ନୂଆଦିଲ୍ଲୀ,୨୯ା୫: ସାଧାରଣ ନିର୍ବାଚନରେ କଂଗ୍ରେସର ପରାଜୟ ଦଳ ପାଇଁ ନେତୃତ୍ୱ ସଙ୍କଟର କାରଣ ପାଲଟିଛି। ଦଳର ନୈରାଶ୍ୟଜନକ ପ୍ରଦର୍ଶନକୁ ନେଇ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା…
ଭୁବନେଶ୍ୱର,୨୯ା୫(ବ୍ୟୁରୋ): ବୁଧବାର ପୂର୍ବାହ୍ନରେ ରାଜ୍ୟର ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ। ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ନୂଆ…
ବାଲେଶ୍ୱର ଅଫିସ, ୨୯।୫(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀ ଦୀର୍ଘ ଦୁଇ ଦଶନ୍ଧି ଧରି ଗତିପଥ ବଦଳାଉଥିବାରୁ ସଦର ବ୍ଲକ ଅଧୀନ ଗୋପୀନାଥପୁର ପଞ୍ଚାୟତର…
ଭୁବନେଶ୍ୱର,୨୮।୫(ବ୍ୟୁରୋ): ଓଡ଼ିଶାର ବରିଷ୍ଠ ବିଜେଡି ନେତା ତଥା ବହୁବାର ବିଧାୟକ ହୋଇଥିବା ସୂର୍ଯ୍ୟ ପାତ୍ର ପରବର୍ତ୍ତୀ ବିଧାନସଭାର ବାଚସ୍ପତି ହୋଇପାରନ୍ତି। ତାଙ୍କୁ ବାଚସ୍ପତି କରିବା ନେଇ ଦଳ…
କେନ୍ଦୁଝର, ୨୮ା୫ (ସ୍ବ.ପ୍ର./ଡି.ଏନ.ଏ.)-ଗତ କିଛି ଦିନ ହେଲା କେନ୍ଦୁଝରର ପାରଦ ଆକାଶଛୁଆଁ ହେଉଥିବାରୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଏଭଳି ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ କୁଆପଥର ବର୍ଷା…
ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ।…
ସିମୁଳିଆ, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଈଶ୍ୱରପୁର ପଞ୍ଚାୟତ ଅଧୀନ କଳାଶୁଣୀ ଅଞ୍ଚଳର ଊର୍ମିଳା ଓ ନରହରି ପଣ୍ଡାଙ୍କ ଦେଢ଼ବର୍ଷର ଶିଶୁକନ୍ୟା ଶୁୁଚିସ୍ମିତାଙ୍କୁ ସରକାରୀ ଓ ବେସରକାରୀ…
ଛେଣ୍ଡିପଦା/ମାଧପୁର, ୨୮।୫(ସ୍ବ.ପ୍ର.)- ଛେଣ୍ଡିପଦା ବ୍ଲକ ଅଞ୍ଚଳରେ କିଛି ମାସ ହେବ ଅଘୋଷିତ ବିଦ୍ୟୁତ୍ କାଟ ହେଉଥିବା ଅଭିଯୋଗ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଓ ଅସହ୍ୟ ଗୁଳୁଗୁଳି ଯୋଗୁ…
ପରଜଙ୍ଗ, ୨୮।୫(ଡି.ଏନ୍.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟା ବେଳେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ତୋଫାନରେ ବ୍ୟାପକ କ୍ଷତି ହୋଇଛି। ପ୍ରବଳ ବେଗରେ ପବନ…
ବଲାଙ୍ଗୀର ଅଫିସ, ୨୮ା୫: ବଲାଙ୍ଗୀର ସହର ଚିମିନିଭାଟିପଡା-ଲକ୍ଷ୍ମୀନଗରପଡା ପାଖ ଲକ୍ଷ୍ମୀଯୋର ଭିତରୁ ଗତ ଶୁକ୍ରବାର ରାତିରେ ଜଣେ ନିଖୋଜ ୫ ବର୍ଷର ଶିଶୁର ମୃତଦେହ ମିଳିଥିଲା ।…