ରାଜ୍ୟ

ଗ୍ରାହକଙ୍କୁ ଲୁଟୁଛନ୍ତି ଖୁଚୁରା ବ୍ୟବସାୟୀ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ରାଜ୍ୟରେ ପିଆଜ ଦର ବଢ଼ିଚାଲିଛି। ଗତ ଦୁଇ ସପ୍ତାହ ମଧ୍ୟରେ ପିଆଜ କିଲୋରେ ୧୦ରୁ ୧୫ ଟଙ୍କା ବୃଦ୍ଧି ହେଲାଣି। ଆଗକୁ ଦର ଆହୁରି…

7 years ago

କୁସୁମୀ ବଦଳରେ ମହାନଦୀ ଜଳ ପାଇଁ ଦାବି :ସମସ୍ୟା ସମାଧନ ନ ହେଲେ ଆନ୍ଦୋଳନ

ଖଣ୍ଡପଡା,୨୪।୮(ସ୍ବ.ପ୍ର.)-ମହାନଦୀ ଜଳକୁ ବିଶୋଧନ କରାଯାଇ ନୟାଗଡ ଅଞ୍ଚଳକୁ ଯୋଗାଣ ହେଉଥିବା ବେଳେ ଖଣ୍ଡପଡାବାସୀଙ୍କୁ କୁସୁମୀ ନଦୀର ଗୋଳିଆ ଦୂଷିତପାଣି ଯୋଗାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି । କୁସୁମୀ…

7 years ago

ନୀଳାଚଳ ଇସ୍ପାତ କାରଖାନା ଘରୋଇକରଣକୁ ବିରୋଧ: ମୁଖ୍ୟ ଫାଟକ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା

ଡୁବୁରୀ,୨୪।୮(ଡି.ଏନ୍‌.ଏ.)- କଳିଙ୍ଗନଗରସ୍ଥିତ ଏକ ମାତ୍ର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନୀଳାଚଳ ଇସ୍ପାତ କାରଖାନାକୁ ଘରୋଇକରଣ ଉଦ୍ୟମକୁ ନୀଳାଚଳ ବଞ୍ଚାଓ ସମିତି ବିରୋଧ କରିଛି। ଏହାର ପ୍ରତିବାଦରେ ଶୁକ୍ରବାର କାରଖାନାର…

7 years ago

ଭିସା କାରଖାନାରେ ଶ୍ରମିକ ଛଟେଇ ନୋଟିସ୍‌

କଳିଙ୍ଗନଗର,୨୪।୮(ଡି.ଏନ.ଏ)- କଳିଙ୍ଗନଗରସ୍ଥିତ ଭିସା କାରଖାରେ ଠିକା ଶ୍ରମିକଙ୍କୁ ଛଟେଇ ପାଇଁ ଶୁକ୍ରବାର କାରଖାନା କର୍ତ୍ତୃପକ୍ଷ କାରଖାନା ମୁଖ୍ୟ ଫାଟକରେ ନୋଟିସ କରିଛନ୍ତି। ଗତ ଦୁଇ ବର୍ଷ ହେବ…

7 years ago

ଟାଟା ଷ୍ଟିଲର ଭ୍ରାମ୍ୟମାଣ ମେଡିକାଲ ୟୁନିଟ କ୍ରିୟାଶୀଳ

ଡୁବୁରୀ,୨୪।୮(ଡି.ଏନ୍‌.ଏ.)- ସୁକିନ୍ଦା ଓ ଦାନଗଦୀ ବ୍ଲକ ଆଦିବାସୀ ତଥା ଦୁର୍ଗମ ଅଞ୍ଚଳର ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ପ୍ରଦାନ ଲକ୍ଷ୍ୟରେ ଟାଟାଷ୍ଟିଲ୍‌ କଳିଙ୍ଗନଗର ପକ୍ଷରୁ ୨୦୧୩ରୁ ଆରମ୍ଭ କରାଯାଇଥିବା…

7 years ago

ଅକଥନୀୟ ଅତ୍ୟାଚାରର ସାକ୍ଷୀ ବ୍ରିଟିଶ କୋଠି

ଏରସମା,୨୪।୮(ସ୍ବ.ପ୍ର.): ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଦ୍ୱାରା ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇ ବିଭିନ୍ନ ସ୍ଥାନରେ ଥିବା ଐତିହାସିକ ସ୍ମୃତିସ୍ଥମ୍ଭ, ପୀଠସ୍ଥଳୀ ଓ ରାଜପ୍ରାସାଦ ଆଦିର ପୁନରୁଦ୍ଧାର…

7 years ago

ଶୁଣିଲେନି ନେତା, ପ୍ରଶାସକ: ରାସ୍ତା ମରାମତି କଲେ ଗ୍ରାମବାସୀ

ଖଇରା, ୨୪।୮(ଡି.ଏନ.ଏ.)-ରାସ୍ତା ମରାମତି ପାଇଁ ବାରମ୍ବାର ସ୍ଥାନୀୟ ନେତାଠାରୁ ଆରମ୍ଭ କରି ପ୍ରଶାସନ ପର୍ଯ୍ୟନ୍ତ ନିବେଦନ କଲେ ମଧ୍ୟ କୌଣସି ସୁଫଳ ମିଳିଲାନି। ଶେଷରେ ସରକାରଙ୍କ ସହାୟତାକୁ…

7 years ago

କୂଳ ଖାଉଛି ବୁଢ଼ାବଳଙ୍ଗ :ଆତଙ୍କିତ ଅବସ୍ଥାରେ ୧୫ ପରିବାର

ବାଲେଶ୍ୱର ଅଫିସ, ୨୪।୮(ମାନସ ବିଶ୍ୱାଳ) -ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅନ୍ତର୍ଗତ ଦହପଡ଼ା ପଞ୍ଚାୟତ ଦହପଡ଼ା ଗ୍ରାମ ଦେଇ ପ୍ରବାହିତ ହୋଇଥିବା ବୁଢ଼ାବଳଙ୍ଗ ନଦୀ କୂଳ ଖାଇବାରେ…

7 years ago

ତେଣ୍ଡା ଗାଁରେ ବିକାଶ ଅପହଞ୍ଚ

କପ୍ତିପଦା,୨୪ା୮(ଡି.ଏନ୍‌.ଏ.)- କପ୍ତିପଦା ବ୍ଲକ୍‌ର ଆଦିବାସୀ ଅଧ୍ୟୁଷିତ କଳମଗଡ଼ିଆ ପଞ୍ଚାୟତ ଅନ୍ତର୍ଗତ ତେଣ୍ଡା ଗ୍ରାମ ଅପହଞ୍ଚ ଇଲାକା ପାଲଟିଛି। ପ୍ରଶାସନ କିମ୍ବା ରାଜନେତାଙ୍କ ପାଦ ପଡୁ ନ ଥିବା…

7 years ago

ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ନେଇ ଜିଲାପାଳଙ୍କୁ ଦାବିପତ୍ର

ବାରିପଦା ଅଫିସ,୨୪।୮- ରାଜ୍ୟର ସର୍ବପୁରାତନ ସହର ଭାବେ ବିବେଚିତ ବାରିପଦା ସହରରେ ଏବେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛିି। ଏଥିରେ ସୁଧାର ଆଣିବା ପାଇଁ ଜିଲା ପ୍ରଶାସନ…

7 years ago