ବାଲିଗୁଡା,୧୭ା୭(ଡି.ଏନ୍.ଏ.)-କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଲଙ୍କାଗଡ଼ ପଞ୍ଚାୟତର ବିଭିନ୍ନ ଗଁାରେ ମଙ୍ଗଳବାର ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। କେକେବିଏନ ମାଓବାଦୀ ସଙ୍ଗଠନ ପକ୍ଷରୁ ଏହି ପୋଷ୍ଟର ଲଗାାଯାଇଥିବା…
ବ୍ରହ୍ମପୁର ଅଫିସ୍,୧୭ା୭-ଖଲ୍ଲିିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ବାହାର ତଥା କନିଷିସ୍ଥିତ ଜି-ମ୍ୟାକ୍ସ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କରାଯିବାକୁୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। କଲ୍ୟାଣମଣ୍ଡପ ଭଳି ଏକ…
ବ୍ରହ୍ମପୁର ଅଫିସ,୧୭ା୭-ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦରରେ ନିର୍ମିତ ନୂତନ ସିଟି ବସ୍ ଟର୍ମିନାଲ ଉଦ୍ଘାଟନକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଛି। ତଥାପି ଏହାକୁ କାର୍ଯ୍ୟକ୍ଷମ କରିବାରେ…
ଆନନ୍ଦପୁର,୧୭। ୭(ସ୍ବ.ପ୍ର.)- ସୋମବାର ରାତିରେ ଶ୍ୱଶୁରଘର ଲୋକେ ଜ୍ୱାଇଁଙ୍କୁ ମୁମୂର୍ଷୁ ଅବସ୍ଥାରେ ଆଣି ଘରେ ଛାଡ଼ିଯିବାପରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ଆନନ୍ଦପୁର ପୌରାଞ୍ଚଳ…
ଝୁମ୍ପୁରା, ୧୭।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଖଣି କ୍ଷତିଗ୍ରସ୍ତ ଅଞ୍ଚଳ ଭାବେ ପ୍ରଥମ ଭାଗରେ ଚିହ୍ନଟ ହୋଇଥିବା ୫ଟି ପଞ୍ଚାୟତ (ବସନ୍ତପୁର, ମଲଦା, ନୟାଗଡ,…
ବାହାନଗା, ୧୭।୭(ଡି.ଏନ.ଏ.)-ଋଣ ନ ପାଇ ବାହାନଗା ବ୍ଲକ ଚିତ୍ତଳ ଗ୍ରାମର ‘ଜୟ ମହାବୀର’ ମହିଳା ଗ୍ରୁପ୍ର ସଦସ୍ୟାମାନେ ମଙ୍ଗଳବାର ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପରିଚାଳକଙ୍କୁ ଘେରିଥିଲେ। ଶାଖା…
ଔପଦା, ୧୭।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ତହସିଲ ଅନ୍ତର୍ଗତ ଗଡ଼ସାହି ପଞ୍ଚାୟତର କୁସୁନଦାସପୁର, ରଙ୍ଗାମାଟିଆ, ପଣ୍ଡୁଆ, ପଥରପଦା ଆଦି ଗ୍ରାମରେ ଥିବା ସରକାରୀ ଜମିରୁ ମୋରମ ଲୁଟ୍ କରାଯାଉଛି।…
ବସ୍ତା, ୧୭।୭(ସ୍ବ.ପ୍ର.)-ବସ୍ତା ଥାନା କୁଳିଦା ପଞ୍ଚାୟତରେ ଗତ ୧୫ଦିନ ହେଲା ମାଙ୍କଡ଼ଙ୍କ ଉପଦ୍ରବ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ୫୦ରୁ ଊର୍ଦ୍ଧ୍ୱ ମାଙ୍କଡ଼ ଏହି ପଞ୍ଚାୟତର…
ଭୁବନେଶ୍ୱର,୧୬।୭(ବ୍ୟୁରୋ): ମଙ୍ଗଳବାର ପଡ଼ୁଥିବା ଚନ୍ଦ୍ରଗ୍ରହଣକୁ ନେଇ ସୋସିଆଲ ମିଡିଆ ଏବଂ କିଛି ଗଣମାଧ୍ୟମରେ ପ୍ରଚାର କରାଯାଉଥିବା ଖବର ବିଭ୍ରାନ୍ତିକର । ଜୁଲାଇ ୧୭ରେ ପଡ଼ୁଥିବା ଗ୍ରହଣ ୧୫୦…
ଆନନ୍ଦପୁର,୧୬। ୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁରର ପୁରାତନ ଦଧିବାମନଜୀଉ ମନ୍ଦିର ବେଢ଼ାରୁ ପିତ୍ତଳ ନିର୍ମିତ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ମଙ୍ଗଳବାର ପୂର୍ବାହ୍ନରେ ଚୋରି ହୋଇଯାଇଛି। ଗତ ବର୍ଷ ଜୁନ୍ ୧…