ରାଜ୍ୟ

ଜାତୀୟ କୃମି ଦିବସ: କୃମି ଔଷଧ ଖାଇ ୨୬ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ଛେଣ୍ଡିପଦା, ୮।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଲିପଟା ରଥସାହି ପ୍ରାଥମିକ ବିଦ୍ୟାଳୟରେ କୃମି ଔଷଧ ଖାଇ ଗୁରୁବାର ୨୬ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ପ୍ରକାଶ…

7 years ago

୧୨ କୋଟି ଜିଏସ୍‌ଟି ଠକି ବ୍ୟବସାୟୀ ଗିରଫ

କଟକ ଅଫିସ, ୮।୮: ଜିଏସ୍‌ଟି ଠକେଇ ମାମଲାରେ ବଲାଙ୍ଗୀରର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ହେଲେ ଟିଟଲାଗଡ଼ର ତୀର୍ଥଙ୍କର ପଟେଲ। ତୀର୍ଥଙ୍କର ୧୨ କୋଟି…

7 years ago

ଉପବାଚସ୍ପତି ରଜନୀକାନ୍ତ ସିଂହ ଆହତ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଗୁରୁବାର ଆହତ ହୋଇଛନ୍ତି। ଝୁଣ୍ଟିପଡ଼ିବାରୁ ତାଙ୍କ ଆଣ୍ଠୁରେ ଗୁରୁତର ଆଘାତ ଲାଗିଥିବା ସୂଚନା ମିଳିଛି।

7 years ago

ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣକଲେ ବି.କେ. ଶର୍ମା

ଭୁବନେଶ୍ୱର, ୮।୮(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଧିକାରୀ ବିଜୟ କୁମାର ଶର୍ମା ଗୁରୁବାର ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଡିଜିପି ଥିବା ଡା.…

7 years ago

ଅଲୋଡା ଶିଶୁକନ୍ୟା: ଅନ୍ଧାର ରାତିରେ ଚାଳିଆରୁ ଉଦ୍ଧାର ହେଲା ନବଜାତକ

ସଜନାଗଡ଼, ୮।୮(ଡି.ଏନ.ଏ.)-ଶିଶୁ କନ୍ୟା ପ୍ରତି ଘୃଣା ଭାବ ପୋଷଣ ନ କରିବା ପାଇଁ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ସଫଳ ହୋଇପାରିନି।…

7 years ago

ଜୀବିତ ଲୋକଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଇଲା ପୋଲିସ

ବରଗଡ଼ ଅଫିସ/ଅତାବିରା,୮ା୮: ଜଣେ ଜୀବିତ ଲୋକଙ୍କୁ ପୋଲିସ ମୃତ ଭାବିବା ଓ ବ୍ୟବଚ୍ଛେଦ ପାଇଁ ପଠାଇବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ବ୍ୟବଚ୍ଛେଦ ଗୃହରେ ସମ୍ପୃକ୍ତ…

7 years ago

ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି ପ୍ରବଳ…

7 years ago

ନାଲକୋ ଦୁର୍ଘଟଣାରେ ଆଉ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ଅନୁଗୋଳ ଅଫିସ, ୮।୮: ନାଲକୋ ସ୍ମେଲଟର ପ୍ଲାଣ୍ଟ କାଷ୍ଟ ହାଉସ ପରିସରରେ ଗତ ୨୩ରେ ବିଦ୍ୟୁତ ଆଘାତରେ ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ…

7 years ago

ଘରର ମାଟି କାନ୍ଥ ପଡ଼ି ମହିଳାଙ୍କ ମୃତ୍ୟୁ

କେନ୍ଦୁଝର,୮।୮(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ହର୍ଷପୁର ଗଁ। ରେ ବୁଧବାର ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁଁ ମାଟି ଘର ସବୁ ସନ୍ତସନ୍ତିଆ ହୋଇଯାଇଛି। ଫଳରେ…

7 years ago

ଦେଶର ୧୦ ଶ୍ରେଷ୍ଠ ଥାନା ତାଲିକାରେ ଓଡ଼ିଶାର ତରଭା: ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ପକ୍ଷରୁ ମିଳିଲା ପ୍ରମାଣପତ୍ର

ସୋନପୁର/ତରଭା,୮ା୮(ନି.ପ୍ର./ଡି.ଏନ୍‌.ଏ.): ୨୦୧୮ ସର୍ଭେ ଅନୁଯାୟୀ ଭାରତର ୧୦ ଶ୍ରେଷ୍ଠ ଥାନା ତାଲିକାରେ ସୁବର୍ଣ୍ଣପୁର ଜିଲାର ତରଭା ଥାନା ସ୍ଥାନ ପାଇଛି। ଏଥିପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହ…

7 years ago