କଟକ ରୋଡ,୨୭ା୭(ଡି.ଏନ୍.ଏ.): ରାଜଧାନୀର ଅଧିକାଂଶ ବାରରେ ଯୁବତୀ ଗୀତ ଗାଇବା ପାଇଁ କେତେଜଣ ବାର ମାଲିକ ଅନୁମତି ପାଇଛନ୍ତି। କିନ୍ତୁ ଏଭଳିସ୍ଥଳେ ଗୀତ ଗାଇବା ନଁ।ରେ ବାରରେ…
ବଅଁରପାଳ,୨୭।୭(ଡି.ଏନ୍.ଏ): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଲକ୍ଷ୍ମଣପୁର ଗଁ। ନିକଟରେ ତିଆରି ହୋଇଥିବା ନାଲକୋ ପାଚେରୀ ଶନିବାର ସକାଳୁ ଭାଙ୍ଗିଯାଇଛି। ଲଗାତାର ବର୍ଷା ହେବା ଯୋଗୁ ଏହି…
ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗାଁର ଭାଲୁଘରା ସାହିର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହକୁ ଶନିବାର ପୋଲିସ ଜବତ…
ବାଲିଆପାଳ, ୨୭।୭(ସ୍ବ.ପ୍ର.): ନାବାଳକଙ୍କ ମୃତ୍ୟୁକୁ ନେଇ ବାଲିଆପାଳ କମର୍ଦା ମୁଖ୍ୟରାସ୍ତା ଉଲୁଡ଼ା ଛକ ନିକଟରେ ଶନିବାର ସକାଳେ ରାସ୍ତା ଅବରୋଧ କରାଯାଇଛି। ମୃତଦେହ ନେଇ ଆସିଥିବା ଆମ୍ବୁଲାନ୍ସ…
ଛେଣ୍ଡିପଦା,୨୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜରପଡା ଧବଳେଶ୍ବର ଶିବ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶିବ ମନ୍ଦିରରୁ ଦାନ ବାକ୍ସ…
ପୁରୀ ଅଫିସ, ୨୭ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ…
ପୁରୀ ଅଫିସ, ୨୭ା୭: ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ବହନ କରୁଛି ଭାରତ। ଏହାର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ଲୋକକଳା ବେଶ୍ ସମୃଦ୍ଧ। ଯିଏ ଏହାର…
ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଆକାଶ ଇଣ୍ଡିଆ ମଲ୍ଟି କମ୍ପ୍ଲେକ୍ସ ଚିଟ୍ଫଣ୍ଡ ସଂସ୍ଥା ଠକେଇ ମାମଲାରେ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଶୁକ୍ରବାର ୨ଜଣ ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେମାନେ…
ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଧୀନ ୬୭ଟି ଓ୍ବାର୍ଡରେ ମୋଟ ୬୫୦କିମିର ଆଭ୍ୟନ୍ତରୀଣ ଡ୍ରେନ ଓ ୬୦ କିମିର ୧୦ଟି ମୁଖ୍ୟ ଡ୍ରେନ୍ ରହିଛି। ତନ୍ମଧ୍ୟରୁ…