ରାଜ୍ୟ

୨ରେ ଲଘୁଚାପ, ଅଧିକ ବର୍ଷିବ ନାହିଁ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୨ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ…

7 years ago

ରାଜ୍ୟକୁ କେନ୍ଦ୍ରର ପରାମର୍ଶ: ଦରମାରେ ଖର୍ଚ୍ଚ ନ କରି ଜଙ୍ଗଲ ସୃଷ୍ଟି କର, କାମ୍ପା ପାଣ୍ଠିରେ ରାଜ୍ୟକୁ ମିଳିଲା ୫୯୩୪ କୋଟି

ଭୁବନେଶ୍ୱର, ୨୯।୮ (ବ୍ୟୁରୋ)-କ୍ଷତିପୂରକ ବନୀକରଣ ପାଣ୍ଠି ପରିଚାଳନା ଓ ଯୋଜନା(କାମ୍ପା) ପାଇଁ ଜାତୀୟ କ୍ଷତିପୂରକ ବନୀକରଣ ଜମା ରାଶିରୁ କେନ୍ଦ୍ର ସରକାର ଓଡିଶା ଅଂଶଧନ ୫୯୩୩.୯୮ କୋଟି…

7 years ago

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀଙ୍କ ସହ ୟୁନିସେଫ୍‌ ମୁଖ୍ୟକ୍ଷେତ୍ର ଅଧିକାରୀଙ୍କ ଆଲୋଚନା

ଭୁବନେଶ୍ୱର,୨୯।୮(ବ୍ୟୁରୋ): ୟୁନିସେଫ୍‌ର ମୁଖ୍ୟ କ୍ଷେତ୍ର ଅଧିକାରୀ ମୋନିକା ନେଲ୍‌ସେନ୍‌ ଗୁରୁବାର ସଚିବାଳୟଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସଙ୍କ ସହିତ ଆଲୋଚନା କରିଛନ୍ତି। ରାଜ୍ୟରେ…

7 years ago

ଭଙ୍ଗା ହେଉଛି ଏମାର ମଠ: କୋଠିଘର ଭଙ୍ଗାଯିବା ବେଳେ ବାହାରିଲେ ଶହ ଶହ ସଂଖ୍ୟାରେ ଚେମିଣି, ସରୀସୃପ ଥିବା ଆଶଙ୍କା

ପୁରୀ ଅଫିସ,୨୯।୮: ଲଙ୍ଗୁଳୀ ମଠ ଭଙ୍ଗା ଯିବା ପରେ ଏବେ ଏମାର ମଠକୁ ଭାଙ୍ଗିଛି ପ୍ରଶାସନ। ବିପଦ ସଙ୍କୁଳ ଦର୍ଶାଇ ବୁଧବାର ଏମାର ମଠ ଉଚ୍ଛେଦ ପ୍ରକ୍ରିୟା…

7 years ago

ବିବାହର ୭ ମାସ ନ ପୂରୁଣୁ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ପୋଖରୀରୁ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ

ତିର୍ତ୍ତୋଲ,୨୯।୮(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ବଣିତୋ ଗ୍ରାମରେ ଗୁରୁବାର ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ରାଜକିଶୋର ବେହେରାଙ୍କ ସ୍ତ୍ରୀ…

7 years ago

ତିହିଡ଼ିରେ ଜେଏମ୍‌ଏଫ୍‌ସି କୋର୍ଟ ପ୍ରତିଷ୍ଠା ଦାବି: ଓକିଲ ସଂଘର ଧାରଣା

ତିହିଡି,୨୯।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଓକିଲ ସଂଘ ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ତିହିଡ଼ି ତହସିଲ କାର୍ଯ୍ୟାଳୟ ପରିସରରେ ଧାରଣା ଦିଆଯାଇଛି। ତିହିଡିରେ ସିଭିଲ୍‌ ଜଜ୍‌ ଜୁନିୟର ଡିଭିଜନ(ଜେଏମ୍‌ଏଫ୍‌ସି)…

7 years ago

ସେପ୍ଟେମ୍ବର ୬ରେ ଓଡ଼ିଶା ଆସିବେ ଜଗା-କାଳିଆ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ସେପ୍ଟେମ୍ବର ୬ରେ ଓଡ଼ିଶା ଆସିବେ ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ। ଅସ୍ତ୍ରୋପଚାର ମାଧ୍ୟମରେ ଅଲଗା ହେବା ପରେ ଏଯାବତ ଦିଲ୍ଲୀ ଏମ୍ସରେ ଉଭୟ ଚିକିତ୍ସାଧୀନ…

7 years ago

ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୨୯।୮: ଭଦ୍ରକ ଟାଉନ ପୋଲିସ ଗୁରୁବାର ବାଇପାସ୍‌ ଛକ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଜବତ କରିଛି। ଯୁବକଙ୍କ ଦୁଇ ହାତରେ ସାଲାଇନ ଦିଆଯାଉଥିବା…

7 years ago

ହାଇକୋର୍ଟରେ ମହିମାଙ୍କ ଜାମିନ ସଂକ୍ରାନ୍ତ ତଥ୍ୟ ଦାଖଲ

କଟକ ଅଫିସ, ୨୯।୮: ସିୱେଜ୍‌ ଶିପିଂ ପରିଚାଳକ ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କ ଜାମିନ ଆବେଦନ ସମ୍ପର୍କିତ ତଥ୍ୟ ବୁଧବାର ହାଇକୋର୍ଟରେ ଦାଖଲ…

7 years ago

ପଦଯାତ୍ରାରେ ପାକିସ୍ତାନ ଯିବେ ମୁକ୍ତିକାନ୍ତ

ରାଉରକେଲା ଅଫିସ,୨୯।୮: ଦୁଇ ଦେଶ ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଖୁବ୍‌ଶୀଘ୍ର ପାକିସ୍ତାନକୁ ପଦଯାତ୍ରା କରିବେ ରାଉରକେଲାର ଯୁବ ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ। ଏ ନେଇ ବୁଧବାର…

7 years ago