ଭୁବନେଶ୍ୱର,୨୬ା୧୧(ତ୍ରିନାଥ ମହାନ୍ତି): ବିଧାନସଭାର ଶୀତକାଳୀନ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥର ବିଧାନସଭା ଅଧିବେଶନରେ ଉଦ୍ବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେଣୁ ବ୍ଲୁ-ବୁକ୍ ଗାଇଡ୍ଲାଇନ୍…
ପୁରୀ,୨୬ା୧୧(ଅଜିତ୍ କୁମାର ମହାନ୍ତି): ମାର୍ଗଶିର ଶୁକ୍ଳପକ୍ଷ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ ଅବସରରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଘୋଡ଼ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ଘୋଡ଼ଲାଗି…
ଭୁବନେଶ୍ୱର,୨୬।୧୧(ରବିନାରାୟଣ ଜେନା): ରାଜ୍ୟର ପ୍ରତ୍ୟେକ ବ୍ୟକ୍ତିଙ୍କ ମୁଣ୍ଡ ପିଛା ଆୟ(ପର୍ କ୍ୟାପିଟା ଇନ୍କମ୍) ଜାତୀୟ ହାର ତୁଳନାରେ ବହୁ ପଛରେ ରହିଛି। ଜାତୀୟ ସ୍ତରରେ ୨ଲକ୍ଷ ୧୬୨…
ଭୁବନେଶ୍ୱର,୨୫।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମଠାରେ ଅନୁଷ୍ଠିତ ଦ୍ୱାଦଶ ନିଯୁକ୍ତିମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ- ୨୦୨୫ ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ…
ଗୋପାଳପୁର,୨୫।୧୧(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ପରଠାରୁ ଗଞ୍ଜାମ ପଟ୍ଟ ପରିବର୍ତନ ହୋଇଛି। ରାଜ୍ୟରେ ଭାଜପା ଶାସନ ଭାର ଗ୍ରହଣ କରିଥିବା ବେଳେ ଗଞ୍ଜାମ ରାଜନୀତିରେ ମଧ୍ୟ…
ଭୁବନେଶ୍ୱର,୨୫।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର କହିଛନ୍ତି ଯେ, ୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାରର ଅର୍ଥନୀତି ହାସଲ କରିବାକୁ ହେଲେ ଓଡ଼ିଶାକୁ ଆସନ୍ତା ଦଶନ୍ଧି…
ଦିଗପହଣ୍ଡି,୨୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି - ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ମୌଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟରେ ମଙ୍ଗଳବାର…
ଯାଜପୁର,୨୫।୧୧: ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ମହିଳା ରୋଗୀମାନେ ଇସିଜି (ECG) ପରୀକ୍ଷା ସମୟରେ ଉପଯୁକ୍ତ ଗୋପନୀୟତା ଅଭାବରୁ ମାନସିକ ନିର୍ଯାତନାର ସମ୍ମୁଖୀନ ହେଉଥିବା ଅଭିଯୋଗ…
ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ)- ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ବୁଧବାର ବରଗଡ଼ ଗସ୍ତରେ ଆସୁଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟା ୪୫ମିନିଟରେ ସେ ଛତିଶଗଡ଼…
ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ)- ଲୋକସେବା ଭବନରେ ବରଗଡ଼ର ଲୋକ ସଭା ଏମ୍ପି ପ୍ରଦୀପ ପୁରୋହିତ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ୍ କରି ଗନ୍ଧମାର୍ଦ୍ଧନ ପର୍ଯ୍ୟଟନସ୍ଥଳୀର ବିକାଶ…