ରାଜ୍ୟ

ଆୟକର ଫାଙ୍କି ଅଭିଯୋଗ: ଜେଡ୍‌ ଇଷ୍ଟେଟ ସଂସ୍ଥା ଉପରେ ଚଢ଼ାଉ

ଭୁବନେଶ୍ୱର, ୯।୭(ବ୍ୟୁରୋ): ଆୟକର ଫାଙ୍କିବା ଅଭିଯୋଗରେ ଜେଡ୍‌ ଇଷ୍ଟେଟ ବିଲ୍ଡର ସଂସ୍ଥା ଉପରେ ସୋମବାର ସନ୍ଧ୍ୟାରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। କଟକ ଓ ଭୁବନେଶ୍ୱରର…

7 years ago

ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ମାନସମନ୍ଥନ କାର୍ଯ୍ୟକ୍ରମ:ନାଗରିକ କୈନ୍ଦ୍ରିକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟର ଜନସାଧାରଣଙ୍କ ନିକଟରେ ପ୍ରଶାସନ ଉତ୍ତରଦାୟୀ। ନାଗରିକ କେନ୍ଦ୍ରିକ ପ୍ରଶାସନ ପାଇଁ ସମସ୍ତ ଉଦ୍ୟମ କରିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କହିଛନ୍ତି।…

7 years ago

ଓଏଏସ୍‌ ସ୍ତରରେ ଅଦଳବଦଳ: ୪୧ ଜଣଙ୍କୁ ବଦଳି

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ସ୍ବତନ୍ତ୍ର ସଚିବ, ଅତିରିକ୍ତ ସଚିବ, ଯୁଗ୍ମ ସଚିବ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଏବଂ…

7 years ago

ଆଜି ୯ ଜିଲାରେ ବର୍ଷା

ଭୁବନେଶ୍ୱର, ୯।୭(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଝାଡ଼ଖଣ୍ଡ ଉପରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ସୋମବାର ଉତ୍ତର ଓଡ଼ିଶା…

7 years ago

ସହର ମଝିରେ ପଥର ଖଣି: ଦିନ ଦ୍ୱିପ୍ରହରରେ ହେଲା ବ୍ଲାଷ୍ଟିଂ

ନୟାଗଡ଼ ଅଫିସ,୯।୭-ନୟାଗଡ଼ ସହର ମଝିରେ ରହିଛି ପଥର ଖଣି। ଜଣେ ବ୍ୟକ୍ତିଙ୍କର ଏହା ଘରୋଇ ଖଣି ହୋଇଥିବା ବେଳେ ଉକ୍ତ ଖଣିରୁ ସୋମବାର ଦିନଦ୍ୱିପ୍ରହରରେ ବେଆଇନ ଭାବେ…

7 years ago

‘ଜଳସମ୍ପଦ ସୁରକ୍ଷା ଲାଗି ସମ୍ମିଳିତ ଲଢ଼େଇ ଲୋଡ଼ା’

ବଡବିଲ,୯।୭(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ବିଭିନ୍ନ କଳକାରଖାନା ନଦୀରୁ ସ୍ବଚ୍ଛଜଳ ନେଇ ଏହା ମଧ୍ୟକୁ ଦୂଷିତ ଜଳ ଛାଡୁଛନ୍ତି। ଏଭଳି କାର୍ଯ୍ୟ କରି ସେମାନେ ମଣିଷ ଜୀବନ ସହ ଖେଳ…

7 years ago

ଆଧାର ନ ଥିଲେ ଚାଉଳ ନାହିଁ

ଭୁବନେଶ୍ୱର,୯ା୭(ବ୍ୟୁରୋ): ବ୍ୟକ୍ତିର ସମସ୍ତ ବ୍ୟକ୍ତିଗତ ପଞ୍ଜିକା ଆଧାର କାର୍ଡରେ ଲିପିବଦ୍ଧ ହୋଇ ରହିଛି। ଏହାକୁ କୌଣସି ପରିସ୍ଥିତିରେ କୌଣସି ଜନକଲ୍ୟାଣକାରୀ ଯୋଜନାରେ ଦେବାକୁ ବାଧ୍ୟତାମୂଳକ କରାଯାଇପାରିବ ନାହିଁ।…

7 years ago

ଆନ୍ଦୋଳନକାରୀଙ୍କୁ ମନାଇ ପାରିଲାନି ପ୍ରଶାସନ: ଆଲୋଚନା ଫେଲ୍‌ ମାରିଲା

ଚମ୍ପୁଆ,୯ା୭(ଡି.ଏନ.ଏ.)- କେନ୍ଦୁଝର ଜିଲା ଖଣି ଖାଦାନଭରା ଚମ୍ପୁଆ ଅଞ୍ଚଳରେ ପାରିପାର୍ଶ୍ୱିକ ଉନ୍ନତି ଓ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଦାବି କରି ବଡକାଳିମାଟି ଗ୍ରାମବାସୀ ଦୀର୍ଘ ୨୨ ଦିନ…

7 years ago

ଜୀବନ ଗଲା ପରେ ପ୍ରଶାସନର ଚେତା ପଶିଲା:ଭାରିଯାନ ଚଳାଚଳ ଉପରେ ଅଙ୍କୁଶ

ବନ୍ତ, ୯।୭ (ସ୍ବ.ପ୍ର.) - ଭଦ୍ରକ-ଆନନ୍ଦପୁର ୫୩ ନମ୍ବର ରାଜ୍ୟ ରାଜପଥରେ ରବିବାର ରାତିରେ ହାଇୱା ଚାପାରେ ଜଣେ ଯୁବକଙ୍କ ମୃତ୍ୟୁ ପରେ ପ୍ରଶାସନର ଚେତା ପଶିଛି।…

7 years ago

ସ୍ବପ୍ନ ଦେଇଛି ଜିଇବାର ସାହାରା:ନିଆରା ବ୍ୟକ୍ତିତ୍ୱ ଚନ୍ଦ୍ରଶେଖର

ସିମୁଳିଆ, ୯।୭(ଡି.ଏନ.ଏ.)-ବିଭିନ୍ନ ଅଞ୍ଚଳରେ ଖାଦ୍ୟରୁଚିରେ ଭିନ୍ନତା ପରିଲକ୍ଷିତ ହୁଏ। କେଉର୍ଁଠି ଘୁଗୁନି ଓ ଆଳୁଦମ ତ ଆଉ କେଉଁଠି ଦହିବରା ଭଳି ନାନା ଖାଦ୍ୟର ଅଧିକ ଚାହିଦା…

7 years ago