ରାଜ୍ୟ

ଏରସମାରେ ବ୍ୟାପିଲା ଝାଡ଼ାବାନ୍ତି: ତିନି ଦିନରେ ୧୧୮ ଆକ୍ରାନ୍ତ

ଏରସମା,୨୭ା୬(ସ୍ବ.ପ୍ର.): ଏରସମା ବ୍ଲକ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ତିନ ଦିନ ଭିତରେ ବ୍ଲକର ବିଭିନ୍ନ ସ୍ଥାନରୁ ୧୧୮ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଏରସମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

7 years ago

ଫନୀରେ ଉଡିଥିଲା ବିଦ୍ୟାଳୟ ଛପର: ଗଛମୂଳେ ପାଠ ପଢୁଛନ୍ତି ଛାତ୍ରୀଛାତ୍ର

କାଳିଆପାଣି,୨୭ା୬(ଡି.ଏନ୍‌.ଏ.): ୨୦୧୬ ନଗଡା ଅପପୁଷ୍ଟି ଘଟଣାପରେ ନଗଡାର ବିକାଶ କ୍ଷେତ୍ରରେ ସରକାର ବହୁ ଯୋଜନା ପ୍ରଣୟନ କରିଛନ୍ତି। ଜୁଆଙ୍ଗ ଜନଜାତିଙ୍କ ସ୍ବାସ୍ଥ୍ୟ, ଶିକ୍ଷା, ପାନୀୟଜଳ, ଗମନାଗମନ ଉପରେ…

7 years ago

ଦୁର୍ଘଟଣା ଅପରାଧ ପାଇଁ ନିଶା ଦାୟୀ

ଫୁଲବାଣୀ ଅଫିସ,୨୬ା୬-ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନ ପରିସରରେ ଜିଲାସ୍ତରୀୟ ଆନ୍ତର୍ଜାତିକ ନିଶା ନିବାରଣ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲାପାଳ ବସନ୍ତ କୁମାର…

7 years ago

ଅନ୍ତର୍ଜାତୀୟ ନିଶା ଅପବ୍ୟବହାର, ଅବୈଧ ଚାଲାଣ ନିରୋଧ ଦିବସ

ଭବାନୀପାଟଣା,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ପ୍ରଶାସନର ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓ ଅବକାରୀ ବିଭାଗ ପକ୍ଷରୁ ଭବାନୀପାଟଣାଠାରେ ବୁଧବାର ଅନ୍ତର୍ଜାତୀୟ ନିଶା ଅପବ୍ୟବହାର…

7 years ago

ରାଜ୍ୟରେ ବନ୍ଦ ହେବ ୯୬୬ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ବନ୍ଦ ହେବ ୯୬୬ ପ୍ରାଥମିକ ବିଦ୍ୟାଳୟ। ୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ୯୬୬ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା…

7 years ago

ଓଜେଇଇ ୨୦୧୯କୁ ନେଇ ଖବରକାଗଜରେ ଜାଲ୍‌ ବିଜ୍ଞାପନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ବିଭ୍ରାନ୍ତ କରିବା ପାଇଁ ଖବରକାଗଜରେ ଆସୁଛି ଜାଲ୍‌ ବିଜ୍ଞାପନ। ଉଚ୍ଚଶିକ୍ଷାରେ ନାମ ଲେଖାଇବା ପାଇଁ ଖବରକାଗଜରେ ଭୁଲ ବିଜ୍ଞାପନ ପ୍ରକାଶ ପାଉଛି। ତେଣୁ ଏହିଭଳି…

7 years ago

ଆରଡି ରାସ୍ତା ନିର୍ମାଣକୁ ବିରୋଧକରି ଦାବିପତ୍ର ଦେଲେ ଚାଷୀ

ଜୟପୁର,୨୬ା୬(ନି.ପ୍ର.): ଜୟପୁର ବ୍ଲକ ଅନ୍ତର୍ଗତ ଟାଙ୍କୁଆ ପଞ୍ଚାୟତ କେନାଲ ରାସ୍ତା ଉପରେ ଆରଡି ରାସ୍ତା ନିର୍ମାଣକୁ ଚାଷୀମାନେ ବିରୋଧ କରିଛନ୍ତି । ଉକ୍ତ ରାସ୍ତା ଜଗନ୍ନାଥପୁଟ-କୁସୁମପୁଟ ନାମରେ…

7 years ago

ପ୍ରାକ୍ଟିକାଲରେ କମ୍‌ ମାର୍କ ପାଇଁ କଲେଜ ଘେରିଲେ ଛାତ୍ରୀ

ଜୟପୁର,୨୬ା୬(ନି.ପ୍ର./ଡି.ଏନ୍‌.ଏ.): ଥିଓରିରେ ୮୦ ପ୍ରତିଶତ ମାର୍କ ରଖିଥିବା ଜଣେ ଛାତ୍ରୀଙ୍କୁ ଗୃହ ବିଜ୍ଞାନର ପ୍ରାକ୍ଟିକାଲରେ ମାତ୍ର ୧୨ ମାର୍କ ମିଳିଛି। ଜୟପୁର ସରକାରୀ ମହିଳା ମହାବିଦ୍ୟାଳୟରେ ଏଭଳି…

7 years ago

ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ତହସିଲଦାରଙ୍କୁ ଫେରାଦ

ଜୁନାଗଡ,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ବୁଧବାର ୫ ଦଫା ଦାବି ନେଇ ଜୁନାଗଡ ତହସିଲଦାରଙ୍କୁ ଫେରାଦ ହୋଇଛନ୍ତି । ଏ ବିଷୟରେ ତହସିଲଦାରଙ୍କୁ…

7 years ago

ଭେଣ୍ଡର ରସିଦ୍‌ ଦାବିରେ ସମବାୟ ସମିତିରେ ତାଲା

ଭଣ୍ଡାରିପୋଖରୀ, ୨୬।୬ (ଡି.ଏନ.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ସେବା ସମବାୟ ସମିତିରେ ଗତ ଖରିଫ୍‌ ଧାନ ବିକ୍ରିର ଶେଷ ପର୍ଯ୍ୟାୟରେ ଧାନ ବିକ୍ରି…

7 years ago