସିଂହ କହିଛନ୍ତି ଯେ, ନିଜର ଏବଂ ତାଙ୍କ ସ୍ବାମୀଙ୍କ ଜୀବନ…

7 years ago

ପାରିପାରିକ କଳହ: ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

ଅନୁଗୋଳ ଅଫିସ,୮।୬: ଅନୁଗୋଳ ଜିଲା କଣିହାଁ ଥାନାରେ ପାରିବାରିକ କଳହର ସମାଧାନ ସମୟରେ ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଘଟିଥିବା ଶନିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି।…

7 years ago

ଶପଥ ପାଠ ପରେ ପ୍ରଥମ ଥର ମହାପ୍ରଭୁଙ୍କୁ ଦର୍ଶନକଲେ ୨ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ, ୮।୬: ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ ଶନିବାର ଓଡ଼ିଶା ଆସିଛନ୍ତି। ଭୁବନେଶ୍ୱର…

7 years ago

ଶ୍ରୀଲିଙ୍ଗରାଜଙ୍କ ବିବାହ ସମ୍ପନ୍ନ: ସାମିଲ ହେଲେ ୨୦୦ରୁ ଊର୍ଦ୍ଧ୍ୱ ବରଯାତ୍ରୀ

ପୁରୁଣା ଭୁବନେଶ୍ୱର, ୮ା୬ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜ ସହ ମା’ ପାର୍ବତୀଙ୍କ ପାରମ୍ପରିକ ରୀତିରେ ବିବାହ କାର୍ଯ୍ୟ ଶୁକ୍ରବାର ବିଳମ୍ବିତ ରାତିରେ ସମ୍ପନ୍ନ ହୋଇଛି। ଶ୍ରୀଲିଙ୍ଗରାଜଙ୍କ ଶ୍ୱଶୁରାଳୟ…

7 years ago

‘ଭାଜପା ଉପରେ ଲୋକେ ଅସନ୍ତୁଷ୍ଟ ଥିବା ଜାଣିପାରିଥିଲି’

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳରେ କେଉଁମାନେ ସ୍ଥାନ ପାଇବେ ସେନେଇ ଗତ ୨୮ତାରିଖରେ ଚର୍ଚ୍ଚା ଲାଗି ରହିଥିଲା। ହେଲେ ରାତିରେ ସବୁ କଳ୍ପନାଜଳ୍ପନାର ଅବସାନ ଘଟିଲା। ଘୋଷଣା…

7 years ago

ଅଖ ହଣା ସରିଲା, ଦଣ୍ଡା କାମ ଆରମ୍ଭ

ପୁରୀ ଅଫିସ, ୮ା୬: ଆସୁଛି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଶ୍ରୀନଅର ସମ୍ମୁଖ ରଥଖଳାରେ ତିନିରଥ ମୁଖ୍ୟ ବିଶ୍ୱକର୍ମାଙ୍କ ନେତୃତ୍ୱରେ ଚାଲିଛି ରଥ କାମ। ଅକ୍ଷୟତୃତୀୟ ଠାରୁ ଆରମ୍ଭ…

7 years ago

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୮ା୬: ଆସନ୍ତା ଜୁଲାଇ ୪ ତାରିଖରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ କାମ ଆଗେଇ ଚାଲିଥିବାବେଳେ ଦୁଇଟି…

7 years ago