ରାଜ୍ୟ

କେନ୍ଦ୍ରୀୟ ଡେପୁଟେଶନରେ ଏସ୍‌.ଏନ. ଗିରିଶ, ଛୁଟିରେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୦୨ ବ୍ୟାଚ ଆଇଏଏସ୍‌ ଅଧିକାରୀ ତଥା ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ସ୍ବତନ୍ତ୍ର ସଚିବ ଏସ.ଏନ୍‌. ଗିରିଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଥିବା ସୂଚନା ମିଳିଛି।…

7 years ago

ବାହାରେ ପଡ଼ିବନି ପାଇଖାନା ମଇଳା

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ପରିମଳ ପରିଚାଳନାକୁ ଦୀର୍ଘସ୍ଥାୟୀ କରିବା ନେଇ ମଙ୍ଗଳବାର ସଚିବାଳୟଠାରେ ଉନ୍ନୟନ କମିଶନର ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ସେପ୍ଟିଜ…

7 years ago

କୋଇଲା ଅତିରିକ୍ତ ଟିକସ ୫୬୦ କୋଟି ଟଙ୍କା ଦାବିକଲା ଓଡ଼ିଶା

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ରାଜ୍ୟ ସରକାର କୋଇଲା ଉପରୁ କେନ୍ଦ୍ର ସରକାର ଆଦାୟ କରିଥିବା ଅତିରିକ୍ତ ଟିକସ(ଲେଭି) ବାବଦ ୫୬୦ କୋଟି ଟଙ୍କା ଦେବାକୁ ଦାବି କରିଛନ୍ତି। କୋଇଲା…

7 years ago

୧୧ ଜିଲାରେ ସ୍ବଳ୍ପ ବୃଷ୍ଟିପାତ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ଚଳିତବର୍ଷ ରାଜ୍ୟରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଛି। ସାରା ଦେଶରେ ୧୫ ସ୍ଥାନରେ ସ୍ବାଭାବିକ ବର୍ଷା ହୋଇଥିବାବେଳେ ୨୧ ସ୍ଥାନରେ ବର୍ଷାର ପରିମାଣ କମ୍‌…

7 years ago

ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍‌ ଫୋରମ୍‌ ଅଧ୍ୟକ୍ଷଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍‌ ଫୋରମ୍‌ର ଅଧ୍ୟକ୍ଷ ତଥା ସିଇଓ ମୁକେଶ ଅଘିଙ୍କ ସହ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାକ୍ଷାତ କରିଛନ୍ତି। ଏହି ଅବସରରେ…

7 years ago

ରଣପୁର ଡାକ୍ତରଖାନାରେ ଔଷଧ ବିତରଣ କେନ୍ଦ୍ର:୨୪ ବଦଳରେ ଖୋଲା ରହୁଛି ୬ଘଣ୍ଟା

ରଣପୁର,୨୪ା୭ (ସ୍ବ.ପ୍ର.): ସରକାର ରୋଗୀ ସେବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ପ୍ରଚଳନ କରୁଛନ୍ତି। ହେଲେ କେତେକ ଅସାଧୁ ଅଧିକାରୀ ଓ…

7 years ago

ଶ୍ରାବଣରେ ମୁଣ୍ଡଫଟା ଖରା, ମରୁଡି ଆଶଙ୍କା

ଖଣ୍ଡପଡା,୨୪ା୭(ସ୍ବ.ପ୍ର.): ଗତ କିଛିଦିନ ହେବ ନୟାଗଡ଼ ଜିଲାରେ ବର୍ଷା ଉଭାନ ହୋଇଯାଇଛି। ଏହାକୁ ନେଇ ଚାଷୀଙ୍କ ମନରେ ହତାଶ ଭାବ ସୃଷ୍ଟି ହୋଇଛି ା ମୌସୁମୀ ଦୁର୍ବଳ…

7 years ago

ଯୋଜନାରେ ଅଟକିଛି ପର୍ଯ୍ୟଟନ କ୍ଷେତ୍ରର ବିକାଶ: କାମରେ ଲାଗୁନି ପାନ୍ଥଶାଳା, ବ୍ୟାଖ୍ୟାନ କେନ୍ଦ୍ର

ଖଣ୍ଡପଡ଼ା,୨୪ା୭(ସ୍ବ.ପ୍ର.): ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ତଥା ଉନ୍ନତି ନିମନ୍ତେ ବହୁ ଯୋଜନା ପ୍ରସ୍ତୁତ କରି କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ପ୍ରକୃତପକ୍ଷେ ଏହି…

7 years ago

ପାଣି ଆସୁ ଆସୁ କେନାଲରେ ଘାଇ

ବାଲିଆ,୨୪।୭: ବାଲିଆ ଜଳସେଚନ ସେକ୍ସନ ଅଧୀନ ୪ନଂ କେନାଲରେ ପାଣି ଆସୁ ନ ଥିବାରୁ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ପାଣି ବିନା ଚାଷ…

7 years ago

ଗ୍ରୀନ୍‌ ମହାନଦୀ ମିଶନରେ ଗତବର୍ଷ ୬୯କୋଟିରୁ ଅଧିକ ଖର୍ଚ୍ଚ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୧୮-୧୯ ବର୍ଷରେ ଗ୍ରୀନ୍‌ ମହାନଦୀ ମିଶନ ଯୋଜନାରେ ରାଜ୍ୟ ସରକାର ମହାନଦୀ, ଇବ୍‌, ତେଲ ଏବଂ ଏହାର ଶାଖା/ପ୍ରଶାଖାର ଉଭୟ ପାର୍ଶ୍ୱରେ ୧୪୫୨.୨୫ ହେକ୍ଟର…

7 years ago