ରାଜ୍ୟ

ନବବିବାହିତାଙ୍କ ଆତ୍ମହତ୍ୟା: ଯୌତୁକ ଯୋଗୁ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ବାପା

ଭବାନୀପାଟଣା, ୬।୭(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଢ଼ା ଗ୍ରାମର ଜନୈକା ନବବିବାହିତା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାବିତ୍ରୀ ରଣା। ତେବେ…

7 years ago

ନୃଶଂସ ପୁଅଙ୍କ ଅମାନବୀୟ କାଣ୍ଡ: ବାପାଙ୍କୁ ଠେଙ୍ଗାରେ ପିଟି ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ପାଟଣାଗଡ଼, ୬।୭ (ଡି.ଏନ୍‌.ଏ.): ସାମାନ୍ୟ ବଚସାକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ମାଡ଼ମାରିବା ପରେ ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ ପୁଅ। ଏଭଳି ଏକ ସ୍ପର୍ଶକାତର ଘଟଣା ଘଟିଛି…

7 years ago

ଏଏସ୍‌ଆଇ ପକ୍ଷରୁ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ, ୬।୭: ଘୋଷଯାତ୍ରା ଯାଇଁ ଏବେ ଆଡ଼ପମଣ୍ଡପରେ ମହାପ୍ରଭୁ। ନଅଦିନ ବ୍ୟାପୀ ଜନ୍ମବେଦିରେ ଅବସ୍ଥାନ କରିବେ। ଏହି ଅବସରରେ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ ଆରମ୍ଭ ହୋଇଛି।…

7 years ago

କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରିବା ଘଟଣା: ବିଧାୟକ ସରୋଜ ମେହେରଙ୍କୁ ଜାମିନ

ଭୁବନେଶ୍ୱର, ୬।୭(ବ୍ୟୁରୋ): ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରାଇବା ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ଜାମିନ ମିଳିଛି। ଭୁବନେଶ୍ୱର ସ୍ବତନ୍ତ୍ର…

7 years ago

ଆଡ଼ପ ମଣ୍ଡପରେ ଦର୍ଶନ ଦେଲେ ଦାରୁଦିଅଁ

ପୁରୀ ଅଫିସ,୬।୭: ଆଡ଼ପ ମଣ୍ଡପରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦର୍ଶନ। ଶୁକ୍ରବାର ରାତିରେ ଜନ୍ମବେଦିକୁ ଧାଡ଼ି ପହଣ୍ଡିରେ ଯାତ୍ରା କରିଥିଲେ ଚତୁର୍ଦ୍ଧାମୂର୍ତ୍ତି। ଶନିବାର ସକାଳ ୭ଟାରୁ ହଜାର…

7 years ago

ଘୂର୍ଣ୍ଣିବଳୟ: ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷା

ଭୁବନେଶ୍ୱର, ୬ା୭(ବ୍ୟୁରୋ): ଓଡ଼ିଶା ଏବଂ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବୃଦ୍ଧି…

7 years ago

୨୦୨୧ ମାର୍ଚ୍ଚରେ ସରିବ ଓଡ଼ିଶା ଜନଗଣନା

ଭୁବନେଶ୍ୱର, ୬ା୭ (ବ୍ୟୁରୋ): ଓଡ଼ିଶାରେ ଜନଗଣନା ୨୦୨୧ ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର…

7 years ago

ପ୍ରଥମ ରିପୋର୍ଟ କାର୍ଡ ଦେବେ ମନ୍ତ୍ରୀ

ଭୁବନେଶ୍ୱର,୬ା୭(ବ୍ୟୁରୋ): ବିଜେଡି ଶାସନର ପଞ୍ଚମ ପାଳି ଆରମ୍ଭ ହୋଇଛି। ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ…

7 years ago

ଭାଜପା ଆଭିମୁଖ୍ୟ ଉପରେ ନଜର

ଭୁବନେଶ୍ୱର, ୬ା୭(ବ୍ୟୁରୋ): ଗୁରୁବାର ନିର୍ବାଚନ କମିଶନ ପାଟକୁରା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ୨୦ରେ ପାଟକୁରାରେ ଭୋଟ ହେବାକୁ ଥିବାବେଳେ ୨୪ରେ ହେବ ଗଣତି।…

7 years ago

ଆଜି ଗର୍ଭଗୃହ ଯାଞ୍ଚ କରିବେ ବିଶେଷଜ୍ଞ

ପୁରୀ ଅଫିସ,୬ା୭: ଘୋଷଯାତ୍ରାରେ ଯାଇ ଏବେ ଆଡ଼ପମଣ୍ଡପରେ ମହାପ୍ରଭୁ। ନଅଦିନ ବ୍ୟାପୀ ଜନ୍ମବେଦିରେ ଅବସ୍ଥାନ କରିବେ। ଏହି ସମୟ ମଧ୍ୟରେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ କରାଯିବ। ଗର୍ଭଗୃହର…

7 years ago