ରାଜ୍ୟ

ସାପକୁ ମାରି ମାଲିକଙ୍କ ପରିବାରକୁ ବଞ୍ଚାଇଲା ଡଗି

ଜୟପୁର,୧୨ା୧୧ (ନି.ପ୍ର/ଡ଼ି.ଏନ.ଏ): ନିଜ ଜୀବନକୁ ବାଜି ଲଗାଇ ୬ ପ୍ରାଣୀଙ୍କ ଜୀବନ ବଞ୍ଚାଇଛି ଘରର ପୋଷା କୁକୁର ଡଗି। ଏକ ବିଷଧର ନାଗ ସାପ ସହ ଅଧଘଣ୍ଟା…

7 years ago

ଓଡ଼ିଶାକୁ ଆଇଏମ୍‌ଏଫ୍‌ ଟିମ୍‌ର ପ୍ରଶଂସା: ‘ରାଜ୍ୟର ଆର୍ଥିକ ସଂସ୍କାର ବିକାଶମୂଳକ’

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଶାର ଆର୍ଥିକ ସଂସ୍କାର ଦିଗ ଠିକ୍‌ ଏବଂ ବିକାଶମୂଳକ ବୋଲି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌) ଟିମ୍‌ ମତ ରଖିଛନ୍ତି। ସୋମବାର ରାଜ୍ୟ ଲୋକସେବା ଭବନଠାରେ ମୁଖ୍ୟ…

7 years ago

ଆକାଶମାର୍ଗରୁ ବୁଲ୍‌ବୁଲ୍‌ ପ୍ରଭାବିତ ଅଞ୍ଚଳ ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିପୂରଣ ପ୍ୟାକେଜ୍‌ ଘୋଷିତ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ’ ପ୍ରଭାବରେ ଉପକୂଳ ଓଡ଼ିଶାର ୬ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଘରଦ୍ୱାର ଭାଙ୍ଗିବା ସହ ଲକ୍ଷ ଲକ୍ଷ ହେକ୍ଟର ଜମିରେ ଫସଲ ଉଜୁଡ଼ି…

7 years ago

ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ

ସାକ୍ଷୀଗୋପାଳ,୧୧।୧୧(ଡି.ଏନ.ଏ): ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗର…

7 years ago

ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ଖପା୍ରଖୋଲ, ୧୨ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ପଞ୍ଚାୟତ ସମିତି ଅଧ୍ୟକ୍ଷା ପୂର୍ଣ୍ଣମାସୀ ବରିହାଙ୍କୁ ସୋମବାର ନିଜ କାର୍ଯ୍ୟାଳୟରେ ଥିବାବେଳେ ଦୁର୍ବ୍ୟବହାର କରାଯାଇଥିବା ଖପ୍ରାଖୋଲ ଥାନାରେ ଅଭିଯୋଗ ହୋଇଛି।…

7 years ago

ଖୁବ୍‌ଶୀଘ୍ର ବିଏମ୍‌ସି ବାଣ୍ଟିବ ସ୍ମାର୍ଟ କିଓସ୍କୋ

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ସ୍ମାର୍ଟସିଟି ଲିମିଟେଡ୍‌ ପକ୍ଷରୁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ ଯାଏ ନିର୍ମାଣ ହୋଇଥିବା ସ୍ମାର୍ଟ ଭେଣ୍ଡିଂ ଜୋନ୍‌ ବିଏମ୍‌ସିକୁ ହସ୍ତାନ୍ତର ହୋଇସାରିଛି। ସେଥିରେ ଥିବା ୧୫୦ଟି ସ୍ମାର୍ଟ…

7 years ago

ନାଉଗଁ। ବ୍ଲକରେ ଜିଲାପାଳଙ୍କ ଜନଶୁଣାଣି ଶିବିର

ନାଉଗଁ।,୧୨ା୧୧(ସ୍ବ.ପ୍ର.): ନାଉଗଁା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସଂଗ୍ରାମକେଶରୀ ମହାପାତ୍ର ଯୋଗଦେଇ ଅଭିଯୋଗ ଗୁଡ଼ିକର…

7 years ago

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ

ବାଲୁଗଁ। ,୧୨ା୧୧(ଡି.ଏନ.ଏ.): ଚିଲିକାର ଏ୍ୟତିହ୍ୟ ନୌବାଣିଜ୍ୟ ପରମ୍ପରା ଓ ସଂସ୍କୃତିକୁ ଉଜ୍ଜୀବିତ ଉଦ୍ଦେଶ୍ୟରେ ବାଲୁଗାଁର ଚିଲିକା ତଟଦେଶରେ ସୋମବାର ସନ୍ଧ୍ୟାରେ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ -୨୦୧୯…

7 years ago

କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ :ଜେଲ ଗଲେ ଅଭିଯୁକ୍ତ ବଙ୍ଗୀୟ ରଙ୍ଗ ମିସ୍ତ୍ରି

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୁକ୍ତ ରଙ୍ଗ ମିସ୍ତ୍ରିଙ୍କୁ ପୋଲିସ ଗିରଫ କର ସୋମବାର କୋର୍ଟଚାଲାଣ କରିଛି।…

7 years ago

ଆଜିଠାରୁ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା

(ଉପେନ୍ଦ୍ର ରାଉତ) ବଅଁରପାଳ, ୧୨।୧୧ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ଠାରେ ଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହେବ। ଗଡ଼ସନ୍ତ୍ରୀ ଓ…

7 years ago