ଭୁବନେଶ୍ୱର,୧୭।୭: ରାଜ୍ୟର ସମସ୍ତ ସରକାରୀ ସ୍କୁଲମାନଙ୍କରେ କଲେଜ ଭଳି ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ଗଠନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।…
ଭୁବନେଶ୍ୱର,୧୭।୭: କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଭିତରେ ଆସିଛି ବଡ଼ ଖବର। ପିସିସି ସଭାପତି ଭକ୍ତ ଦାସଙ୍କୁ ପୋଲିସ ଆରେଷ୍ଟ କରିଛି। ଆନ୍ଦୋଳନସ୍ଥଳରୁ ଭକ୍ତଙ୍କୁ ଉଠାଇ ନେଇଛି…
ଭୁବନେଶ୍ୱର,୧୭।୭: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଓ ବିକ୍ଷୋଭ ଦେଖାଦେଇଛି। ଏହି ଘଟଣାରେ କଂଗ୍ରେସ ଆଜି ସାରା…
ପୁରୁଷୋତ୍ତମପୁର,୧୭ା୭(ସିମାଞ୍ଚଳ ମିଶ୍ର): ବାଲେଶ୍ବର ଏଫ୍ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ…
ରାୟଗଡ଼ା,୧୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର ପ୍ଲାଟ୍ଫର୍ମରେ…
କର୍ଲାମୁଣ୍ଡା,୧୭ା୭(ପ୍ରଦୀପ କୁମାର ସାହୁ): ବାଲେଶ୍ବର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି କଂଗ୍ରେସ। ଗୁରୁବାର କଂଗ୍ରେସ ସମେତ ବାମ ପନ୍ଥୀ ଦଳମାନେ ଦେଇଥିବା…
ଭୁବନେଶ୍ୱର,୧୭।୭: ସୌମ୍ୟାଙ୍କ ମୃତ୍ୟୁ ଘଟଣାରେ ଓଡ଼ିଶା ସହ ଜାତୀୟ ରାଜନୀତି ସରଗରମ ରହିଛି। ଘଟଣାକୁ ନେଇ କଂଗ୍ରେସ ଆଜି ଓଡ଼ିଶାରେ ବଡ଼ ବନ୍ଦ ଡାକରା ଦେଇଛି। ତେବେ…
ଭୁବନେଶ୍ୱର,୧୭।୭: ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ସାରା ରାଜ୍ୟ ଉଠୁଛି ପଡୁଛି। ଏହି ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଥିବାବେଳେ ଅକଳରେ ପଡିଛନ୍ତି ଭାଜପା ସରକାର। ଗତକାଲି ବିଜେଡି ଭୁବନେଶ୍ୱର…
ଭୋଗରାଇ,୧୭ା୭(ପ୍ରଦୀପ ଦାସ): ଆମକୁ ସୁରକ୍ଷା ଦିଅ, ନଚେତ୍ ସପରିବାର ଆତ୍ମହତ୍ୟା କରିବୁ ବୋଲି ଭୋଗରାଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ମୃତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଭାଇ…
ଦାରିଙ୍ଗବାଡ଼ି,୧୭ା୭(ଅରୁଣ ସାହୁ): ସାରା ରାଜ୍ୟରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବନ୍ଦ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କଂଗ୍ରେସ କମିଟି ପକ୍ଷରୁ ମଧ୍ୟ…