କର୍ଲାମୁଣ୍ଡା,୧୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରାବସ୍ତିଠାତେ ଗତ ଜୁନ ୧୫ ତାରିଖରେ ହୋଇଥିବା ଝଡତୋଫାନ ଯୋଗୁ ଟ୍ରାନ୍ସଫର୍ମର ପଡିଯାଇଥିଲା। ଦୀର୍ଘ ୨୮ ଦିନ ବିତିଥିଲେ ହେଁ…
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ବରିଷ୍ଠ ଭାଜପା ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା…
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଗତ ୨୦ବର୍ଷ ହେବ ବିଜେଡି ହାତରେ ରାଜ୍ୟ ଶାସନ ଭାର ରହିଛି। ଲୋକମାନଙ୍କୁ ସ୍ବଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ଦେବା ନେଇ ବିଜେଡି ବାହାବା ନେଉଛି।…
ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ଯୋଜନା କରୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟରେ ୩୩୨୩ ଗ୍ରାମକୁ ପଞ୍ଚାୟତ କାର୍ଯ୍ୟାଳୟ ସହ ଯୋଡାଯାଇପାରିନାହିଁ। ଅନୁଗୋଳ ଜିଲାର…
ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ଦୁଇଫାଳ। ସରକାରଙ୍କୁ ଘେରିବା ପରିବର୍ତ୍ତେ ପରସ୍ପରକୁ ବିରୋଧ କରୁଛନ୍ତି। ଭିନ୍ନ ଭିନ୍ନ ପ୍ରସଙ୍ଗରେ ଉଭୟ କଂଗ୍ରେସ ଓ ଭାଜପା ବିଧାନସଭାରେ ହଟ୍ଟଗୋଳ…
କଟକ ଅଫିସ,୧୬।୭: କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସ ମହାନ୍ତିଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଥିବା ମହିଳାଙ୍କ ବୟାନ କୋର୍ଟରେ ରେକର୍ଡ କରାଯାଇଛି।…
ସାକ୍ଷୀଗୋପାଳ,୧୬।୭(ଡି.ଏନ୍.ଏ.):ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ ମର୍ଡର ଘଟଣାରେ ସତ୍ୟବାଦୀ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଥାନାରେ ଅଟକ…
ପୁରୀ ଅଫିସ୍, ୧୬।୭: ଶ୍ରୀମନ୍ଦିରରେ ମଙ୍ଗଳବାର ଚନ୍ଦ୍ରଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ସକାଳ ୬ଟାରେ ଦ୍ୱାରଫିଟା ପରେ ନିର୍ଦ୍ଦିିଷ୍ଟ ନୀତି ସବୁ…
ଖୋର୍ଦ୍ଧା ଅଫିସ,୧୬।୭: ବ୍ରାଉନ୍ସୁଗାର କାରବାରରୁ ପଥର ଚୋରା ଚାଲାଣ। ବନ୍ଧୁକ କାରବାରଠାରୁ ଆରମ୍ଭ କରି ବିଭିନ୍ନ ଆପରାଧିକ ମାମଲାରେ ସମ୍ପୃକ୍ତ ଥିବା ସୁଧାଂଶୁ ପରିଡ଼ା ଓରଫ୍ ଛୋଟା…