ରାଜ୍ୟ

ବଲାଙ୍ଗୀରରେ ନରସିଂହ ଆଗୁଆ

ବଲାଙ୍ଗୀର ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବଲାଙ୍ଗୀର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନରସିଂହ ମିଶ୍ର ଆଗୁଆ ରହିଛନ୍ତି। ନରସିଂହ ୮୨୬୬ ଭୋଟ ପାଇଥିବାବେଳେ…

7 years ago

ରାଉରକେଲାରେ ସାରଦା ନାୟକ ଆଗୁଆ

ରାଉରକେଲା ଅଫିସ,୨୩।୫: ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ରାଉରକେଲା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସାରଦା ନାୟକ ଆଗୁଆ ରହିଛନ୍ତି। ସାରଦା ୨୧୭୧ ଭୋଟ ପାଇଥିବାବେଳେ…

7 years ago

ଦେବଗଡ଼ ବିଧାନସଭା: ଭାଜପା ଆଗୁଆ

ଦେବଗଡ଼,୨୩।୫: ଦେବଗଡ଼ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଆଗରେ ରହିଛନ୍ତି। ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ୭୩୯୭ ଭୋଟ ପାଇଥିବା ବେଳେ ବିଜେଡି…

7 years ago

ପାଟଣାଗଡ଼ରେ କେଭି ପଛରେ

ପାଟଣାଗଡ଼,୨୩।୫: ପାଟଣାଗଡ଼ ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ କନକ ବର୍ଦ୍ଧନ ସିଂଦେଓ ପଛରେ ଚାଲିଛନ୍ତି। ବିଜେଡି ପ୍ରାର୍ଥୀଙ୍କଠାରୁ କେଭି ୨୦୬୬ ଭୋଟରେ ପଛୁଆ ଅଛନ୍ତି।

7 years ago

ଭଞ୍ଜନଗରରେ ବିଜେଡିର ବିକ୍ରମ, ଆସିକାରେ ମଞ୍ଜୁଳା, ସୋରଡାରେ ପୂର୍ଣ୍ଣ ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର, ଆସିକା, ସୋରଡା ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ଆଗୁଆ ରହିଛନ୍ତି। ଭଞ୍ଜନଗର ବିଜେଡି ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ୨୦,୩୭୩ ଭୋଟ…

7 years ago

ଲାଞ୍ଜିଗଡ଼, ନର୍ଲାରେ ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଲାଞ୍ଜିଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଦିଶରି ଆଗୁଆ ରହିଛନ୍ତି। ସେହିପରି ନର୍ଲା ବିଧାନସଭାରେ ବିଜେଡିର ଭୂପିନ୍ଦର ସିଂ ଆଗରେ ଥିବା ସୂଚନା ମିଳିଛି।

7 years ago

ନୂଆପଡ଼ା ବିଧାନସଭା: କଂଗ୍ରେସ ଆଗରେ

ନୂଆପଡ଼ା ଅଫିସ,୨୩।୫: ନୂଆପଡ଼ା ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ଆଗରେ ଅଛନ୍ତି। ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଘାସିରାମ ୬୭୨୮ ଭୋଟ ପାଇଥିବାବେଳେ…

7 years ago

ଖଡ଼ିଆଳ ବିଧାନସଭା: ଆଗେଇଲା ବିଜେଡି

ନୂଆପଡ଼ା ଅଫିସ,୨୩।୫: ଖଡ଼ିଆଳ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ଆଗୁଆ ଅଛନ୍ତି। ଚତୁର୍ତ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଲମ୍ବୋଦର ୬୮୨୯ ଭୋଟ ପାଇଥିବାବେଳେ…

7 years ago

ବୀରମହାରାଜପୁରରୁ ପଦ୍ମନାଭ ବେହେରା ପଛୁଆ

ବୀରମହାରାଜପୁର,୨୩।୫: ବୀରମହାରାଜପୁର ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ପଦ୍ମନାଭ ବେହେରା ପଛରେ ପଡ଼ିଛନ୍ତି। ୫ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ପଦ୍ମନାଭ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର…

7 years ago

ସୋନପୁରରୁ ନିରଞ୍ଜନ ପୂଜାରୀ ଆଗୁଆ

ସୋନପୁର,୨୩।୫: ସୋନପୁର ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଆଗୁଆ ରହିଛନ୍ତି। ୭ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନିରଞ୍ଜନ ୪୭୧୮ ଖଣ୍ଡ ଭୋଟ ପାଇଥିବାବେଳେ…

7 years ago